ଏହି ସବୁ ଅଭିନେତ୍ରୀ ବଲିଉଡ୍‌ ଜଗତର ବାହାରେ ବାଛିଥିଲେ ଜୀବନସାଥୀ

ବଲିଉଡ୍‌ ଅଭିନେତ୍ରୀ ଓ ଅଭିନେତାଙ୍କ ବାସ୍ତବ ଜୀବନ ସମ୍ପର୍କରେ ଜାଣିବାକୁ ପ୍ରାୟ ସମସ୍ତେ ଆଗ୍ରହୀ। ସୁନ୍ଦର ଯୋଡିମାନଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରାଯାଇଥାଏ। ମାତ୍ର ବାସ୍ତବରେ ଯଦି ତାଙ୍କୁ ଜୀବନସାଥି ଖୋଜିବାକୁ ପଡ଼େ ସେ ବାହାର ଦୁନିଆ ଅପେକ୍ଷା ବଲିଉଡ୍‌ରେ ତାଙ୍କ ଜୀବନସାଥି ଖୋଜିଥାନ୍ତି। ମାତ୍ର ଏଭଳି କିଛି ଅଭିନେତ୍ରୀ ଅଛନ୍ତି ଯେଉଁମାନେ ବଲିଉଡ୍‌ର ଜଗତରୁ ଦୂରକୁ ଯାଇ ତାଙ୍କ ଜୀବନସାଥି ବାଛିଛନ୍ତି। ଜାଣନ୍ତୁ ସେ ସମ୍ପର୍କରେ…

ମାଧୁରୀ ଦୀକ୍ଷିତ, ଶ୍ରୀରାମ ନେନେ
ମାଧୁରୀ ଦୀକ୍ଷିତ ତାଙ୍କ ଚଳଚ୍ଚିତ୍ର ଜଗତରୁ ବାହାରେ ଡାକ୍ତର ଶ୍ରୀରାମ ନେନେଙ୍କୁ ବିବାହ କରିଥିଲେ। ମାଧୁରୀ ଅନିଲ କପୁରଙ୍କ ଓ ସଞ୍ଜୟ ଦତ୍ତଙ୍କ ସହ ସଫଳ ଚଳଚ୍ଚିତ୍ର ଯୋଡି ହେବା ପରେ ମଧ୍ୟ ଚଳଚ୍ଚିତ୍ର ଜଗତରୁ ବାହାରେ ବିବାହ କରିଥିଲେ।

ପ୍ରୀତି ଜିଣ୍ଟା, ଜେନ ଗୁଡେନିଫ
ବଲିଉଡ ଇଣ୍ଡଷ୍ଟ୍ରିରେ ପ୍ରୀତି ଜିଣ୍ଟା ଡିମ୍ପଲ ଗାର୍ଲ ଭାବରେ ପରିଚିତ। ମାତ୍ର ସେ ଚଳଚ୍ଚିତ୍ର ଜଗତରୁ ବାହାରେ ପ୍ରେମିକା ଜେନ ଗୁଡେନିଫଙ୍କୁ ବିବାହ କରିଥିଲେ। ପାଞ୍ଚ ବର୍ଷ ଡେଟିଂ କରିବା ପରେ ସେ ବିବାହ କରିଥିଲେ।

ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା
ଶିଳ୍ପା ସେଟ୍ଟୀ ଅକ୍ଷୟ କୁମାରଙ୍କ ବିପକ୍ଷରେ ଅନେକ ଚଳଚ୍ଚିତ୍ରରେ ଯୋଡି ହୋଇଥିଲେ। ମାତ୍ର ୨୦୧୦ତରେ ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ବିବାହ କରିଥିଲେ।

ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି
ଅନୁଷ୍କା ଏବଂ କ୍ରିକେଟର ବିରାଟଙ୍କ ଯୋଡି ବହୁ ପୂର୍ବରୁ ପ୍ରସିଦ୍ଧ। ୨୦୧୭ ରେ, ଦୁହେଁ ଇଟାଲୀରେ ବିବାହ କରିଥିଲେ ।

ମୋନା ସିଂ, ଶ୍ୟାମ
ଟିଭି ସିରିଏଲରେ କାମକରୁଥିବର ମୋନା ସିଂ ଅନେକ ୱେବ ସିରିଜ ଏବଂ ଚଳଚ୍ଚିତ୍ରରେ କାମ କରିଛନ୍ତି। ମାତ୍ର ସେ ମୁମ୍ବାଇରେ ରହୁଥିବା ଏକ ନିବେଶ ବ୍ୟାଙ୍କରଙ୍କୁ ବିବାହ କରିଥିଲେ। ସେହିଭଳି, ଅନେକ କଳାକାର ଏବଂ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ବଲିଉଡ୍‌ ଜଗତରୁ ବିଭିନ୍ନ ଜୀବନ ସାଥୀ ବାଛିଛନ୍ତି ଏବଂ ଏକ ସୁଖମୟ ଜୀବନଯାପନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri