ଏହି ଭିଡିଓ ପାଇଁ ରାତାରାତି ଷ୍ଟାର ପାଲଟି ଯାଇଥିଲେ ନେହା

ମୁମ୍ବାଇ: ବଲିଉଡ୍‌ ସିଙ୍ଗର ନେହା କକ୍କର ୩୧ ବର୍ଷରେ ପାଦ ଥାପିବାକୁ ଯାଉଛନ୍ତି। ଜୁନ୍‌ ୬ରେ ଜନ୍ମ ନେଇଥିବା ଏହି ପ୍ଲେବ୍ୟାକ୍‌ ସିଙ୍ଗର ପ୍ରଥମରୁ ବହୁ କଷ୍ଟ କରିଥିଲେ ସୁଦ୍ଧା ଏବେ ଜଣେ ପ୍ରତିଷ୍ଠିତ କଳାକାରର ପରିଚୟ ପାଇଛନ୍ତି। ପ୍ରଥମେ ଇଣ୍ଡିଆନ୍‌ ଆଇଡଲରୁ କ୍ୟାରିୟର ଆରମ୍ଭ କରିଥିବା ନେହାଙ୍କୁ କିନ୍ତୁୁ ଏକ ୟୁଟ୍ୟୁବ ଭିଡିଓ ରାତାରାତି ଷ୍ଟାର କରି ଦେଇଥିଲା। ୨୦୧୫ରେ ନେହା କିଛି ହିଟ୍‌ ହିନ୍ଦୀ ଫିଲ୍ମର ଗୀତକୁ ନେଇ ଏକ ସେଲ୍‌ଫି ଭିଡିଓ କରିଥିଲେ। ଏହାପରେ ସେ ଏହାକୁ ୟୁଟ୍ୟୁବରେ ଅପଲୋଡ କରି ଦେଇଥିଲେ। ଏହାପରେ ତାଙ୍କ ଗାୟିବାର ଶୈଳୀ ଅନେକଙ୍କୁ ପସନ୍ଦ ଆସିଥିଲା। ଏବେ ପର୍ଯ୍ୟନ୍ତ ଏହି ଭିଡିଓକୁ ୪୨ ମିଲିୟନ୍‌ ଭ୍ୟୁୟର୍ସ ଦେଖି ସାରିଲେଣି। ଯଦିଓ ଏହାପରେ ନେହାଙ୍କର ଆହୁରି କିଛି ଭିଡିଓ ୟୁଟ୍ୟୁବରେ ଆସିଥିଲା ଏହି ଭିଡିଓ କିନ୍ତୁ ତାଙ୍କୁ ରାତାରାତି ଷ୍ଟାର କରିବାରେ ବେଶ୍‌ ସହାୟକ ହୋଇଥିଲା। ଏବେ ନେହା, ତାଙ୍କ ବଡ ଭଉଣୀ ଓ ଭାଇ ସମସ୍ତେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri