Posted inଫୁରସତ

ଏହି ମନ୍ଦିରରେ ମହିଳା କରନ୍ତି ଭଗବାନଙ୍କ ଶୃଙ୍ଗାର…

ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଉତ୍ତରାଖଣ୍ଡ ଗଡଓ୍ବାଲରେ ଥିବା ମ୍ଫ୍ୟୁଲାନାରାୟଣ ମନ୍ଦିରରେ ପ୍ରଭୁ ନାରାୟଣଙ୍କ ଶୃଙ୍ଗାର ସ୍ଥାନୀୟ ମହିଳାମାନେ କରନ୍ତି। ଚମୋଲୀର ଉର୍ଗମ ଘାଟିରେ ହଜାରେ ଫୁଟ ଉଚ୍ଚରେ ଥିବା ଏହି ମନ୍ଦିର ଅଞ୍ଚଳକୁ କେତେକ କଳ୍ପକ୍ଷେତ୍ର କହିଥାନ୍ତି। ଏଠାରେ ଶ୍ରଦ୍ଧାଳୁଙ୍କ ସମସ୍ତ ମାନସିକ ପୂରଣ ହୋଇଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି। ପ୍ରବଳ ବରଫପାତ ଯୋଗୁ ବର୍ଷସାରା ଏହି ମନ୍ଦିର ବନ୍ଦ ରହିଥାଏ। ଚଳିତ ବର୍ଷ ଜୁଲାଇ ୧୭ରୁ ଏହି ମନ୍ଦିରର ଦ୍ୱାର ଖୋଲା ଯାଇଛି। ପୁଣି ଶୀତ ଦିନରେ ଏହାକୁ ବନ୍ଦ କରିଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲେଇ କାମୁଡିବାରୁ ଚାଲିଗଲା ଯୁବକଙ୍କ ଜୀବନ, ପରେ ପୁଅ ଚିନ୍ତାରେ ଜୀବନ ହାରିଦେଲେ ବାପା

କାନପୁର,୧।୧୨: ବିଲେଇ ପାଳିବା ପଡିଲା ମହଙ୍ଗା। ବିଲେଇ କାମୁଡିବାରୁ କାନପୁର ଦେହାତର ଜଣେ ଯୁବକଙ୍କର ଜୀବନ ଚାଲିଯାଇଛି। ଅକବରପୁର ଅଶୋକ ନଗରର ଅଜେମ ଘରେ ଗୋଟିଏ...

୫ ବର୍ଷ ପୂର୍ବେ ହୋଇଯାଇଥିଲେ ଛାଡ଼ପତ୍ର: ହେଲେ ସ୍ବାମୀଙ୍କ ହୋଇଛି ହୃଦଘାତ, ତା’ପରେ…

ଗାଜିଆବାଦ,୧।୧୨: କୁହାଯାଏ ସ୍ବାମୀ-ସ୍ତ୍ରୀ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ଦୁଇ ଜଣଙ୍କ ଭିତରେ କେବେକେବେ ବୁଝାମଣା ବାଟବଣା ହେଲେ ବି ସମୟ ଆସିଲେ ପରସ୍ପର...

ବିଲେଇଙ୍କ ମଧ୍ୟରେ  ଫଶି ଯାଇଥିଲେ ପକ୍ଷୀ:  ଆଖି ପିଛୁଳାକେ ବଞ୍ଚାଇଲେ ଜୀବନ, ଭିଡିଓ ଦେଖିଲେ..

ପକ୍ଷୀମାନେ ବିପଦ ଆସିଲେ  ସତର୍କ ହୋଇଯାନ୍ତି। ଏହାକୁ ଅଧିକ ସାହାସର ସହିତ ସାମ୍ନା କରନ୍ତି। ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି।  ଯେଉଁଥିରେ...

ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସରେ ହସ୍ପିଟାଲ ଯାଉଛି ମାଛ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୧୨: ଆମ୍ବୁଲାନ୍ସକୁ ଜରୁରୀକାଳୀନ ସେବା ପାଇଁ ନିୟୋଜିତ କରାଯାଇଥାଏ। ଗୁରୁତର ଅବସ୍ଥାରେ ଥିବା ରୋଗୀଙ୍କୁ ଯଥାଶୀଘ୍ର ହସ୍ପିଟାଲ ପହଞ୍ଚାଇବା କାମ ଆମ୍ବୁଲାନ୍ସ କରିଥାଏ। ତେବେ ରୋଗୀ...

୬୨ବର୍ଷ ପରେ ଜାଣିଲେ ଦେଶର ନାଗରିକ ନୁହଁନ୍ତି, ଏବେ କୋର୍ଟ ଧାଉଁଛନ୍ତି ଡାକ୍ତର…

ଓ୍ବାଶିଂଟନ୍‌,୧।୧୨: ଆମେରିକାର ଉତ୍ତର ଭର୍ଜିନିଆରେ ଆଶ୍ଚର୍ଯ୍ୟ କରିଦେବା ଘଟଣା ସାମ୍ନାକୁ ଆସିଛି। ଏଠାରେ ରହୁଥିବା ଜଣେ ଡାକ୍ତର ଦୀର୍ଘ ୬୨ବର୍ଷ ପରେ ଦେଶର ନାଗରିକ ନୁହଁନ୍ତି...

ରାସ୍ତା କଡରେ ବର୍ଷ ବର୍ଷ ଧରି ବନ୍ଦ ଥିବା ଘର ଖୋଲିବାରୁ ଶୁଭିଲା ଏମିତି ଶବ୍ଦ, ଲୋକେ ଆଶ୍ଚର୍ଯ୍ୟ

ଲଣ୍ଡନ: ଆଜିକାଲି, ଅନେକ ସହରୀ ଅନୁସନ୍ଧାନକାରୀ ସୋସିଆଲ ମିଡିଆରେ ସେମାନଙ୍କର କାହାଣୀ ଶେୟାର କରୁଛନ୍ତି। ଏହି ଲୋକମାନେ ଏପରି ସ୍ଥାନକୁ ଯାଆନ୍ତି ଯେଉଁଠାରେ ଅନେକ ବର୍ଷ...

ବିବାହ ଦିନ ବରକୁ ହେଲା ଡେଙ୍ଗୁ, ବିନା ବ୍ୟାଣ୍ଡ ବାଜାରେ ହସ୍ପିଟାଲରେ ହେଲା ବିବାହ

ସମସ୍ତେ ବଡ ଆଡମ୍ବନା ସହିତ ବିବାହ କରିବାର ସ୍ବପ୍ନ ଦେଖନ୍ତି। କିନ୍ତୁ ବେଳେବେଳେ ଏଭଳି କିଛି ଘଟେ ଯେଉଁଥିପାଇଁ ସମସ୍ତ ଆଶା ମଧ୍ୟ ମରିଯାଏ। ଆଜିକାଲି...

ଏହି ଦେଶରେ ସର୍ବପ୍ରଥମେ ହୋଇଥିଲା ଏକଜିଟ ପୋଲ, ଫଳାଫଳ ଏତେ ସଠିକ ଯେ ସମସ୍ତେ ହୋଇଥିଲେ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ବର୍ତ୍ତମାନ ଦେଶର ୫ଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନକୁ ନେଇ ଏକଜିଟ ପୋଲ ସମଗ୍ର ଦେଶରେ ଆଲୋଚନାର କେନ୍ଦ୍ର ପାଲଟିଛି। ସମସ୍ତେ ଏ ବିଷୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri