Posted inଖେଳ

ଏହି ମହିଳା ହେଲେ କ୍ରିକେଟ ଆସୋସିଏଶନ୍‌ର ପ୍ରଥମ ସଭାପତି

ଚେନ୍ନାଇ,୨୧।୯: ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନସିଏ)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ସାଇ ଗୁରୁନାଥ। ଟିଏନସିଏର ୮୭ତମ ବାର୍ଷିକ ସାଧାରଣ ବୈଠକରେ ରୂପାଙ୍କୁ ସଭାପତି ଭାବେ ଚୟନ କରାଯାଇଛି। ଫଳରେ ରାଜ୍ୟ କ୍ରିକେଟ ଆସୋସିଏଶନର ପ୍ରଥମ ମହିଳା ସଭାପତି ହେବାର କୃତିତ୍ୱ ଅର୍ଜନ କରିଛନ୍ତି। ରୂପା ହେଉଛନ୍ତି ଆଇପିଏଲ ସ୍ପଟ ଫିକ୍ସିଂରେ ଦୋଷୀ ସାବ୍ୟସ୍ତ ହୋଇଥିବା ମୟାପ୍ପନଙ୍କ ସ୍ତ୍ରୀ ଏବଂ ଆଇସିସିର ପୂର୍ବତନ ଅଧ୍ୟକ୍ଷ ଏନ୍‌.ଶ୍ରନିବାସନଙ୍କ ଝିଅ। କ୍ଲବ ପ୍ରତିନିଧିମାନେ ଶ୍ରୀନିବାସଙ୍କ ଝିଅ ରୂପା ଗୁରୁନାଥଙ୍କ ସପକ୍ଷରେ ଯୁକ୍ତି ବାଢିଥିଲେ। ସୂଚନାଯୋଗ୍ୟ, ଟିଏନସିଏ କର୍ମକର୍ତ୍ତା ଓ କ୍ଲବମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରୂପାଙ୍କ ନାମକୁ ସଭାପତି ପାଇଁ ସୁପାରିସ କରି ଶ୍ରୀନିବାସଙ୍କ ରାଜୁତି ଜାରି ରଖିବା ଲାଗି ନିଷ୍ପତ୍ତି ହୋଇଛି। ତେବେ ରୂପା ଇଣ୍ଡିଆ ସିମେଣ୍ଟର ଡାଇରେକ୍ଟର ଭାବେ କାର୍ଯ୍ୟ କରିଛନ୍ତି। କ୍ରିକେଟ ପ୍ରଶାସନିକ କାର୍ଯ୍ୟରେ ସେ ସମ୍ପୂର୍ଣ୍ଣ ନୂଆ।


Enter your email to get our daily news in your inbox.

All Right Reserved By Dharitri.Com

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri