ଏହି ଶାଗ ଖାଆନ୍ତୁ ଉଚ୍ଚ ରକ୍ତଚାପରୁ ଦୂରେଇ ରୁହନ୍ତୁ…

ସଜନା ଶାଗରେ ଅନେକ ଉପକାରୀ ପୋଷକତତ୍ତ୍ୱ ରହିଛି । ସପ୍ତାହରେ ୨-୩ଥର ସଜନା ଶାଗ ଭଜା ଖାଇଲେ ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିବା ସହିତ ଉଚ୍ଚରକ୍ତଚାପ ସମସ୍ୟା ଦୂର କରେ। ସେହି ପ୍ରତିଦିନ ସକାଳେ ସଜନା ପତ୍ର ରସ ୨ ଚାମୁଚ ପିଇଲେ ଅଶେଷ ଉପକାର ହୋଇଥାଏ। ଏଥିରେ ଭିଟାମିନ ବି୧, ବି୩, ବି୯ ଏବଂ ସି ରହିଥାଏ । ଏହା ସହିତ ଏଥିରେ ଆଇରନ, କ୍ୟାଲସିୟମ ଏବଂ ଫସଫରସ ରହିଛି। ସଜନା ଶାଗ ଭଜା ଖାଇଲେ ହାର୍ଟ ଆଟାକ୍‌ ଆଶଙ୍କା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ରହିଛି। ଏହା ଗର୍ଭବତୀଙ୍କ କ୍ଷୀର ସମସ୍ୟା ଦୂର କରିଥାଏ। ସେହିପରି ନପୁଂଷକତା କ୍ଷେତ୍ରରେ ଏହା ମହୌଷଧୀ ଭଳି କାମ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଟଙ୍କାରେ ସିଲେଇ ମେଶିନ କିଣା ହୋଇଥିଲା

କଟକରେ ମୋର ଜନ୍ମ ହୋଇଥିଲେ ହେଁ ମା’ ଯେହେତୁ ଶିକ୍ଷୟିତ୍ରୀ ଥିଲେ ତେଣୁ ମୋ ପାଠପଢ଼ା ବିଭିନ୍ନ ସ୍ଥାନରେ ହୋଇଥିଲା। ତେବେ ସୁନ୍ଦରଗଡ଼ ସେଣ୍ଟ ମେରି...

କୋଲେଷ୍ଟରଲ କମାଇବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…

ସକାଳେ ନିତ୍ୟକର୍ମ ସାରି ଡାଲଚିନି ଚା‘ ପିଇଲେ ଏହା ଶରୀର ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବା ସହିତ...

ଇୟରିଂ ଫ୍ୟାଶନ

ଏବେ କୌଣସି ପାର୍ଟି ହେଉ କି ଫଙ୍କସନ୍‌, ସବୁଥିରେ ମହିଳାମାନେ ବିଭିନ୍ନ ପ୍ରକାର ଆସେସରିଜ୍‌ ପିନ୍ଧିବାକୁ ପସନ୍ଦ କରନ୍ତି। ଏହି ଆସେସରିଜ୍‌ରେ ଇୟର ରିଂକୁ ନିଆଯାଇପାରେ।...

ସୋଲୋ ଟ୍ରାଭେଲିଂ

ଲଙ୍ଗ୍‌ ଡ୍ରାଇଭ୍‌ର ମଜା ନେବା ପାଇଁ ହେଉ ଅବା ଜରୁରୀ କାମ, ଅନେକ ସମୟରେ ସୋଲୋ ଟ୍ରାଭେଲିଂରେ ବାହାରନ୍ତି ମହିଳା। ହେଲେ ଯିବା ପୂର୍ବରୁ ସବୁ...

ହୃଦ୍‌ରୋଗୀଙ୍କୁ ସୁସ୍ଥ ରଖେ ସଙ୍ଗୀତ

ଲଣ୍ଡନ: ଦିନକୁ ୧ ଘଣ୍ଟା ସଙ୍ଗୀତ ଶୁଣିଲେ ହାର୍ଟ ପାଇଁ ବହୁତ ଭଲ। ସର୍ବିୟାର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି ଏହା କହିଛନ୍ତ। ସଙ୍ଗୀତ...

ଜାଣନ୍ତି ମା’ ଲକ୍ଷ୍ମୀଙ୍କ ଭାଇ କିଏ? ଯାହାଙ୍କ ବିନା ସମସ୍ତ ପୂଜା ରହିଥାଏ ଅଧା…

ଦୀପାବଳିରେ ମା’ ଲକ୍ଷ୍ମୀଙ୍କ ପୂଜା କରାଯାଇଥାଏ। କୁହାଯାଏ ଦୀପାବଳି ଦିନ ରାତିରେ ସମସ୍ତଙ୍କ ଘରେ ଲକ୍ଷ୍ମୀ ବାସ କରିବା ସହ ଅନ୍ନ-ଧନରେ ଭଣ୍ଡାର ଭରି ଦିଅନ୍ତି।...

ହାର୍ଟ ବିଟ୍‌କୁ ପ୍ରଭାବିତ କରୁଛି କରୋନା ଭୂତାଣୁ…

ନୂଆଦିଲ୍ଲୀ, ୯।୫: କରୋନା ଭୂତାଣୁ ଯୋଗୁ ଗଳାରେ ସଂକ୍ରମଣ ପରେ ଫୁସ୍‌ଫୁସ୍‌ ସଂକ୍ରମିତ ହୋଇଥାଏ। ତେବେ ଏବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ କେତେକଙ୍କଠାରେ ହାର୍ଟ...

ପାର୍ଟି ପାଇଁ ମେକ୍‌ ଅପ୍‌

ପାର୍ଟିକୁ ଯିବାକୁ ହେଲେ କେବଳ ପାର୍ଲର ଗୋଟିଏ ଅପ୍ସନ୍‌ ନୁହେଁ, ଆପଣ ଚାହିଁଲେ ଘରେ ବି ନେଇପାରିବେ ମେକ୍‌ଅପ୍‌ । ଜାଣନ୍ତୁ ସେ ନେଇ କିଛି...

Advertisement
Archives

Model This Week