Posted inଫୁରସତ

ଏହି ବୃଦ୍ଧାଙ୍କ ଇଂଲିଶ୍‌ ଶୁଣିଲେ ଶଶି ଥରରୁ ବି ପ୍ରଶଂସା କରିବେ!

ବଲିଉଡ୍‌ ଫିଲ୍ମରେ ବହୁ ପ୍ରକାରର ଇଂଲିଶ ଶବ୍ଦକୁ ବ୍ୟବହାର କରାଯାଉଥିବା ଶୁଣିବାକୁ ମିଳିଥାଏ। କିନ୍ତୁ ଯଦି କଠିନରୁ କଠିନ ଇଂଲିଶ କଥା ଆସେ ତେବେ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ନାଁ ପ୍ରଥମେ ଆସିଥାଏ। ସେ ଏଭଳି ଶବ୍ଦ କହିଥାନ୍ତି ଯାହା ସାଧାରଣ ଲୋକଙ୍କୁ ଉଚ୍ଚାରଣ କରିବାରେ କଷ୍ଟକର ହୋଇପଡ଼ିଥାଏ। କିଛି କିଛି ତାଙ୍କର ଲିଖିତ ଶବ୍ଦ ରହିଛି ଯାହାକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ବ୍ୟବହାର ମଧ୍ୟ କରାଯାଇନାହିଁ। ଇତିମଧ୍ୟରେ ଜଣେ ବୃଦ୍ଧାଙ୍କ ଇଂଲିଶ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଶୁଣିଲେ ଥରୁର ଉକ୍ତ ବୃଦ୍ଧାଙ୍କର ଫ୍ୟାନ୍ସ ହୋଇଯିବା ସହ ପ୍ରଶଂସା ନ କରି ରହିପାରିବେ ନାହିଁ ବୋଲି କୁହାଯାଉଛି। ଭାଇରାଲ ହୋଇଥିବା ଭିଡିଓରେ ଜଣେ ବୃଦ୍ଧା ମହାତ୍ମା ଗାନ୍ଧୀଙ୍କ ବିଷୟରେ ଇଂଲିଶରେ ବର୍ଣ୍ଣନା କରୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଶେୟାର କରାଯିବା ସହ କ୍ୟାପଶନ୍‌ରେ ଲେଖାହୋଇଛି, ସ୍ପୋକନ୍‌ ଇଂଲିଶ ପାଇଁ ଏହି ବୃଦ୍ଧାଙ୍କୁ ୧୦ରୁ କେତେ ମାର୍କ ମିଳିବ। ଏପର୍ଯ୍ୟନ୍ତ ଏହି ଭିଡିଓକୁ ୨ଲକ୍ଷ ୭୬ ହଜାର ଲୋକ ଦେଖିସାରିଥିବା ବେଳେ ଏହାକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ଏଥିସହ କେତେକ ୟୁଜର୍ସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବୃଦ୍ଧାଙ୍କ ଇଂଲିଶ୍‌ ଥରୁରଙ୍କ ଠାରୁ ମଧ୍ୟ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri