Posted inଖେଳ

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ ଏବେ ବି ଚୁଲିରେ ରୋଷେଇ କରୁଛନ୍ତି, ନାଁ ଜାଣି ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଭାରତୀୟ କ୍ରିକେଟରଙ୍କୁ କୋଟି କୋଟି ଟଙ୍କା ପାରିଶ୍ରମିକ ମିଳିଥାଏ। ଆଇପିଏଲ ଆରମ୍ଭ ହେବା ପରଠାରୁ ଖେଳାଳିମାନେ ଆଗ ଅପେକ୍ଷା ଆହୁରି ଅଧିକ ରୋଜଗାର କରୁଛନ୍ତି। କିନ୍ତୁ ଜାଣିଛନ୍ତି, ଭାରତୀୟ ଦଳ ପାଇଁ ଦୀର୍ଘ ୨୦ ବର୍ଷ  କ୍ରିକେଟ ଖେଳିଥିବା ହରଭଜନ ସିଂଙ୍କ ସ୍ତ୍ରୀ ଗୀତା ବାସ୍ରା ଆଜି ବି ଚୁଲିରେ ରୋଷେଇ କରନ୍ତି। ହରଭଜନ  ଜଳନ୍ଧରର ଏକ ଗରିବ ପରିବାରରୁ ଆସିଥିଲେ। ସେ ଛୋଟ ଥିବା ସମୟରେ ତାଙ୍କ ପିତାଙ୍କ ଦେହାନ୍ତ ହୋଇଯାଇଥିଲା। ଘରର ବୋଝ ହରଭଜନଙ୍କ ଉପରେ ପଡିଥିଲା। ବହୁ ସଂଘର୍ଷ ଭିତରେ ସେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ପରେ ଭାରତୀୟ ଦଳରେ ସ୍ଥାନ ପାଇଥିଲେ। ତାଙ୍କୁ ଚୁଲି ରୋଷେଇ ଖାଦ୍ୟ ପସନ୍ଦ ଆସୁଥିବାରୁ ଗୀତା ଯେବେ ବି ଜଳନ୍ଧର ଯାନ୍ତି ତାଙ୍କୁ ଚୁଲିରେ ରୋଷେଇ କରି ଖାଇବାକୁ ଦିଅନ୍ତି ବୋଲି ହରଭଜନ କହିଛନ୍ତି। ୨୦୧୫ ହରଭଜନ ଅଭିନେତ୍ରୀ ଗୀତା ବାସ୍ରାଙ୍କୁ ବିବାହ କରିଥିଲେ। ଉଭୟଙ୍କର ଏକମାତ୍ର ଝିଅ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri