ଏୟାର ଇଣ୍ଡିଆ ମ୍ୟାନେଜମେଣ୍ଟକୁ ପାଇଲଟଙ୍କ ଚେତାବନୀ; ବକେୟା ଦରମା ଦିଅ ନଚେତ୍‌ ନୋଟିସ ପିରିୟଡ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୧୮-୭: ଏୟାର ଇଣ୍ଡିଆ ପାଇଲଟଙ୍କ ପକ୍ଷରୁ ମ୍ୟାନେଜମେଣ୍ଟକୁ ସ୍ପଷ୍ଟ ଚେତାବନୀ ଦିଆଯାଇଛି। କମ୍ପାନୀ ତୁରନ୍ତ ସେମାନଙ୍କ ଦରମା ବାବଦରେ ବକେୟା ପ୍ରଦାନ କରୁ ନଚେତ୍‌ ଚାକିରି ଛାଡ଼ିବା ଲାଗି ୬ ମାସର ନୋଟିସ ପିରିୟଡକୁ ପ୍ରତ୍ୟାହାର କରୁ ବୋଲି ପାଇଲଟ ୟୁନିୟନ ପକ୍ଷରୁ କୁହାଯାଇଛି। ସୂଚନାଥାଉ କି, ଏୟାର ଇଣ୍ଡିଆ ନିକଟରେ ଅକ୍ଟୋବର ପରେ ଦରମା ଦେବାକୁ ଅର୍ଥ ନାହିଁ। ସରକାର କମ୍ପାନୀକୁ ଆର୍ଥିକ ସହାୟତା ପ୍ରଦାନ ନ କଲେ ଏୟାର ଇଣ୍ଡିଆ ବନ୍ଦ ହୋଇଯିବାର ସମ୍ଭାବନା ରହିଛି। ଇଣ୍ଡିଆନ କମର୍ସିଆଲ ପାଇଲଟ୍ସ ଆସୋସିଏଶନ ପକ୍ଷରୁ ମ୍ୟାନେଜମେଣ୍ଟକୁ ପତ୍ର ଲେଖି ଜଣାଇଛି ଯେ, କମ୍ପାନୀର ସମସ୍ତ କର୍ମଚାରୀଙ୍କୁ ୧୦୦ ପ୍ରତିଶତ ଦରମା ମିଳିଥିବା ବେଳେ ପାଇଲଟଙ୍କୁ ୭୦% ମିଳିଛି। ଅଫିସର ମାନେ ସେମାନଙ୍କ ପୂର୍ଣ୍ଣ ଦରମା ନେଉଥିବା ବେଳେ ପାଇଲଟଙ୍କୁ କାହିଁକି ସମ୍ପୂର୍ଣ୍ଣ ଦରମା ଦିଆଯାଉନାହିଁ ବୋଲି ସେମାନେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଶହ କୋଟିର ଋଣ ଦେବ ଜାପାନ, କୋଭିଡ୍‌ ପରିଚାଳନା ପାଇଁ ହେବ ଖର୍ଚ୍ଚ

ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ସମୟରେ ସାଧାରଣ ଜନତା ନାନା ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ଏଭଳି ଏକ କଠିନ ସମୟରେ ପୁଣି ଥରେ ସହଯୋଗର ହାତ ବଢ଼ାଇବା ପାଇଁ...

ପ୍ରତ୍ୟକ୍ଷ ଟିକସ କୋଡ୍‌;ସୀତାରାମନ୍‌ଙ୍କୁ ରିପୋର୍ଟ ଦେଲା ଟାସ୍କଫୋର୍ସ

ନୂଆଦିଲ୍ଲୀ,୨୦-୮: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ସଦସ୍ୟ ଅଖିଳେଶ ରଞ୍ଜନଙ୍କ ଅଧ୍ୟକ୍ଷତାରେ ଗଠିତ ଟାସ୍କଫୋର୍ସ ସୋମବାର ନୂଆ ପ୍ରତ୍ୟକ୍ଷ ଟିକସ କୋଡ୍‌ ଉପରେ ନିଜର...

ଯାତ୍ରା ଭତ୍ତା ଉପରେ ଆୟକର ଛାଡ ଦାବି କରିହେବ:ସିବିଡିଟି

ନୂଆଦିଲ୍ଲୀ,୨୯।୬ : କର୍ମଚାରୀ ନିଯୁକ୍ତିଦାତାଙ୍କଠାରୁ ଲାଭ କରୁଥିବା ଯାତ୍ରା ଭତ୍ତା ଉପରେ ଆୟକର ଛାଡ ପାଇବା ନେଇ ଦାବି କରିପାରିବେ। ନୂଆ ଟିକସ ବ୍ୟବସ୍ଥା ଅନ୍ତର୍ଗତ...

ନୂଆ ସରକାରଙ୍କୁ ଅର୍ଥନୀତିଜ୍ଞଙ୍କ ପରାମର୍ଶ ;ଏମ୍‌ଏସ୍‌ପି ହଟାଅ, କମ୍ପାନୀ ଟିକସ ୫% କମାଅ

ନୂଆଦିଲ୍ଲୀ,୨୧-୫: ଆସନ୍ତା ୨୩ ତାରିଖ ପରେ ଦେଶରେ ନୂଆ ସରକାର ଗଠନ ହେବାକୁ ଯାଉଛି। ଅର୍ଥନୀତିକୁ ଗତିଶୀଳ କରିବା ପାଇଁ ନୂଆ ସରକାରଙ୍କ ନିକଟରେ ଏକାଧିକ...

ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ଏସ୍‌ବିଆଇର ଗୁରୁତ୍ୱ

ନୂଆଦିଲ୍ଲୀ : ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଡେପୁଟି ଏମ୍‌ଡି,ଏଫ୍‌ଆଇ ଆଣ୍ଡ ଏମ୍‌ଏସ୍‌ ଭର୍ଟିକାଲ ଶାଖାକୁ ବମ୍ବେରୁ ନୂଆଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି। ବ୍ୟାଙ୍କର ବରିଷ୍ଠ ଅଧିକାରୀ...

କରୋନା ଲଢ଼େଇରେ ୟୁପି ମଡେଲକୁ ପ୍ରଶଂସା

ନୂଆଦିଲ୍ଲୀ,୧୯।୪: କରୋନା ଲଢ଼େଇ କ୍ଷେତ୍ରରେ ବିଶେଷ ଯୋଗଦାନ ଲାଗି ଉତ୍ତର ପ୍ରଦେଶ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରଶଂସା...

ଅଭିବୃଦ୍ଧି ତ୍ୱରାନ୍ବିତ ଲାଗି ପଦକ୍ଷେପ; ରେପୋ ରେଟ୍‌ ୦.୨୫% ହ୍ରାସ କଲା ଆର୍‌ବିଆଇ

  ମୁମ୍ବାଇ,୫-୧୦: ଦେଶର ଜିଡିପି ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ଏହାର ସୁଧହାରରେ ଶୁକ୍ରବାର ହ୍ରାସ ଘୋଷଣା କରିଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ...

ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା...

Play 250+ Trending Games
Archives

Model This Week

Why Dharitri