Posted inଜାତୀୟ

ଏହି ସଙ୍ଗୀତକାରଙ୍କ ଗୀତ ଶୁଣିବାକୁ ପାଗଳ ଥିଲେ ବାଜପେୟୀ

ମୁମ୍ବାଇ, ୧୬।୮:ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ କଳାରେ ଥିଲା ତାଙ୍କର ପ୍ରଗାଢ ରୁଚି। ଟିକେ ତାଙ୍କୁ ସମୟ ମିଳିଲେ କବିତା, ଗଳ୍ପ କିମ୍ବା ଉପନ୍ୟାସ ପଢିବା ବା ଫିଲ୍ମ ଦେଖିବାକୁ ପସନ୍ଦ କରୁଥିଲେ। ସେ ଗାୟକ ଓ କମ୍ପୋଜର ଭୂପେନ ହଜାରିକାଙ୍କର ଥିଲେ ଜଣେ ବଡ ଫ୍ୟାନ। ଥରେ ଭୂପେନ ଦିଲ୍ଲୀ ରାମଲୀଲା ମଇଦାନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତି। ସେ ଷ୍ଟେଜ ଉପରେ ଥିବାବେଳେ ବାଜପେୟୀଙ୍କ ହାତଲେଖା ଗୋଟିଏ ଛୋଟ କାଗଜ ତାଙ୍କ ପାଖକୁ ଆସେ। ‘ମୋଇ ଏତି ଜାଜାବୋର’ ଆଉ ତଳେ ବାଜପେୟୀଙ୍କ ନାଁ ଲେଖା ହୋଇଥାଏ। ଭୁପେନ ଏହି ଚିଟ ପାଇବା ପରେ ଭାରି ଖୁସି ହୋଇଯାଆନ୍ତି। ଆଉ ଷ୍ଟେଜରେ ଏହି ଗୀତ ଗାଆନ୍ତି। ଆଗ ସିଟ୍‌ରେ ବସି ବାଜପେୟୀ ଏହି ଗୀତଟିର ମଜା ନେଉଥିଲେ। ସୂଚନାଯୋଗ୍ୟ, ନିକଟରେ ଭୂପେନ୍‌ ହଜାରିକାଙ୍କୁ ଭାରତରତ୍ନ ଉପାଧିରେ ଭୂଷିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ଏସି: କିଏ ସତ କହୁଛନ୍ତି

ନୂଆଦିଲ୍ଲୀ,୨୨ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ସହ ସଂଘର୍ଷ ବେଳେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ଚରମ...

ଅଶୋକ ଧାମ ମନ୍ଦିରରେ ଦଳାଚକଟା

ପାଟନା,୧୨।୮: ଶ୍ରାବଣ ମାସର ଶେଷ ସୋମବାରରେ ବିହାର ଲକ୍ଷୀସରାୟ ଜିଲାରେ ଥିବା ଇନ୍ଦ୍ରଦମନେଶ୍ୱର ମହାଦେବ ଅଶୋକ ଧାମ ମନ୍ଦିରରେ ଏକ ଦୁର୍ଘଟଣା ଘଟିଛି। ସୋମବାର ମନ୍ଦିରରେ...

ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ମଲ୍‌ ବନ୍ଦ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌,...

ସୁମନ ଯୋଜନା: ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ନୂଆଦିଲ୍ଲୀ,୧୨।୧୦: ଗର୍ଭବତୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁମନ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ସରକାର...

ଏହି ତୁଳନାରେ ପାକିସ୍ତାନଠାରୁ ପଛରେ ଭାରତ

ନୂଆଦିଲ୍ଲୀ,୧୬।୧୦: ଆଜି ବିଶ୍ୱ ଖାଦ୍ୟ ଦିବସ। ଏହି ଦିବସ ପୂର୍ବରୁ ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ ଏହି ରିପୋର୍ଟ ପ୍ରକାଶ ପାଇଛି। ୧୧୭ଟି ଦେଶକୁ ନେଇ ପ୍ରସ୍ତୁତ...

ଆସାମରେ କୋହଳ କରାଗଲା କର୍ଫ୍ୟୁ

ଗୁଆହାଟୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲା ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ଭାରତରେ ସ୍ଥିତି ଏମିତି ହୋଇଥିଲା ଯେ ସେଠାରେ କୁର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାର...

ଧାର୍ଯ୍ୟ ସମୟରେ ହୋଇ ପାରିଲାନି ଆସ୍ଥା ଭୋଟ: ୩ଟା ପର୍ଯ୍ୟନ୍ତ ଗୃହ ମୁଲତବି

ବେଙ୍ଗାଲୁର,୧୯।୭: ରାଜ୍ୟପାଳଙ୍କ ନିର୍ଦ୍ଦେଶ ପରେ ମଧ୍ୟ ହୋଇ ପାଲିଲାନି ଆସ୍ଥା ଭୋଟ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଏଚ୍‌ ଡି କୁମାରସ୍ବାମୀ କହିଲେ ଆସନ୍ତା ସୋମବାର ଅବା ମଙ୍ଗଳବାର...

ମୃତ୍ୟୁ ପୂର୍ବରୁ ପ୍ରେମିକାଙ୍କୁ ରକ୍ତଭରା ବିୟର୍‌ ବୋତଲ ପଠାଇଲେ ପ୍ରେମିକ

ଚେନ୍ନାଇ,୩୦।୮: ତାମିଲନାଡୁର ନଙ୍ଗନଲୁରରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ନିଜ ହାତ କାଟି ଆତ୍ମହତ୍ୟା କରିଛନ୍ତି। ଏହାପୂର୍ବରୁ ସେ ଏକ ବିୟର୍‌ ବୋତଲରେ...


Coronavirus Update

Archives

Model This Week

Why Dharitri