Posted inଫୁରସତ

ଏହି ମନ୍ଦିରରେ ମହିଳା କରନ୍ତି ଭଗବାନଙ୍କ ଶୃଙ୍ଗାର…

ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଉତ୍ତରାଖଣ୍ଡ ଗଡଓ୍ବାଲରେ ଥିବା ମ୍ଫ୍ୟୁଲାନାରାୟଣ ମନ୍ଦିରରେ ପ୍ରଭୁ ନାରାୟଣଙ୍କ ଶୃଙ୍ଗାର ସ୍ଥାନୀୟ ମହିଳାମାନେ କରନ୍ତି। ଚମୋଲୀର ଉର୍ଗମ ଘାଟିରେ ହଜାରେ ଫୁଟ ଉଚ୍ଚରେ ଥିବା ଏହି ମନ୍ଦିର ଅଞ୍ଚଳକୁ କେତେକ କଳ୍ପକ୍ଷେତ୍ର କହିଥାନ୍ତି। ଏଠାରେ ଶ୍ରଦ୍ଧାଳୁଙ୍କ ସମସ୍ତ ମାନସିକ ପୂରଣ ହୋଇଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି। ପ୍ରବଳ ବରଫପାତ ଯୋଗୁ ବର୍ଷସାରା ଏହି ମନ୍ଦିର ବନ୍ଦ ରହିଥାଏ। ଚଳିତ ବର୍ଷ ଜୁଲାଇ ୧୭ରୁ ଏହି ମନ୍ଦିରର ଦ୍ୱାର ଖୋଲା ଯାଇଛି। ପୁଣି ଶୀତ ଦିନରେ ଏହାକୁ ବନ୍ଦ କରିଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟାଙ୍କ ପାଦ ଛୁଇଁଲେ ବର: କହିଲେ ହୃଦୟସ୍ପର୍ଶୀ କଥା

ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ପରେ କନ୍ୟା ବରଙ୍କ ପାଦ ଛୁଇଁଥା’ନ୍ତି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି।...

ଚାଷୀ ଗୀତ ଗାଇଲେ ବର୍ଷା ହୁଏ

ଜୟପୁର, ୨୩।୮: ରାଜସ୍ଥାନରେ ବର୍ଷାଭାବ ବେଳେ ଚାଷୀ ହାତରେ ଛତା ଧରି ବିଲକୁ ଯାଇ ରାଗ ମେଘ ମଲ୍ଲାର ଗୀତ ଗାଇଲେ ବର୍ଷା ହୋଇଥାଏ। ଏକଥା...

କରୋନାକୁ ଭୟ ନ କରି ପାଖାପାଖି ୩ ମାସ ମଧ୍ୟରେ ୪୭୦ ମୃତଦେହର ସଂସ୍କାର କରି ସାରିଲେଣି ଏମାନେ

ନୂଆଦିଲ୍ଲୀ,୧୬।୭: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଏବେ ସବୁଠାରୁ ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣରେ ଯେଉଁମାନଙ୍କର...

ଏଠାରେ ୬୯ ଦିନ ବୁଡ଼ନ୍ତିନି ସୂର୍ଯ୍ୟ : ଶୀତଋତୁରେ ୯୦ ଦିନ ହୁଏ ଅନ୍ଧାର

ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି ଯେଉଁଠି ବର୍ଷରେ ୬୯ ଦିନ ସୂର୍ଯ୍ୟ ବୁଡ଼ନ୍ତିନି। ଅବିଶ୍ୱାସ ଲାଗୁଥିଲେ ମଧ୍ୟ ସତ। ଏମିତି ଦୃଶ୍ୟ ଦେଖିବାକୁ ମିଳେ...

ଆଖିରେ ପଟି ବାନ୍ଧି ୧୬ କିମି ସ୍କେଟିଂ କଲେ ଏହି କୁନି ବାଳକ

ଲୁଧିଆନା ଜିଲାର ପ୍ରଣବ ନାମକ ଜଣେ ୬ ବର୍ଷର ବାଳକ ଆଖିରେ ପଟି ବାନ୍ଧି ୧ ଘଣ୍ଟା ୧୬ ମିନିଟ୍‌ରେ ୧୬ କିଲୋମିଟର ସ୍କେଟିଂ କରି...

ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ହୋଇଥାଏ ଜାଣନ୍ତୁ

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି...

ଜାତୀୟ ପରିସଂଖ୍ୟାନ ଦିବସ: ବିକାଶରେ ପରିସଂଖ୍ୟାନର ଭୂମିକା ଉଲ୍ଲେଖନୀୟ

ପ୍ରତିବର୍ଷ ଜୁନ୍‌ ୨୯ରେ ଜାତୀୟ ପରିସଂଖ୍ୟାନ ଦିବସ ପାଳନ କରାଯାଏ। ପରିସଂଖ୍ୟାନ କ୍ଷେତ୍ରରେ ପ୍ରଫେସର ପ୍ରଶାନ୍ତ ଚନ୍ଦ୍ର ମହାଲନୋବିସଙ୍କ ମହତ୍ତ୍ୱପୂର୍ଣ୍ଣ ଯୋଗଦାନକୁ ଏହି ଦିବସରେ ସ୍ମରଣ...

ହିମ ପାହାଡ଼ ତରଳିଲେ ଭୟଙ୍କର ସଙ୍କଟ

ଓ୍ବାଶିଂଟନ: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ...

Advertisement


Archives

Model This Week