Posted inଫୁରସତ

ଏହି ୪ କାରଣ ଲାଗି ଅଭୁଲା ପ୍ରଥମ ପ୍ରେମ..

କୁହାଯାଏ ପ୍ରଥମ ପ୍ରେମ ଅଭୁଲା। ଯୌବନର ପ୍ରଥମ ଚରଣରେ ସାଥୀ ପାଇଁ ମନରେ ସୃଷ୍ଟି ହୋଇଥିବା ଆବେଗ ପ୍ରେମକୁ ସ୍ବତନ୍ତ୍ର କରିଥାଏ। ଏଥିପାଇଁ ପ୍ରଥମ ପ୍ରେମର ଅନେକ ମୁହୂର୍ତ୍ତ ଜୀବନର ସ୍ମୃତି ହୋଇରହିଯାଏ। ପ୍ରେମ ୫୦ ବର୍ଷ ପୂର୍ବର ହେଲେ ମଧ୍ୟ ଯେତେବେଳେ ଏହା ମନେପଡେ ମନରେ ଖୁସି ଭରିଦେଇଥାଏ। ତେବେ ପ୍ରଥମ ପ୍ରେମକୁ କାହିଁକି ଭୁଲି ହୋଇ ନ ଥାଏ ଜାଣନ୍ତୁ।

ପ୍ରଥମ ପ୍ରେମ ଅଦ୍ୱିତୀୟ: ପ୍ରଥମ ପ୍ରେମ ସବୁବେଳ ପାଇଁ ଅଦ୍ୱିତୀୟ। ପ୍ରେମିକ ବା ପ୍ରେମିକାଙ୍କ ସ୍ନେହ, ଯତ୍ନ ଓ ତାଙ୍କ ଭଲପାଇବା ସବୁଠାରୁ ନିଆରା ଥାଏ। ଏହାସହ ସେହି ସମୟର ଅନୁଭୂତି ସ୍ବତନ୍ତ୍ର ହୋଇଥାଏ।

ଯୌବନ ସ୍ମୃତି ସତେଜ ରଖେ: ଯୌବନର ପ୍ରଥମ ପାହାଚରେ ପ୍ରେମ ଆଡକୁ ପାଦ ଖସିଗଲା ପରେ ତୁମ ସହ ଘଟୁଥିବା ସବୁ ଘଟଣା ମନକୁ ଛୁଇଁଥାଏ। ଆଉ ଏହି ସମୟରେ ଘଟିଥିବା ଅନେକ କିଛି ପାଗଳାମି ମନେ ରହିଯାଇଥାଏ।

ପ୍ରଥମ ହୋଇଥାଏ: ପ୍ରଥମ ପ୍ରେମ ସବୁବେଳ ଲାଗି ପ୍ରଥମ ହୋଇଥାଏ। ପରେ ତୁମେ ଯେତେ ଥର ପ୍ରେମ ବନ୍ଧନରେ ବାନ୍ଧି ହୁଅନା କାହିଁକି ପ୍ରଥମ ପ୍ରେମ ସବୁବେଳ ଲାଗି ପ୍ରଥମ।

ଏଥିରେ କୌଣସି ବିକଳ୍ପ ନ ଥାଏ: ପରିବାରର କଟକଣାରୁ ବାହାରି ଲୁଚି ପ୍ରେମ କରିବାରେ କୌଣସି ବିକଳ୍ପ ନ ଥାଏ । ଏହି ବୟସରେ ତାହା ହୋଇଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri