ଏହି ୪ ଭୁଲ୍‌ ରକ୍ତ ଶର୍କରାକୁ ବଢ଼ାଇ ଥାଏ, ଜାଣନ୍ତୁ କିପରି କରିବେ ନିୟନ୍ତ୍ରଣ

ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ନେଇ ଶରୀରରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ମୁକ୍ତି ଲାଗି ସବୁଠୁ ଜରୁରୀ ଉପଯୁକ୍ତ ଖାଦ୍ୟପେୟ। ଏ ନେଇ ମଧୁମେହ ରୋଗୀଙ୍କୁ ଖାଦ୍ୟପେୟ ଜନିତ ଅନେକ କଟକଣା କରାଯାଇଥାଏ। ଖାଦ୍ୟପେୟ ବା ଡାଏଟ୍‌ରେ ଅଳ୍ପ କିଛି ଭୁଲ୍‌ ଶରୀରରେ ରକ୍ତ ଶର୍କରା ଅନିୟନ୍ତ୍ରିତ କରାଇ ବିଭିନ୍ନ ସମସ୍ୟା ସୃଷ୍ଟି କରି ଥାଏ, ଯାହା ବେଳେ ବେଳେ ବେଳେ ଗମ୍ଭୀର ରୂପ ନେଇଥାଏ।
ତେବେ ଜାଣନ୍ତୁ ଏ ସମ୍ପର୍କରେ…..

ଜଳଖିଆ:
ମଧୁମେହ ରୋଗୀ ସକାଳ ଜଳଖିଆ ଖାଇବା ଜରୁରୀ। ଏହା ଦିନ ତମାମ ଖାଦ୍ୟ ମଧ୍ୟରୁ ଅଧିକ ଗୁରୁତ୍ୱପୂର୍ଣ୍ଣ। ଠିକ୍‌ ସମୟରେ ଖାଦ୍ୟ ଖାଇବା ଯୋଗୁ ରକ୍ତ ଶର୍କରା ନିୟନ୍ତ୍ରିତ ହୋଇଥାଏ। ଯଦି ସମୟ ଅଭାବରୁ ଜଳଖିଆ ଖାଉ ନାହାନ୍ତି ବା ଖାଇବାକୁ ଭୁଲିଯାଉଛନ୍ତି। ତେବେ ଏହି ଭୁଲ୍‌ ରକ୍ତ ଶର୍କରାକୁ ବୃଦ୍ଧି କରିଥାଏ।
ନିୟମିତ ଯାଞ୍ଚ: ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବା ଜରୁରୀ। ଏ ନେଇ ନିୟମିତ ଯାଞ୍ଚର ଆବଶ୍ୟକତା ରହିଛି। ଏପରି କରିବା ଫଳରେ ଯଦି ସୁଗାର ସ୍ତର ବୃଦ୍ଧି ହେଉଥାଏ ତେବେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ଏହାକୁ ଅଣଦେଖା କରନ୍ତୁ ନାହିଁ।

ସୁସ୍ଥ ଖାଦ୍ୟ
ଖାଦ୍ୟରେ ସୁଗାର ମାତ୍ରା ମଧୁମେହ ରେଗୀଙ୍କୁ ବହୁ ପରିମାଣରେ ପ୍ରଭାବିତ କରିଥାଏ । ଏପରି ପରିସ୍ଥିତିରେ, ସୁଗାର ମାତ୍ରା କମ୍‌ କରିବା ଲାଗି ଖାଦ୍ୟରେ ପରିବର୍ତ୍ତନ ଆଣିବା ଉଚିତ। ଖାଦ୍ୟରେ ଏପରି କିଛି ଜିନିଷ ସାମିଲ କରନ୍ତୁ ଯାହା ମଧୁମେହକୁ ନିୟନ୍ତ୍ରଣ କରିବ। କାରଣ ବେଳେ ବେଳେ କିଛି ଭୁଲ୍‌ ଖାଦ୍ୟ ଏହାର ମାତ୍ରାକୁ ବୃଦ୍ଧି କରାଇଥାଏ।

ଯଥେଷ୍ଟ ନିଦ
ନ୍ୟାଶନାଲ ସ୍ଲିପ୍‌ ଫାଉଣ୍ଡେଶନ ଅନୁଯାୟୀ, କମ୍‌ ନିଦ ହେତୁ ରକ୍ତରେ ଶର୍କରା ସ୍ତର ମଧ୍ୟ ବୃଦ୍ଧି ପାଇପାରେ। ମାତ୍ର ଦୈନନ୍ଦିନ ଜୀବନଚର୍ଯ୍ୟାରେ ପରିବର୍ତ୍ତନ ଲାଗି ଯଥେଷ୍ଟ ସମୟ ଶୋଇପାରି ନ ଥାଉ, ଯେଉଁ ଭୁଲ୍‌ ମଧୁମେହକୁ ବୃଦ୍ଧି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri