Posted inଜାତୀୟ

ଏୟାରସେଲ୍‌-ମାକ୍ସିସ ମାମଲାରେ ୩ ଯାଏ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୪।୮(ପି.ଟି.): ଏୟାରସେଲ୍‌-ମାକ୍ସିସ୍‌ ମାମଲାରେ ଦିଲ୍ଲୀର ଏକ ଅଦାଲତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କୁ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ଗିରଫଦାରିରୁ ସୁରକ୍ଷା ଦେଇଛନ୍ତି। ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏହି ମାମଲା ଦାଏର ହୋଇଥିଲା। ସେମାନଙ୍କ ଆଗୁଆ ଜାମିନ ଆବେଦନ ଉପରେ ଅଦାଲତ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାୟ ସଂରକ୍ଷିତ ରଖିଛନ୍ତି। ତେବେ ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଉଭୟ ବାପ-ପୁଅଙ୍କ ବିରୋଧରେ ସୁପ୍ରିମକୋର୍ଟରେ ମାମଲାର ବିଚାର ଚାଲିଥିବାରୁ ଏୟାରସେଲ୍‌-ମାକ୍ସିସ ମାମଲା ସ୍ଥଗିତ ରଖିବା ଲାଗି ସିବିଆଇ ଏବଂ ଇଡି ପକ୍ଷରୁ ଆବେଦନ କରାଯାଇଥିଲେ ହେଁ ଅଦାଲତ ତାହାକୁ ଅଗ୍ରାହ୍ୟ କରିଦେଇଛନ୍ତି। ବାରମ୍ବାର ମାମଲାକୁ ସ୍ଥଗିତ ରଖିବା ଲାଗି ତଦନ୍ତକାରୀ ସଂସ୍ଥା ଅନୁରୋଧ କରୁଥିବାରୁ ସ୍ବତନ୍ତ୍ର ବିଚାରପତି ଓ.ପି. ସାଇନି ଏହାକୁ ଦୃଢ଼ ବିରୋଧ କରିଥିଲେ। ପରେ ସ୍ବତନ୍ତ୍ର ଅଦାଲତ ଚିଦାମ୍ବରମଙ୍କ ଜାମିନ ଆବେଦନ ଉପରେ ରାୟକୁ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri