ଏହି ଶାଗ ଖାଆନ୍ତୁ ଉଚ୍ଚ ରକ୍ତଚାପରୁ ଦୂରେଇ ରୁହନ୍ତୁ…

ସଜନା ଶାଗରେ ଅନେକ ଉପକାରୀ ପୋଷକତତ୍ତ୍ୱ ରହିଛି । ସପ୍ତାହରେ ୨-୩ଥର ସଜନା ଶାଗ ଭଜା ଖାଇଲେ ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିବା ସହିତ ଉଚ୍ଚରକ୍ତଚାପ ସମସ୍ୟା ଦୂର କରେ। ସେହି ପ୍ରତିଦିନ ସକାଳେ ସଜନା ପତ୍ର ରସ ୨ ଚାମୁଚ ପିଇଲେ ଅଶେଷ ଉପକାର ହୋଇଥାଏ। ଏଥିରେ ଭିଟାମିନ ବି୧, ବି୩, ବି୯ ଏବଂ ସି ରହିଥାଏ । ଏହା ସହିତ ଏଥିରେ ଆଇରନ, କ୍ୟାଲସିୟମ ଏବଂ ଫସଫରସ ରହିଛି। ସଜନା ଶାଗ ଭଜା ଖାଇଲେ ହାର୍ଟ ଆଟାକ୍‌ ଆଶଙ୍କା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ରହିଛି। ଏହା ଗର୍ଭବତୀଙ୍କ କ୍ଷୀର ସମସ୍ୟା ଦୂର କରିଥାଏ। ସେହିପରି ନପୁଂଷକତା କ୍ଷେତ୍ରରେ ଏହା ମହୌଷଧୀ ଭଳି କାମ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

କୁମ୍ଭ ରାଶିରେ ସୃଷ୍ଟି ହେବ ଚତୁର୍ଗ୍ରହୀ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଟଙ୍କା!

୧୬ ମାର୍ଚ୍ଚ ସନ୍ଧ୍ୟାରେ କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେବ । ରାହୁ, ମଙ୍ଗଳ ଏବଂ ବୁଧ ଗ୍ରହ କୁମ୍ଭ ରାଶିରେ ପୂର୍ବରୁ ଅବସ୍ଥିତ ରହିଛନ୍ତି…

ନବରାତ୍ରୀ ପୂର୍ବରୁ ସୃଷ୍ଟି ହେଉଛି ରାଜଯୋଗ, ମେଷ-ମିଥୁନ ସମେତ ଏହି ରାଶିର ବ୍ୟକ୍ତି ହେବେ ମାଲାମାଲ୍!

ରାଜଯୋଗ ଏବଂ ଧନ ଯୋଗର ଗ୍ରହ ସୂର୍ଯ୍ୟ, ଏହି ମାସର ୧୫ ତାରିଖରେ ନିଜର ରାଶି ପରିବର୍ତ୍ତନ କରିବେ। ପ୍ରାୟ ୧ଟା୦୮ ସମୟରେ, ସୂର୍ଯ୍ୟ କୁମ୍ଭ ରାଶିରୁ…

ମାର୍ଚ୍ଚ ୨୧ରୁ ଏହି ୭ ରାଶିର ବ୍ୟକ୍ତି ହୋଇଯିବେ ମାଲାମାଲ: ବୁଧ ଗ୍ରହ….

ପ୍ରତି ମାସରେ ବ୍ରହ୍ମାଣ୍ଡରେ ଗ୍ରହ ପରିବର୍ତ୍ତନ ଘଟେ, ଯାହା ଲୋକଙ୍କ ଜୀବନକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପ୍ରଭାବିତ କରେ। ଯେଉଁମାନେ ଜ୍ୟୋତିଷ ଶାସ୍ତ୍ରରେ ବିଶ୍ୱାସ କରନ୍ତି, ସେମାନେ ଏହି…

ଖରାଦିନେ ଫ୍ରିଜରେ ଥିବା ଥଣ୍ଡା ପାଣି ପିଉଛନ୍ତି କି? ଜାଣନ୍ତୁ ଶରୀର ଉପରେ କେଉଁ ପ୍ରଭାବ ପଡେ

ଗ୍ରୀଷ୍ମ ଋତୁରେ ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ପାଇଁ ସମସ୍ତେ ଇଚ୍ଛା ପ୍ରକାଶ କରିଥାନ୍ତି । କିନ୍ତୁ ଏହା ଶରୀର ଉପରେ ସକରାତ୍ମକ ବଦଳରେ ନକାରାତ୍ମକ…

ଶତଭିଷା ନକ୍ଷତ୍ରକୁ ଗୋଚର କଲେ ବୁଧ, ଏହି ୩ ରାଶିର ବଦଳିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ଏବଂ ବୁଦ୍ଧିର କାରକ ଭାବରେ ବିବେଚିତ ବୁଧ ଗ୍ରହ ଆଜି ନିଜର ପକ୍ଷ ପରିବର୍ତ୍ତନ କରିଛନ୍ତି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ,…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ହେଲେ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିବା ନିହାତି ଦରକାର। ନ ହେଲେ ଆମ ଶରୀର ଅଧିକାଂଶ ସମୟ ରୋଗାକ୍ରାନ୍ତ ରହିବାର ଆଶଙ୍କା ରହିଛି। ତେବେ…

ଯନ୍ତ୍ରଣା-ରଶ୍ମି

ଭଙ୍ଗାରୁଜା, ଜଳାପୋଡ଼ା କିମ୍ବା ଅନ୍ୟାନ୍ୟ ବିଶୃଙ୍ଖଳା ସୃଷ୍ଟି କରିବା ଉଦ୍ଦେଶ୍ୟରେ ମାଡ଼ି ଆସୁଥିବା ଜନତାଙ୍କୁ ନିୟନ୍ତ୍ରଣ କରିବା ପାଇଁ ଆଜି ପ୍ରଶାସନ ନିକଟରେ ଯେଉଁ କେତୋଟି ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri