ଏହି ମହିଳାଙ୍କ ଆଖିରୁ ଲୁହ ବଦଳରେ ବାହାରୁଛି କ୍ରିଷ୍ଟାଲ

ୟେରେଭାନ୍‌,୨୪।୯:ଆର୍ମେନିଆର ସ୍ପେଣ୍ଡରିଆନରେ ବାସ କରୁଥିବା ଜଣେ ମହିଳାଙ୍କ ଆଖିରୁ ପ୍ରତିଦିନ ଲୁହ ବଦଳରେ ୫୦ଟି କ୍ରିଷ୍ଟାଲ(ସ୍ପଟିକ) ବାହାରୁଛି। ଡାକ୍ତର ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେଟନିକ୍‌ କାଜର଼୍ୟାନ୍‌ ନାମକ ଏହି ମହିଳା ଜଣଙ୍କୁ କେଉଁ ରୋଗ ହୋଇଛି ତାହାର ସନ୍ଧାନରେ ଲାଗିପଡିଛନ୍ତି ଡାକ୍ତର। ଉକ୍ତ ମହିଳାଙ୍କ ଆଖିରୁ ବାହାରୁଥିବା କ୍ରିଷ୍ଟାଲ କେଉଁଥିରେ ପ୍ରସ୍ତୁତ ହୋଇଛି ତାହା ପରୀକ୍ଷା ପାଇଁ ପଠାଯାଇଛି। ସେଟନିକ୍‌ ନିଜ ରୋଗକୁ ନେଇ ବେଶ୍‌ ଚିନ୍ତିତ ଅଛନ୍ତି। ଏକ ଗରିବ ପରିବାରରୁ ଆସିଥିବାରୁ ଚିକିତ୍ସା କରିବା ତାଙ୍କ ପକ୍ଷେ ସମ୍ଭବ ନୁହେଁ। କିଛି ଦିନ ତଳେ ଦନ୍ତ ଚିକିତ୍ସିକଙ୍କ ପାଖକୁ ଯାଇଥିବାବେଳେ ଆଖିରେ ଧୂଳି ପଡିବା ଭଳି ଲାଗିଥିଲା। ଆଖିରୁ କ୍ରିଷ୍ଟାଲ ବାହାରିବାରୁ ଚକ୍ଷୁ ବିଶେଷଜ୍ଞଙ୍କ ପାଖକୁ ଯାଇଥିଲି। କିନ୍ତୁ କୌଣସି ସୁଫଳ ମିଳିନାହିଁ। ଆଗ ଅପେକ୍ଷା ଆଖିରୁ ଅଧିକ କ୍ରିଷ୍ଟାଲ ବାହାରୁଥିବା ସେଟନିକ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri