ଏହି ଯୋଗାସନ ଦୂର କରେ ଅନେକ ରୋଗ

ପ୍ରତିଦିନ ପୌଷ୍ଟିକ ଆହାର ସହିତ ଯୋଗାଭ୍ୟାସ କଲେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଯୋଗାସନ କରିବା ଦ୍ୱାରା ମସ୍ତିଷ୍କରେ ରକ୍ତ ସଂଚାଳନ ଠିକ୍‌ ଭାବରେ ହୋଇଥାଏ। ତେବେ ଯେ କୌଣସି ଯୋଗାସନ କରିବା ପୂର୍ବରୁ ଯୋଗ ବିଶେଷଜ୍ଞଙ୍କ ପରାମର୍ଶ ନେବାରୁ ଜରୁରୀ। ଅନେକ ଯୋଗାସନ ରହିଛି ମାତ୍ର ହସ୍ତପାଦାସନ କଲେ କେଉଁ ରୋଗରୁ ମୁକ୍ତି ମିଳିଥାଏ ଆସନ୍ତୁ ଜାଣିବା…

କେମିତି କରିବେ ଏହି ଆସନ :
ସିଧା ଠିଆ ହୋଇ ଧୀରେ ତଳକୁ ନଇଁ ଆଣ୍ଠୁ ପାଖରେ ମୁହଁ ରଖି ଦୁଇହାତରେ ଦୁଇପାଦକୁ ଧରନ୍ତୁ। ଏପରି ପ୍ରତିଦିନ ୫/୬ଥର କରନ୍ତୁ।

ହସ୍ତପାଦାସନ :
ଏହି ଆସନ କଲେ ମେଦବହୁଳତା ନିିୟନ୍ତ୍ରଣରେ ରହିବା ସହିତ ପାଚନ ତନ୍ତ୍ର ସଠିକ୍‌ ଭାବେ କାର୍ଯ୍ୟ କରିଥାଏ। ହାଡ଼ ଏବଂ ମାଂସପେଶୀ ମଧ୍ୟ ମଜଭୁତ ହୋଇଥାଏ। ହସ୍ତପାଦାସନ କରିବା ଦ୍ୱାରା ତ୍ୱଚାରେ ଚମକ ଆସିଥାଏ। ପ୍ରତିଦିନ ୫/୬ଥର ହସ୍ତପାଦାସନ ଅଭ୍ୟାସ କଲେ ସ୍ପାଇନ୍‌, ହାର୍ଣ୍ଣିଆ, ହୃଦ୍‌ରୋଗ, ଉଚ୍ଚ ରକ୍ତଚାପ, ଅର୍ଶ ଆଦି ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri