ଏୟାରପୋର୍ଟ ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଏୟାରପୋର୍ଟ ଥାନା ଅଞ୍ଚଳରେ ଜଣେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ନାବାଳିକାଙ୍କ ଡାକ୍ତରୀ ମାଇନା କରିବା ସହ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଭିଯୁକ୍ତ ନାବାଳକ/ସାବାଳକ ସେ ନେଇ ପୋଲିସ ତାଙ୍କ ସାର୍ଟିଫିକେଟ ଯାଞ୍ଚ କରୁଛି।

ଅଭିଯୋଗ ମୁତାବକ, ନାବାଳିକା ଜଣଙ୍କ ସନ୍ଧ୍ୟାରେ ଘର ନିକଟରେ ଖେଳୁଥିଲେ। ଏହି ସମୟରେ ନାବାଳିକାଙ୍କ ଘର ପାଖରେ ରହୁଥିବା ଅଭିଯୁକ୍ତ ତାଙ୍କୁ ବିଭିନ୍ନ ଆଳ ଦେଖାଇ ଘର ପଛପଟକୁ ଡାକି ନେଇ ବଳାତ୍କାର କରିଥିଲେ। ନାବାଳିକା ଚିତ୍କାର କରିବାରୁ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ। ଏନେଇ ନାବାଳିକା ପରିବାରଲୋକଙ୍କୁ ଜଣାଇବା ପରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରି ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri