ଏହି ସବୁ ସମସ୍ୟାରୁ ମୁକ୍ତି ଦିଏ ଜାଇଫଳ

ସ୍ବାସ୍ଥ୍ୟ ହିଁ ସମ୍ପଦ। ନିଜକୁ ସୁସ୍ଥ ରଖିବା ଲାଗି ମଣିଷ ସର୍ବଦା ତତ୍ପର। ତେବେ ଏପରି କିଛି ଜିନିଷ ଅଛି, ଯାହାକୁ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ। ସେହିପରି ଜାଇଫଳ ମଧ୍ୟ ଗୁଣକାରୀ ଏବଂ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହା ଶରୀରକୁ କାର୍ଯ୍ୟକ୍ଷମ କରିବା ସହିତ ପାଚନ ପ୍ରକ୍ରିୟା ସୁଦୃଢ଼ କରିଥାଏ।

-ନିଦ୍ରାହୀନତା ଭଳି ବଡ଼ ସମସ୍ୟାରୁ ଜାଇଫଳ ମୁକ୍ତି ଦେଇଥାଏ। ଇନ୍‌ସୁମାନିଆ ଏପରି ଏକ ରୋଗ, ଯେଉଁଥିରେ ବାରମ୍ବାର ନିଦ ଭାଙ୍ଗିବା ସମସ୍ୟା ଦେଖାଯାଇଥାଏ। ପ୍ରାୟ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଇଥାଏ। ଜାଇଫଳ ଖାଇବା ଦ୍ୱାରା ଶରୀରରେ ସେରୋଟୋନିନ୍‌ ହର୍ମୋନ ବଢ଼ିଥାଏ, ଯାହା ଅନେକ ପ୍ରକାର ଚିନ୍ତାରୁ ମୁକ୍ତି ଦେଇଥାଏ। ଜାଇଫଳ ଖାଇବା ଫଳରେ ଏହି ସମସ୍ୟା ମଧ୍ୟ ଦୂରେଇ ଯାଇଥାଏ।

-ଶରୀରକୁ ସୁସ୍ଥ ରଖି କାର୍ଯ୍ୟକ୍ଷମ କରାଏ ଜାଇଫଳ।

ବ୍ୟବହାର
ଏହାର ଗୁଣ୍ଡକୁ ଚା’ ରେ ମିଶାଇ ପିଇବା ସହ ରାତିରେ କ୍ଷୀରରେ ପକାଇ ପିଇପାରିବେ। ଏପରି କରିବା ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ମସଲା ଭାବେ ମଧ୍ୟ ଖାଦ୍ୟରେ ଗ୍ରହଣ କରିପାରିବେ। ଏହା ଦ୍ୱାରା ଖାଦ୍ୟର ସ୍ବାଦ ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?