Posted inଜାତୀୟ

ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ହେଲେ ନୂଆ ବାୟୁସେନା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦।୯: ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ନୂଆ ବାୟୁସେନା ଅଧ୍ୟକ୍ଷ ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବି.ଏସ୍‌. ଧନୋଆଙ୍କ ଅବସର ଗ୍ରହଣ ପରେ ଭଦୋରିୟାଙ୍କୁ ଏହି ନିଯୁକ୍ତି ମିଳିଛି। ଧନୋଆ ଭଦୋରିୟାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୨୦୧୬ ଡିସେମ୍ବର ୩୧ରେ ଧନୋଆ ଏହି ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥ ଯାତ୍ରୀଙ୍କ ପାଇଁ ଖୁସିଖବର: ଜୁଲାଇ ୫ରେ ହେବ ଛଡ଼ି ମୁବାରକର ପ୍ରଥମ ପୂଜା

ଅନନ୍ତନାଗ,୧୫।୬: ଜମ୍ମୁ-କଶ୍ମୀରରେ ଥିବା ଅମରମନାଥଙ୍କ ଦର୍ଶନ ପାଇଁ ପ୍ରତିବର୍ଷ ଏଠାରେ ଭକ୍ତଙ୍କ ଲାଗି ଯାତ୍ରା ଅନୁଷ୍ଠିତ ହୋଇଥାଏ। କିନ୍ତୁ ଚଳିତବର୍ଷ କରୋନା ସଂକ୍ରମଣ ଯୋଗୁ ଏହି...

୮୩ ଲ୍ୟାଣ୍ଡମାଇନ୍‌ ନିଷ୍କ୍ରିୟ କଲେ କୋବ୍ରା-ସିଆର୍‌ପିଏଫ୍‌ ଯବାନ

ଗୟା,୨୭।୨: ବିହାରର ଗୟା ଜିଲାରେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ୮୩ ଲ୍ୟାଣ୍ଡ୍‌ମାଇନ୍‌କୁ ଠାବ କରି ଏସବୁକୁ ନିଷ୍କ୍ରିୟ କରାଯାଇଛି। କୋବ୍ରା-୨୫୦ ବାଟାଲିୟନ୍‌ ଏବଂ ସିଆର୍‌ପିଏଫ୍‌ର...

ଆନ୍ଦୋଳନରୁ ହଟିବା ପ୍ରଶ୍ନ ଉଠୁ ନାହିଁ: ରାକେଶ ଟିକାୟତ

ନୂଆଦିଲ୍ଲୀ,୨୯।୧୧: ଲୋକ ସଭାରେ ସୋମବାର ତିନି କୃଷି ଆଇନ ପ୍ରତ୍ୟାହାର ବିଲ ପାରିତ ହୋଇଛି। କିନ୍ତୁ ଚାଷୀ ନେତା ରାକେଶ ଟିକାୟତ ଏବେ ବି ଆନ୍ଦୋଳନ...

ମୋବାଇଲ୍‌ ଚାର୍ଜର ପାଟିରେ ପୁରାଇ ଦେବାରୁ ୨ବର୍ଷର ଶିଶୁର ଜୀବନ ଗଲା

ଲକ୍ଷ୍ନୌ, ୨୧।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମୋବାଇଲ ଚାର୍ଜର ପାଟିରେ ପୂରେଇ ଦେବାରୁ ବିଦ୍ୟୁତ ଆଘାତ ଲାଗି ଜଣେ...

ହାତରେ ମେହେନ୍ଦୀ, ହଳଦୀ ଲଗାଇ ବସିଥିଲା କନ୍ୟା: ହେଲେ ଆସିଲାନି ବର…

ମହାରାଜଗଞ୍ଜ,୧୭।୫: ବିବାହକୁ ନେଇ ଅନେକ ଯୁବକ ଯୁବତୀ ବହୁ ସ୍ବପ୍ନ ଦେଖିଥାନ୍ତି। ସାତଜନ୍ମ ଯାଏ ଏକାସାଙ୍ଗରେ ରହିବାଠାରୁ ଆରମ୍ଭ କରି ସଂସାର ଗଢ଼ିବା ପର୍ଯ୍ୟନ୍ତ କେତେ...

ପଞ୍ଜାବ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ସରକାରୀ ଚାକିରିକୁ ନେଇ ନିଆଗଲା ବଡ ନିଷ୍ପତ୍ତି

ଚଣ୍ଡିଗଡ଼,୧୯ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଏକତରଫା ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରିଛି । ଭଗୱନ୍ତ ମାନ ମୁଖ୍ୟମନ୍ତ୍ରୀ ଆସନରେ...

୨ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ୩ଘଣ୍ଟା ଧରି ଚାଲିଲା ଆଲୋଚନା

ନୂଆଦିଲ୍ଲୀ,୨୫।୩: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଶୁକ୍ରବାର ଭାରତ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଭେଟିଛନ୍ତି। ୨ରାଷ୍ଟ୍ରର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଦୀର୍ଘ ୩ଘଣ୍ଟା...

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି...

Advertisement
Archives

Model This Week