Posted inଫୁରସତ

ଏହି ଭାରତୀୟ ଡାକ୍ତରଙ୍କୁ ଭଗବାନଙ୍କ ଭଳି ପୂଜେ ଚାଇନା

ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଉତ୍ତେଜନା ଦେଖାଯାଇଛି। ଏହି ସମୟରେ ଭାରତର ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଚାଇନାକୁ ଡା. କୋଟନିସଙ୍କ କଥା ମନେ ପକାଇ ଦେଇଛନ୍ତି। ଚାଇନା-ଜାପାନ ଯୁଦ୍ଧ ସମୟରେ ଭାରତୀୟ ଡା. କୋଟନିସ ଚାଇନା ଯାଇ ସେମାନଙ୍କ ସୈନିକଙ୍କୁ ଚିକିତ୍ସା କରିଥିଲେ। କୋଟନିସ ତାଙ୍କର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଚାଇନାରେ ରହିଥିଲେ। ଚାଇନାରେ ତାଙ୍କୁ ଭଗବାନଙ୍କ ଭଳି ପୂଜା କରାଯାଏ। ଜୟଶଙ୍କର କୋଟନିସ୍‌ଙ୍କ କଥା ଉଦାହରଣ ଦେଇ କହିଛନ୍ତି, ପ୍ରତ୍ୟେକ ସଙ୍କଟରେ ଭାରତ ଚାଇନା ସହିତ ଛିଡା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଙ୍ଗୁଇନ୍‌ ଇଣ୍ଡିଆକୁ ନୋଟିସ

ନୂଆଦିଲ୍ଲୀ,୧୨ା୨: ପୂର୍ୱତନ ସେନା ମୁଖ୍ୟ ଏମ୍‌.ଏମ୍‌. ନରଓ୍ୱଣେଙ୍କ ପୁସ୍ତକ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’କୁ ନେଇ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍‌ ପେଙ୍ଗୁଇନ୍‌ ରାଣ୍ଡମ୍‌ ହାଉସ୍‌ ଇଣ୍ଡିଆକୁ…

ଏପ୍‌ଷ୍ଟିନ୍‌ ମୋତେ ଦୋମୁହଁା କହିଥିଲେ

ନୂଆଦିଲ୍ଲୀ,୧୨।୨: ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା…

ଅନାସ୍ଥା ନୋଟିସରେ ତ୍ରୁଟି

ନୂଆଦିଲ୍ଲୀ,୧୨ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ସଦସ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ଦେଇଥିବା ନୋଟିସ ତ୍ରୁଟିଯୁକ୍ତ। ନୋଟିସ ଡ୍ରାଫ୍ଟିଙ୍ଗ୍‌ରେ ଏଭଳି…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ…

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri