ଏୟାରଟେଲ୍‌ ଉପଭୋକ୍ତା ଏବେ ସମସ୍ତ ନେଟଓ୍ବର୍କକୁ କରିପାରିବେ ଅନ୍‌ଲିମିଟେଡ୍‌ ଫ୍ରି କଲ୍‌

ନୂଆଦିଲ୍ଲୀ,୭।୧୨: ଟେଲିକମ କମ୍ପାନୀଙ୍କ କଲ୍‌ ରେଟ୍‌କୁ ନେଇ ଏବେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଉଛନ୍ତି। ଏତିକି ବେଳେ କିନ୍ତୁ ଏୟାରଟେଲ ତା’ ଉପଭୋକ୍ତାଙ୍କ ପାଇଁ ଆଣିଛି ଖୁସି ଖବର। କାରଣ ଏବେ କମ୍ପାନୀ ଫେୟାର ୟୁସେଜ ପଲିସି ଲିମିଟ(ଏଫ୍‌ୟୁପି)ଚାର୍ଜକୁ ହଟାଇ ଦେଇଛି। ଏହା ହଟିଯିବା ପରେ ଏବେ ଉପଭୋକ୍ତା ଅନ୍ୟ ନେଟଓ୍ବର୍କକୁ ଅନ୍‌ଲିମିଟେଡ କଲ୍‌ କରିପାରିବେ ବୋଲି କମ୍ପାନୀ କହିଛି। ଏହା ପୂର୍ବରୁ ଏୟାରଟେଲ ନିଜ ଟାରିଫରେ ପରିବର୍ତ୍ତନ କରି ଏୟାରଟେଲ ବ୍ୟତୀତ ଅନ୍ୟ ନେଟଓ୍ବର୍କକୁ କଲ୍‌ ପାଇଁ ଲିମିଟେଡ ରେଟ୍‌ (୬ ପଇସା ପ୍ରତି ମିନିଟ୍‌)ରଖିଥିଲା। ଏବେ ଏଫ୍‌ୟୁପି ହଟାଯିବା କଥା କମ୍ପାନୀ ପକ୍ଷରୁ ଟୁଇଟ୍‌ କରି କୁହାଯାଇଥିବା ଜଣାପଡିଛି। ଆଉ ଏହା ହଟିଯିବା ପରେ ଏବେ ଉପଭୋକ୍ତା ଏହାର ଲାଭ ଉଠାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ…

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri