ଏହି ରୋଗୀଙ୍କ ପାଇଁ କ୍ଷତିକାରକ ପଣସ

ଅଧିକାଂଶ ଲୋକଙ୍କୁ ପଣସ ଖାଇବାକୁ ଭଲ ଲାଗିଥାଏ। ତାହା ପାଚିଲା ହେଉ ଅବା କଞ୍ଚା। ପଣସ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ଏଥିରେ ବହୁ ପ୍ରକାରର ପୋଷକ ତତ୍ତ୍ୱ ଭରପୂର ମାତ୍ରାରେ ରହିଛି। ହେଲେ ଅତ୍ୟଧିକ ପଣସ ଶରୀର ପାଇଁ କ୍ଷତିକାରକ। ଏମିତି କିଛି ରୋଗ ରହିଛି, ଯେଉଁଥିରେ ପଣସ ଖାଇବା କ୍ଷତିକାରକ ହୋଇଥାଏ। ଜାଣିବା କେଉଁ ରୋଗୀଙ୍କୁ ପଣସ ବାରଣ:

ଅନ୍ତଃସତ୍ତ୍ୱା ମହିଳାଙ୍କ ପାଇଁ କ୍ଷତିକାରକ: ଗର୍ଭବତୀ ମହିଳାଙ୍କ ପାଇଁ ପଣସ ହାନିକାରକ। ଏଥିରେ ରହିଥିବା ଅଦ୍ରବଣୀୟ ଫାଇବର ମା’ ଏବଂ ଶିଶୁ ପାଇଁ ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ। ଏହା ଦ୍ୱାରା ଗର୍ଭପାତ ହେବାର ମଧ୍ୟ ସମ୍ଭାବନା ରହିଥାଏ। ଏଥିସହ ବ୍ରେଷ୍ଟ ଫିଡିଂ କରାଉଥିବା ମହିଳାଙ୍କ ପାଇଁ ମଧ୍ୟ ପଣସ କ୍ଷତିକାରକ।

ପେଟ ସମସ୍ୟା: ଆବଶ୍ୟକତାଠାରୁ ଅଧିକ ପଣସ ଖାଇବା ଦ୍ୱାରା ପେଟ ସମସ୍ୟା ଦେଖାଦେଇଥାଏ। ଖାଦ୍ୟ ଠିକ୍‌ ଭାବେ ହଜମ ନ ହେବା ସହିତ କୋଷ୍ଠକାଠିନ୍ୟ, ଏସିଡିଟି ପରି ଅନେକ ସମସ୍ୟା ହେବାର ଆଶଙ୍କା ବଢ଼ି ଯାଇଥାଏ।

ବ୍ଲଡ୍‌ ସମ୍ବନ୍ଧୀୟ ସମସ୍ୟା: ବ୍ଲଡ୍‌ ସମ୍ବନ୍ଧୀୟ ସମସ୍ୟା ରହିଥିବା ବ୍ୟକ୍ତିମାନଙ୍କ ପାଇଁ ପଣସ କ୍ଷତିକାରକ।

ମଧୁମେହ: ପଣସ ଖାଇବା ଦ୍ୱାରା ରକ୍ତରେ ଗ୍ଲୁକୋଜର ସ୍ତର ପ୍ରଭାବିତ ହୋଇଥାଏ। ଏଣୁ ମଧୁମେହ ରୋଗୀଙ୍କ ପାଇଁ ହାନିକାରକ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri