ଏହି ପାଣି କିଡ୍‌ନୀ ଷ୍ଟୋନ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ ମ୍ୟାଗ୍ନେସିୟମ୍‌ ଏବଂ ପୋଟାସିୟମ୍‌ ଥାଏ। ଫଳରେ ଏହା କିଡ୍‌ନୀ ଷ୍ଟୋନ ସମେତ ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର କରିଥାଏ। ପୋଟାସିୟମ୍‌ ରକ୍ତଚାପ ନିୟନ୍ତ୍ରଣ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ତେଣୁ ପଇଡ଼ ପାଣି ପିଇଲେ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ। ଏହା ପାଚନକ୍ରିୟାକୁ ମଧ୍ୟ ସ୍ବାଭାବିକ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଥଣ୍ଡା ରଖିବାକୁ ହେଲେ…

ରାଦିନେ ଗରମ ବଢ଼ିବା ସହ ତାପମାତ୍ରା ବଢ଼ିଚାଲିଛି। ଏମିତିରେ ଘରେ ରହିବା କଷ୍ଟକର ହୋଇପଡୁଛି। ପ୍ରାୟ ଲୋକ ଏଥିଲାଗି ଘରେ ଏସି ଲଗାଉଛନ୍ତି; ଯାହା ସ୍ବାସ୍ଥ୍ୟ...

ଶ୍ରମ ଆଇନରେ ପରିବର୍ତ୍ତନ : ଘଣ୍ଟାକୁ ଶହେ ବର୍ଷ ପଛକୁ ଘୁଞ୍ଚାଇଦେବ

ନୂଆଦିଲ୍ଲୀ,୨୧ା୫: କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ଓ ଜନବିରୋଧୀ ସ୍ବେଚ୍ଛାଚାରୀ ପଦକ୍ଷେପ ଏବଂ ରାଜ୍ୟ ସରକାରମାନଙ୍କ ପକ୍ଷରୁ ଶ୍ରମ ଆଇନରେ କରାଯାଇଥିବା ପରିବର୍ତ୍ତନର ପ୍ରତିବାଦରେ ୧୦...

ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ ଗିରଫ

ନୂଆଦିଲ୍ଲୀ,୯ ।୨: ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର ଲାଲକିଲାରେ ହୋଇଥିବା ବ୍ୟାପକ ହିଂସା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଦୀପ ସିଦ୍ଧୁଙ୍କୁ ଗିରଫ...

ଡ୍ୟାମ୍‌ରେ ବୁଡିଗଲେ ଏହି ପ୍ରସିଦ୍ଧ ମାଲାୟାଲମ ଅଭିନେତା

ନୂଆଦିଲ୍ଲୀ,୨୫।୧୨-ପ୍ରସିଦ୍ଧ ମାଲାୟାଲମ ଅଭିନେତା ଅନୀଲ ନେଦୁମଙ୍ଗଦଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସାଙ୍ଗମାନଙ୍କ ସହ କେରଳର ଥୋଡୁପୁଝା ମଲନକାରା ଡ୍ୟାମରେ ଅନୀଲ ଗାଧୋଉଥିବା ବେଳେ ଗଭୀର ପାଣିରେ...

ଆଜି ଆସୁଛନ୍ତି ଚାଇନା ରାଷ୍ଟ୍ରପତି

ମାମଲାପୁରମ୍‌,୧୧-୧୦:(ପି.ଟି.):ଚାଇନା ରାଷ୍ଟ୍ରପତି ଜି. ଜିନ୍‌ପିଙ୍ଗ୍‌ ଶୁକ୍ରବାରଠାରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏଥିପାଇଁ ତାମିଲନାଡୁର ପୁରାତନ ଐତିହ୍ୟ ଉପକୂଳ ସହର ମାମଲାପୁରମ୍‌ରେ ବ୍ୟାପକ ପ୍ରସ୍ତୁତି ସାଙ୍ଗକୁ...

ଇଂଲଣ୍ଡରୁ ଫେରିଲେ ଟିଏମ୍‌ସି ଏମ୍‌ପି: ଏବେ ପରିବାରଠାରୁ ୭ଦିନ ଯାଏଁ ରହିବେ ଅଲଗା

କୋଲକାତା,୧୮।୩: କୋଲକାତାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ଇଂଲଣ୍ଡରୁ ଭାରତକୁ ଫେରିଛନ୍ତି। କୋଲକାତା ବିମାନବନ୍ଦରରେ ପହଞ୍ଚିବା ପରେ...

ଧାରଣା ଦେଉଥିବା ୮ ଏମ୍‌ପିଙ୍କ ପାଇଁ ଚା’ ନେଇ ପହଞ୍ଚିଲେ ଉପବାଚସ୍ପତି ହରିବଂଶ

ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ଶୃଙ୍ଖଳା ଭଙ୍ଗ କରିଥିବାରୁ ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି। ଏମ୍‌ପିମାନେ ସଂସଦ ଭବନ ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ...

୬ରେ ସେନାଧିକାରୀ ସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ,୪ା୬: ସୀମା ବିବାଦକୁ ନେଇ ଲଦାଖ ପୂର୍ବାଞ୍ଚଳରେ ଭାରତ ଓ ଚାଇନା ସେନା ମୁହାଁମୁହିଁ ହୋଇଥିବାବେଳେ ଏହାର ସମାଧାନ ଲାଗି ୬ ତାରିଖରେ ଦୁଇ ଦେଶର...

Advertisement


Archives

Model This Week

Why Dharitri