ଏହି ଯୋଗାସନ ଦୂର କରେ ଅନେକ ରୋଗ

ପ୍ରତିଦିନ ପୌଷ୍ଟିକ ଆହାର ସହିତ ଯୋଗାଭ୍ୟାସ କଲେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଯୋଗାସନ କରିବା ଦ୍ୱାରା ମସ୍ତିଷ୍କରେ ରକ୍ତ ସଂଚାଳନ ଠିକ୍‌ ଭାବରେ ହୋଇଥାଏ। ତେବେ ଯେ କୌଣସି ଯୋଗାସନ କରିବା ପୂର୍ବରୁ ଯୋଗ ବିଶେଷଜ୍ଞଙ୍କ ପରାମର୍ଶ ନେବାରୁ ଜରୁରୀ। ଅନେକ ଯୋଗାସନ ରହିଛି ମାତ୍ର ହସ୍ତପାଦାସନ କଲେ କେଉଁ ରୋଗରୁ ମୁକ୍ତି ମିଳିଥାଏ ଆସନ୍ତୁ ଜାଣିବା…

କେମିତି କରିବେ ଏହି ଆସନ :
ସିଧା ଠିଆ ହୋଇ ଧୀରେ ତଳକୁ ନଇଁ ଆଣ୍ଠୁ ପାଖରେ ମୁହଁ ରଖି ଦୁଇହାତରେ ଦୁଇପାଦକୁ ଧରନ୍ତୁ। ଏପରି ପ୍ରତିଦିନ ୫/୬ଥର କରନ୍ତୁ।

ହସ୍ତପାଦାସନ :
ଏହି ଆସନ କଲେ ମେଦବହୁଳତା ନିିୟନ୍ତ୍ରଣରେ ରହିବା ସହିତ ପାଚନ ତନ୍ତ୍ର ସଠିକ୍‌ ଭାବେ କାର୍ଯ୍ୟ କରିଥାଏ। ହାଡ଼ ଏବଂ ମାଂସପେଶୀ ମଧ୍ୟ ମଜଭୁତ ହୋଇଥାଏ। ହସ୍ତପାଦାସନ କରିବା ଦ୍ୱାରା ତ୍ୱଚାରେ ଚମକ ଆସିଥାଏ। ପ୍ରତିଦିନ ୫/୬ଥର ହସ୍ତପାଦାସନ ଅଭ୍ୟାସ କଲେ ସ୍ପାଇନ୍‌, ହାର୍ଣ୍ଣିଆ, ହୃଦ୍‌ରୋଗ, ଉଚ୍ଚ ରକ୍ତଚାପ, ଅର୍ଶ ଆଦି ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧନ ସଞ୍ଚୟ, ବୃଦ୍ଧି ପାଇଁ ଆପଣାନ୍ତୁ ଏହି ଉପାୟ

ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ ଧନ ସମ୍ବନ୍ଧରେ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାର ଅନୁସରଣ କରିବା ଦ୍ୱାରା ଜୀବନ ସମୃଦ୍ଧ ଏବଂ ଉଲ୍ଲାସପୂର୍ଣ୍ଣ...

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

କଞ୍ଚା ପନିର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ପନିରରେ ଓମେଗା-୩ ଏସିଡ୍‌ ରହିଥାଏ। ଏହା ରକ୍ତ ଶର୍କରାସ୍ତରକୁ ସନ୍ତୁଳିତ କରେ। ଏଥିରେ ପ୍ରଚୁର ପରିମାଣରେ କ୍ୟାଲସିୟମ...

ନିଶା ସେବନ କରୁଥିଲେ

ବର୍ତ୍ତମାନ କେତେକ ମହିଳା ମଡର୍ନ ଲାଇଫ୍‌ଷ୍ଟାଇଲ୍‌ ଆଳରେ ନିଶା ସେବନ ଓ ଧୂମପାନ ଭଳି ବଦଭ୍ୟାସକୁ ଆପଣେଇ ନେଉଥିବା ଦେଖିବାକୁ ମିଳୁଛି। ହେଲେ ଏହା ଯେ...

ଉଚ୍ଚ ରକ୍ତଚାପ ଦୂର କରେ ସଙ୍ଗୀତ

ଉଚ୍ଚ ରକ୍ତଚାପ ବା ହାଇପର୍‌ ଟେନସନ୍‌ ଏକ ଗମ୍ଭୀର ରୋଗ। ରକ୍ତଚାପ ବୃଦ୍ଧି ହେଲେ ହୃଦ୍‌ରୋଗ, କିଡ୍‌ନୀ ସମ୍ଯଯା, ଷ୍ଟ୍ରୋକ୍‌ ଏବଂ ଅନେକ ଗମ୍ଭୀର ରୋଗର...

ଗୋଟିଏ ବିଛଣା ଅଧିକ ଦିନଧରି ବ୍ୟବହାର କରୁଥିଲେ..

ଅନେକ ଲୋକ ଅଛନ୍ତି ସେମାନଙ୍କ ଶରୀରରେ କୌଣସି ରୋଗ ନ ଥିଲେ ବି ବାରମ୍ବାର ଆଲର୍ଜି, ସଂକ୍ରମଣ, କାଶ ଏବଂ ଜ୍ୱରରେ ପୀଡ଼ିତ ହୋଇଥାନ୍ତି। ଯେତେ...

ସକାଳେ ଗ୍ଲାସେ ଉଷୁମ ପାଣି…

ସକାଳୁ ଖାଲି ପେଟରେ ଗ୍ଲାସେ ଉଷୁମ ପାଣି ପିିଇଲେ ଅନେକ ସୁଫଳ ମିଳିଥାଏ। ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍‌ଫୁସ୍‌ରେ ଜମିଥିବା କଫ...

ପନିର ଲେଟ୍‌ମିକାଏ

ପନିର ଲେଟ୍‌ମିକାଏ ସ୍ନାକ୍ସ ଆଇଟମ୍‌ ଭେଜିଟେରିଆନଙ୍କର ଅଧିକ ପସନ୍ଦ। କ୍ରିସ୍‌ପି ଲାଗୁଥିବା ଏହି ପକୋଡାଟି ଚିଲି ଓ ଟମାଟୋ ଦୁଇଟି ଯାକ ସସ୍‌ରେ ଖାଇହେବ। ସଫ୍ଟ...

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ମୂଳା

ବାଡିବଗିଚାରେ ଅତିସହଜରେ ମିଳୁଥିବା ମୂଳାରେ ଭରପୂର ଔଷଧୀୟ ଗୁଣ ରହିଛି। ରକ୍ତଚାପଠାରୁ ଆରମ୍ଭ କରି ଡାଇବେଟିସ ପର୍ଯ୍ୟନ୍ତ ରୋଗର ମହୋଷଧୀ ଏହି ମୂଳାରେ ହିଁ ରହିଛି।...


Coronavirus Update

Archives

Model This Week

Why Dharitri