ଏହି ଫିଲ୍ମ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବେ ମାନୁଷୀ ଛିଲ୍ଲର

୨୦୧୭ରେ ବିଶ୍ୱସୁନ୍ଦରୀ ମୁକୁଟ ଜିତିଥିବା ମାନୁଷୀ ଛିଲ୍ଲର ଖୁବ୍‌ଶୀଘ୍ର ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ୟଶରାଜ ପ୍ରଡକ୍ସନରେ ନିର୍ଦ୍ଦେଶକ ଚନ୍ଦ୍ରପ୍ରକାଶ ଦ୍ୱିବେଦୀଙ୍କ ଆଗାମୀ ଫିଲ୍ମ ‘ପୃଥୀରାଜ ଚୌହାନ’ରେ ଅଭିନୟ କରିବେ ମାନୁଷୀ। ଫିଲ୍ମରେ ପୃଥୀରାଜ ଚୌହାନଙ୍କ ଭୂମିକାରେ ଅକ୍ଷୟ କୁମାର ନଜର ଆସିବେ ଏବଂ ତାଙ୍କ ସ୍ତ୍ରୀ ସଂଯୁକ୍ତାଙ୍କ ଭୂମିକାରେ ନଜର ଆସିବେ ମାନୁଷୀ। ଫିଲ୍ମ ପାଇଁ ସେ ଅଡିସନ୍‌ ଦେଇଥିଲେ ବୋଲି ନିର୍ଦ୍ଦେଶକ କହିଛନ୍ତି। ଗତ ୯ ମାସ ହେବ ଏହି ଫିଲ୍ମ ପାଇଁ ମାନୁଷୀ ଟ୍ରେନିଂ ନେଉଛନ୍ତି। ଏହି ଫିଲ୍ମ ପାଇଁ ଅକ୍ଷୟ ମଧ୍ୟ ବେଶ୍‌ ଉତ୍ସାହିତ ଥିବା ଟୁଇଟରରେ କହିଛନ୍ତି।

 

ବଲିଉଡରେ ଡେବ୍ୟୁ କରିବେ ମାନୁଷୀ ଛିଲ୍ଲର

୨୦୧୭ରେ ବିଶ୍ୱସୁନ୍ଦରୀ ମୁକୁଟ ଜିତିଥିବା ମାନୁଷୀ ଛିଲ୍ଲର ଖୁବ୍‌ଶୀଘ୍ର ବଲିଉଡ୍‌ରେ ଏଣ୍ଟ୍ରୀ କରିବାକୁ ଯାଉଛନ୍ତି।#ManushiChhillar #BollywoodDeubt #DharitriLive #PrithvirajChauhan #MissWorld2017 #Bollywood #BollywoodNews #Dharitri #BTownGossip #BollywoodGossips

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಶುಕ್ರವಾರ, ನವೆಂಬರ್ 15, 2019


Enter your email to get our daily news in your inbox.

All Right Reserved By Dharitri.Com

ରାମାୟଣ’ର ଲକ୍ଷଣଙ୍କୁ ନୂଆ ଲୁକ୍‌ ଦେଲେ ପ୍ରଶଂସକ

କରୋନା ଲକ୍‌ଡାଉନ୍‌ ଯୋଗୁ ରାମାନନ୍ଦ ସାଗରଙ୍କ ପୌରାଣିକ ଧାରାବାହିକ ‘ରାମାୟଣ’ ଏବେ ପୁଣିଥରେ ଟିଭିରେ ପ୍ରସାରିତ ହେଉଛି। ଏହା ଦ୍ୱାରା ପ୍ରଶଂସକଙ୍କ ସୃତି ପୁଣିଥରେ ଉଜ୍ଜୀବିତ...

ଭିନ୍ନ ଲୁକ୍‌ରେ ଆମିର

ମୁମ୍ବାଇ: ବଲିଉଡ୍‌ ନାୟକ ଆମିର ଖାଁ ବେଶ୍‌ କିଛିଦିନ ହେବ ବଡ ପରଦାରେ ଆଉ ନଜର ଆସୁ ନାହାନ୍ତି। ହେଲେ ବଲିଉଡର ଏହି ମିଷ୍ଟର ପରଫେକ୍ସନିଷ୍ଟ...

ମାସ୍କ ପିନ୍ଧି, ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି ଅଭିନେତ୍ରୀ

ସମଗ୍ର ବିଶ୍ୱ ଏବେ କରୋନା ସହ ଲଢ଼େଇ କରୁଛଛି। ଏହି ସମୟରେ ସମସ୍ତେ ଘରେ ରହୁଥିବା ବେଳେ ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ସାଇକେଲ...

ଦିଲ୍‌ଓ୍ବାଲେ ଦୁଲହନିଆ ଲେ ଜାୟେଙ୍ଗେ ଫିଲ୍ମ ଟାଇଟେଲ୍‌ କିଏ ଦେଇଥିଲେ ଜାଣନ୍ତି କି

ବଲିଉଡରେ ରୋମାନ୍ସ ଉପରେ ନିର୍ମିତ ଅନେକ ସୁପରହିଟ ଫିଲ୍ମ ଅଛି, କିନ୍ତୁ ଏମିତି କିଛି ଫିଲ୍ମ ଅଛି ଯାହା ଦର୍ଶକଙ୍କ ହୃଦୟରେ ସବୁଦିନ ପାଇଁ ରହିଯାଇଛି।...

ଆସୁ ଆସୁ ଧମାଲ ମଚାଇଲାଣି ଏହି ରିମେକ୍‌ ସଙ୍ଗ୍‌

ମୁମ୍ବାଇ: ୯୦ ଦଶକରେ ପରଦାକୁ ଆସିଥିବା ଅଧିକାଂଶ ଫିଲ୍ମ ଏବେବି ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛି। ମାଧୁରୀ ଦିକ୍ଷିତ ଓ ସଞ୍ଜୟ ଦତ୍ତଙ୍କ ଷ୍ଟାର...

କାହାର ଗୀତ ନକଲ କଲେ ମିଳୁଥିବା ସଫଳତା ଅଧିକ ଦିନ ରହି ନ ଥାଏ: ଲତା ମଙ୍ଗେସକର

ମୁମ୍ବାଇ,୪।୯: ରାନୁ ମଣ୍ଡଳଙ୍କୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେ ଲତା ମଙ୍ଗେସକରଙ୍କ ସୋର୍‌ ଫିଲ୍ମର ଗୀତ ଏକ ପ୍ୟାର କା...

କଳାକାର ପରିବାର ପାଇଁ ନୁହେଁ ଦୃଢ଼ ଇଚ୍ଛାଶକ୍ତି ଯୋଗୁ ବଲିଉଡ୍‌ ଦୁନିଆରେ ସ୍ଥାନ ମିଳିଛି: ସୋନମ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଏବେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଦ ଜୋୟା ଫେକ୍ଟର’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ସେପ୍ଟେମ୍ବର...

Coronavirus Update

Archives

Model This Week

Why Dharitri