ଏହି ଭୂତ କୋଠରୀରେ କିଛି ଘଣ୍ଟା ବିତାଇଲେ ମିଳିବ ୧୪ ଲକ୍ଷ ଟଙ୍କା

ବିଶ୍ୱରେ ଅନେକ ପ୍ରକାଶ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରେ କେହି ଭୂତପ୍ରେତ ଉପରେ ବିଶ୍ୱାସ କରୁଥିଲାବେଳେ ଆଉ କେହି ଏହାକୁ ମନଗଢା କାହାଣୀ କହି ଏଡାଇ ଯାଆନ୍ତି। ଆମେରିକାର ଟେନେସି ସହରରେ ଏମିତି ଏକ ଭୂତ କୋଠରୀ ଅଛି, ଯେଉଁଠିକି ଗଲେ ଆପଣ ଲକ୍ଷପତି ହୋଇଯିବେ। ସମରଟାଉନରେ ଥିବା ଏହି ଭୂତ କୋଠରୀରେ ବିନା ଭୟରେ ୧୦ ଘଣ୍ଟା ବିତାଇଲେ ଆପଣଙ୍କୁ ୧୪ ଲକ୍ଷ ଟଙ୍କା ପୁରସ୍କାର ମିଳିବ। ଏହି ଭୟଙ୍କର ଭୂତ କୋଠରୀର ନାଁ ହେଉଛି ମେକ ମି ମ୍ୟାନର। ଏହି କୋଠରୀର ମାଲିକ ଦାବି କରନ୍ତି ଯେ ବିନା ଭୟରେ ୧୦ ଘଣ୍ଟା ଏହା ମଧ୍ୟରେ ବିତାଇବା ଅସମ୍ଭବ। କୌଣସି ବ୍ୟକ୍ତି ଯଦି ବିନା ଭୟରେ ସାହସର ସହ ୧୦ ଘଣ୍ଟା ଏଠାରେ ରହନ୍ତି, ତାଙ୍କୁ ୧୪ ଲକ୍ଷ ଟଙ୍କାର ପୁରସ୍କାର ଦିଆଯିବ। ଏହି କୋଠରୀର ଭିତରକୁ ପ୍ରବେଶ କରବା ପାଇଁ ଚାହୁଁଥିବା ବ୍ୟକ୍ତିଙ୍କୁ ୪୦ ପେଜର ଏକ ଚୁକ୍ତି ସ୍ବାକ୍ଷର କରିବାକୁ ପଡିଥାଏ। ଏଥିସହ ସେମାନଙ୍କ ବୟସ ୨୧ ବର୍ଷରୁ କମ ହୋଇ ନ ଥିବା ଆବଶ୍ୟକ। କୋଠରୀ ଭିତରକୁ ପ୍ରବେଶ କରୁଥିବା ବ୍ୟକ୍ତିଙ୍କ ସମସ୍ତ ମେଡିକାଲ ପ୍ରମାଣ ପତ୍ର ଦାଖଲ କରିବାକୁ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୯୦ ଦିନର ଫୁଡ୍‌ ଚ୍ୟାଲେଞ୍ଜ

କୋଲକାତା: ସାରା ଦେଶରେ ଏବେ ଲକ୍‌ଡାଉନ୍‌ ପାଇଁ ଦେଶର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି। ଆଗକୁ ହୁଏତ ଖାଦ୍ୟ ସଙ୍କଟ ଦେଖା ଦେଇପାରେ। ତେଣୁ ଏବେଠାରୁ...

ଛେଳିକୁ ଦେଖି ଡରିଗଲା ହାତୀ: ଭିଡିଓ କରିବ ଆଶ୍ଚର୍ଯ୍ୟ

ହାତୀକୁ ପୃଥିବୀର ସବୁଠାରୁ ବଡ ପଶୁ ବୋଲି କୁହାଯାଏ। ଏପରିକି ଜଙ୍ଗଲର ରାଜା ମଧ୍ୟ ତାକୁ ଦେଖି ଥରି ଉଠନ୍ତି। ହାତୀ ଚାହିଁଲେ କିଛି ମିନିଟ...

ସାଉଦି ସହ ସମ୍ପର୍କର ପୁନର୍ବିଚାର କରିବେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୩।୧୦: ସାଉଦି ଆରବ ସହ ଆମେରିକାର ସମ୍ପର୍କ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏ ନେଇ ବାଇଡେନ୍‌ ସରକାର ଦୁଇ ଦେଶର ସମ୍ପର୍କକୁ ନେଇ...

ଡ୍ୟାନ୍ସ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କଲା ଚେନ୍ନାଇ ରେଲଓ୍ବେ ପୋଲିସ

ଚେନାଇ,୯।୫: କେରଳ ପରେ ବର୍ତ୍ତମାନ ଚେନ୍ନାଇ ରେଲଓ୍ବେ ପୋଲିସ ଦେଶର ନାଗରିକ ତଥା ଷ୍ଟେଶନକୁ ଆସୁଥିବା ଯାତ୍ରୀମାନଙ୍କୁ ସଚେତନତା ସଷ୍ଟି କରିବା ପାଇଁ ଡ୍ୟାନ୍ସର ଆୟୋଜନ...

ସିନେଟରଙ୍କ ସ୍ତ୍ରୀଙ୍କୁ ଭୁଲ ମାଗିଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରବିବାର ଆମେରିକାର ହ୍ୟୁଷ୍ଟନଠାରେ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ତେବେ ବିଶ୍ୱରେ ମୋଦିଙ୍କ ଲୋକପ୍ରିୟତା କାହାକୁ ଅଛପା ନାହିଁ। ବ୍ୟବହାର...

ବର୍ଷକୁ ୪୪ ଘଣ୍ଟାର ନିଦ ହରାଉଛି ମଣିଷ, ମହିଳାଙ୍କଠାରେ ସମସ୍ୟା ଅଧିକ…

କୋପେନହେଗେନ୍‌, ୩୧।୫ : ନିକଟରେ ହୋଇଥିବା ଏକ ଅନୁସନ୍ଧାନ ଅନୁଯାୟୀ, ତାପମାତ୍ରା ବୃଦ୍ଧି ସହିତ ଆମର ଶୋଇବା ସମୟ ହ୍ରାସ ପାଉଛି। ରାତିରେ ଉତ୍ତାପ ବୃଦ୍ଧି...

ବିବିସି ଡକ୍ୟୁମେଣ୍ଟାରୀକୁ ବିରୋଧ କଲେ ବ୍ରିଟେନ ସାଂସଦ, କହିଲେ ଏହା ଆମର ମତ ନୁହେଁ…

ଲଣ୍ଡନ,୧୪।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପ୍ରସ୍ତୁତ ହୋଇଥିବା ବିବିସି ଡକ୍ୟୁମେଣ୍ଟାରୀକୁ ବ୍ରିଟେନରେ ବିରୋଧ ଚାଲିଛି। ବର୍ତ୍ତମାନ ବ୍ରିଟିଶ ସାଂସଦ ବବ ବ୍ଲାକମ୍ୟାନ ମଧ୍ୟ...

ଅଢ଼େଇ କୋଟି ଟଙ୍କାର ପେଣ୍ଟିଂକୁ ବିମାନବନ୍ଦରରେ ଭୁଲି ଯାଇଥିଲେ ବ୍ୟବସାୟୀ, ସଫେଇ କର୍ମଚାରୀ ଅଳିଆ ଭାବି…

ଜଣେ ବ୍ୟବସାୟୀ ଜର୍ମାନୀର ବିମାନବନ୍ଦରରେ ଫ୍ରାନ୍ସର ଡାକ୍ତର ୟେଭ ଟୁଙ୍ଗୁଙ୍କ ଏକ ମହଙ୍ଗା ଚିତ୍ର ଭୁଲିଯାଇଥିଲେ। ପରେ ପ୍ରାୟ ୨.୫ କୋଟିର ପେଣ୍ଟିଂ ସହିତ ଯାହା...

Advertisement
Archives

Model This Week