ଏୟାର ଇଣ୍ଡିଆରେ ୧୦୦% ଏଫ୍‌ଡିଆଇ ଲାଗି କାର୍ଯ୍ୟକ୍ରମ ଜାରି

ନୂଆଦିଲ୍ଲୀ,୫-୨: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆରେ ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏଭଳି ସ୍ଥିତିରେ ବିମାନ କମ୍ପାନୀରେ ୧୦୦% ବିଦେଶୀ ପୁଞ୍ଜି ନିବେଶକୁ ଅନୁମତି ଦେବାକୁ କାର୍ଯ୍ୟପନ୍ଥା ଗ୍ରହଣ କରୁଥିବା ଜଣାପଡିଛି। ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି ଯେ, ବର୍ତ୍ତମାନ ବିମାନ କମ୍ପାନୀରେ ଏଫ୍‌ଡିଆଇ ସୀମାକୁ ୪୯%ରେ ସୀମତ ରଖାଯାଇଛି। ଏଥି ଲାଗି ସରକାର ମଞ୍ଜୁରୀ ପ୍ରଦାନ କରୁଛନ୍ତି। ନୂଆ ବ୍ୟବସ୍ଥା ଆସିଲେ ପ୍ରବାସୀ ମାନେ ୧୦୦% ନିବେଶ କରିପାରିବେ। ବର୍ତ୍ତମାନ ଏହା ୪୯% ରହିଛି। ପୁରୁଣା ଆଇନରେ ହଟାଇ ନୂଆ ପ୍ରସ୍ତାବ ଲାଗୁ କରାଇବା ଲାଗି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏବଂ ଶିଳ୍ପ ଏବଂ ଆନ୍ତଃ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ(ଡିପିଆଇଆଇଟି) ପକ୍ଷରୁ ପଦକ୍ଷେପ ନିଆଯାଉଛି। ସେହିଭଳି ଏୟାର ଇଣ୍ଡିଆ ବିଡିଂରେ ଟାଟା ଗ୍ରୁପ ଭାଗ ନେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବିଶ୍ୱ ଲିଡର କରିବ ସଂସ୍କାରଧାରା

ଅର୍ଥନୀତିରେ ପରିବର୍ତ୍ତନ ଧାରା ଆଣିବା ଲାଗି ବିଭିନ୍ନ ଗଠନମୂଳକ ପଦକ୍ଷେପ ନେବା ଉପରେ ଦେଶର ଶିଳ୍ପ ଜଗତ ଗୁରୁତ୍ୱାରୋପ କରିଛି। ଦେଶର ପ୍ରମୁଖ ଶିଳ୍ପ ନେତାମାନେ...

ସି. ଉଦୟ ଭାସ୍କର ନାବାର୍ଡର ନୂଆ ସିଜିଏମ୍‌

ଭୁବନେଶ୍ୱର: ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ) ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ନୂଆ ମୁଖ୍ୟ ମହାପ୍ରବନ୍ଧକ(ସିଜିଏମ୍‌) ଭାବେ ସି.ଉଦୟ ଭାସ୍କର ଦାୟିତ୍ୱ ଭାର ଗ୍ରହଣ...

ନୋକିଆର ଚେନ୍ନାଇ ୟୁନିଟ କିଣିଲା ସାଲକମ୍ପ

ନୂଆଦିଲ୍ଲୀ,୨୬-୧୧: ଆପଲର ପ୍ରମୁଖ ଯନ୍ତ୍ରାଂଶ ଯୋଗାଣକାରୀ କମ୍ପାନୀ ସାଲ୍‌କମ୍ପ ନୋକିଆର ଚେନ୍ନାଇ ୟୁନିଟକୁ କ୍ରୟ କରିଛି। ଏହି ଡିଲ୍‌ ନେଇ ଉଭୟ କମ୍ପାନୀ ସ୍ପଷ୍ଟ କରିଛନ୍ତି।...

ବଜାର ସ୍ଥିତି ସୁଧୁରିବାକୁ ଲାଗିବ ବର୍ଷେରୁ ଅଧିକ

ନୂଆଦିଲ୍ଲୀ,୨୨ା୫: କୋଭିଡ୍‌-୧୯ ଭୂତାଣୁକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ କରିଥିବା ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ପଡ଼ିଛି। ଏଥିଯୋଗୁ କମ୍ପାନୀଗୁଡିକର ରାଜସ୍ବରେ ୨୫%ରୁ...

ଓଡ଼ିଶାରେ କୃଷି ପରେ କର୍ମ ସଂସ୍ଥାନ ଯୋଗାଉଛି ବୟନ ଶିଳ୍ପ: ମନ୍ତ୍ରୀ

ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ଗ୍ରାମୀଣ କାରିଗରଙ୍କ ସଶକ୍ତୀକରଣ ନିମନ୍ତେ...

ପ୍ରାଇଭେଟ ଟ୍ରେନ୍‌ ଯାତ୍ରୀଭଡ଼ା ନିର୍ଦ୍ଧାରଣ କରିବେ କମ୍ପାନୀ

ନୂଆଦିଲ୍ଲୀ,୧୯।୯: ଘରୋଇ ବଜାରରେ ପ୍ରାଇଭେଟ ଟ୍ରେନ୍‌ ଚଳାଇବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଟ୍ରେନଗୁଡିକ ଚଳାଚଳ ଆରମ୍ଭ ହେଲେ ପ୍ରାଇଭେଟ ପ୍ଳେୟର ଯାତ୍ରୀଭଡା ନିର୍ଦ୍ଧାରଣ...

ଚାଇନା ଛାଡୁଥିବା କମ୍ପାନୀଙ୍କ ନେଇ ମତ ରଖିଲେ ଅଭିଜିତ

ନୂଆଦିଲ୍ଲୀ,୧୩।୫: ଚାଇନା ଛାଡୁଥିବା କମ୍ପାନୀ ଭାରତ ଆସିଲେ ଏହାର ଲାଭ ଭାରତକୁ ହେବ କି ନାହିଁ ସେ ନେଇ ନିଶ୍ଚିତ ନୁହେଁ ବୋଲି ନୋବେଲ ବିଜେତା...

ସେବା ରପ୍ତାନି ବୃଦ୍ଧି

ନୂଆଦିଲ୍ଲୀ,୫।୫: ଆର୍ଥିକ ବର୍ଷ ୨୦୨୧-୨୨ରେ ଦେଶର ସେବାଗୁଡ଼ିକର ରପ୍ତାନି ୨୫୪.୪ ବିଲିୟନ ଡଲାର ଛୁଇଁଛି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏ ସମ୍ପର୍କରେ ସୂଚନା...

Advertisement
Archives

Model This Week