ଏହି ସମୟରେ ଖାଆନ୍ତୁ ସାଲାଡ୍‌, ରହିବେ ଫିଟ୍‌

ସାଲାଡ୍‌ ଖାଇବା ସ୍ବାସ୍ଥ୍ୟ ପାଇଁ ଖୁବ ଲାଭଦାୟକ। ସାଲାଡ୍‌ରେ ପ୍ରଚୁର ପରିମାଣରେ ଭିଟାମିନ, ଫଲିକ ଏସିଡ, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ରହିଥାଏ। ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବା ସହିତ ହାଡ଼କୁ ମଜଭୁତ ରଖିଥାଏ। କିଛି ଲୋକ ଅଛନ୍ତି ଡାଏଟ୍‌ କଣ୍ଟ୍ରୋଲ କରିବା ଚକ୍କରରେ ସାଲାଡ୍‌ ଅଧିକ ପରିମାଣରେ ଖାଆନ୍ତି। କିନ୍ତୁ ଏହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। ଜାଣନ୍ତୁ ସାଲାଡ୍‌ ଖାଇବାର ପ୍ରକୃତ ସମୟ…

-ସାଧାରଣତଃ ଅନେକ ଲୋକ ଖାଇବାବେଳେ ସାଲାଡ୍‌ ଖାଇଥାନ୍ତି। କିନ୍ତୁ ଡାକ୍ତରଙ୍କ କହିବା ମୁତାବକ ଖାଦ୍ୟ ଗ୍ରହଣର ଅଧଘଣ୍ଟା ପୂର୍ବରୁ ସାଲାଡ୍‌ ଖାଆନ୍ତୁ।

-ବିନା ଲୁଣରେ ସାଲାଡ ଖାଆନ୍ତୁ।

-ଯଦି ଫ୍ରୁଟ୍‌ ସାଲାଡ୍‌ ଖାଉଛନ୍ତି ତେବେ ଦିନରେ ମାତ୍ର ଥରେ ଖାଆନ୍ତୁ।

-ସାଲାଡ୍‌ କେବେ ସସ୍‌ ପକାଇ ଖାଆନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭାବସ୍ଥାରେ ମେଦ ବୃଦ୍ଧି

ଜଣେ ଜଣେ ମହିଳା ଗର୍ଭଧାରଣ ପୂର୍ବରୁ ମୋଟା ଥାଆନ୍ତି ଏବଂ ବେଶି ଓଜନ ସହ ଗର୍ଭଧାରଣ କରିଥାନ୍ତି, ପୁଣି କେତେକ ମହିଳା ଗର୍ଭଧାରଣ ସମୟରେ ବହୁତ...

ପ୍ରେମରେ ପଡ଼ିଛନ୍ତି କି.. ମନେରଖନ୍ତୁ ଏହି ୪ଟି କଥା ପ୍ରେମଜୀବନକୁ କରିଥାଏ ସଫଳ..

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେପରି ଗୋଟିଏ ହେଲା ପ୍ରେମ ଜୀବନକୁ...

ମାନସିକତାକୁ ସକାରାତ୍ମକ କରେ ଭିଡିଓଗେମ୍‌

ଆଜିକାଲି ପିଲାମାନେ ଇଲେକ୍‌ଟ୍ରୋନିକ୍‌ ଗ୍ୟାଜେଟ୍‌ ପ୍ରତି କେତେ ଆକର୍ଷିତ ହେଉଛନ୍ତି ତାହା କହିବା ବାହୁଲ୍ୟ। କେତେଜଣ ପିଲା ଅଧିକାଂଶ ସମୟ ଭିଡିଓଗେମ୍‌ ଖେଳିବାରେ ବ୍ୟସ୍ତ ରହୁଛନ୍ତି।...

ଦାନ୍ତ ବିନ୍ଧା

ଦାନ୍ତ ବିନ୍ଧା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିରୁ ଉପଶମ ପାଇବା ପାଇଁ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବା ଦରକାର। ହେଲେ...

ଗାଧୋଇବା ସମୟରେ କରୁଛନ୍ତି କି ଏସବୁ ଭୁଲ

ଦିନତମାମ କାର୍ଯ୍ୟବ୍ୟସ୍ତତା ଯୋଗୁ ଥକ୍କାପଣ ଓ ଦେହରେ ଜମା ହୋଇଥିବା ମଇଳାରୁ ମୁକ୍ତି ପାଇବା ଲାଗି ଗାଧୋଇବା ନିତାନ୍ତ ଜରୁରୀ। ତେବେ କିଛି ଲୋକ ଗାଧୋଇବା...

ଖାଦ୍ୟକୁ ଆଉ ଥରେ ଗରମ କରୁଛନ୍ତି କି, ତା’ହେଲେ ହୋଇଯାଆନ୍ତୁ ସାବଧାନ

ପ୍ରାୟ ସମୟରେ ଖାଦ୍ୟ ବଳକା ରହିଗଲେ ଆମେ ତାକୁ ଫ୍ରିଜ୍‌ରେ ରଖି ଦେଇଥାଉ। ପରେ ସେହି ଖାଦ୍ୟକୁ ପୁଣି ଥରେ ଗରମ କରି ସର୍ଭ କରିଥାଉ।...

ବେଶି ସମୟ ସୂର୍ଯ୍ୟନମସ୍କାର କରେ

ନିଜକୁ ଫିଟ୍‌ ରଖିବାକୁ ହେଲେ ଡାଏଟ୍‌ ଉପରେ ଅଧିକ ଗୁରୁତ୍ୱ ଦେବାକୁ ପଡ଼େ। ଫିଟ୍‌ ରହିବା ପାଇଁ ଶାରୀରିକ ପରିଶ୍ରମର ୪୦% ପ୍ରଭାବ ଥିବା ବେଳେ...

ଘାସରେ ଖାଲିପାଦରେ ଚାଲିବା ଲାଭଦାୟକ: କେବେ ହେବନି ଏହି ରୋଗ

ପାର୍କ ବା ଘାସ ଉପରେ ଖାଲିପାଦରେ ଚାଲିବା ଶରୀର ପାଇଁ ଲାଭଦାୟକ। ଏହା ଦ୍ୱାରା ଅନେକ ମାରାତ୍ମକ ରୋଗ ମଧ୍ୟ ଭଲ ହୋଇଥାଏ। ଜାଣିବା ସେ...

Play 250+ Trending Games
Archives

Model This Week

Why Dharitri