ଏୟାର ହୋସ୍‌ଟେସ ହେବେ ଶ୍ରଦ୍ଧା

ଅଭିନେତ୍ରୀ ଶ୍ରଦ୍ଧା କପୁର ନିଜ ଅଭିନୟ କ୍ୟାରିୟର ମଧ୍ୟରେ ଅନେକ ଚରିତ୍ରରେ ଦର୍ଶକଙ୍କ ସାମ୍ନାକୁ ଆସିସାରିଛନ୍ତି। ଏବେ ତାଙ୍କୁ ରୂପେଲି ପରଦାରେ ଏୟାର ହୋସେ୍‌ଟେସ୍‌ ଚରିତ୍ରରେ ଦେଖିବାକୁ ମିଳିବ। ଫିଲ୍ମ ‘ବାଗି-୩’ରେ ତାଙ୍କ ଚରିତ୍ର ଏପରି ରହିଛି। ଏଥିପାଇଁ ଶ୍ରଦ୍ଧାଙ୍କୁ ପ୍ରଶିକ୍ଷଣ ନେବାକୁ ପଡ଼ିବ। ଇତିମଧ୍ୟରେ ଫିଲ୍ମର ଟିମ୍‌ ଶ୍ରଦ୍ଧାଙ୍କ ଲୁକ୍‌ ଉପରେ ମଧ୍ୟ କାମ ଆରମ୍ଭ କରି ଦେଇଛନ୍ତି। ଶ୍ରଦ୍ଧାଙ୍କୁ ଫିଲ୍ମରେ ଟାଇଗର ଶ୍ରଫ୍‌ଙ୍କ ବିପକ୍ଷରେ ଦେଖିବାକୁ ମିଳିବ। ଅହମ୍ମଦ ଖାନ୍‌ ଏବଂ ଫରହାଦ ସାମଜୀଙ୍କ ଏହି ଫିଲ୍ମର ଶୁଟିଂ ସେପ୍ଟେମ୍ବରରୁ ମୁମ୍ବାଇରେ ଆରମ୍ଭ ହେବ। ପରେ ଆଗ୍ରା ଏବଂ ବିଦେଶରେ ଏହାର ଶୁଟିଂ ହେବ ବୋଲି ଜଣାପଡ଼ିଛି। ଫିଲ୍ମରେ ଶ୍ରଦ୍ଧାଙ୍କର ଷ୍ଟଣ୍ଟ ଦୃଶ୍ୟ ମଧ୍ୟ ରହିଛି। ଏଥିପାଇଁ ସେ ସ୍ବତନ୍ତ୍ର ପ୍ରଶିକ୍ଷଣ ମଧ୍ୟ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କ ଘରୁ ମିଳିଛି ପାଞ୍ଚଟି ଡାଏରୀ, ଲେଖିଥିଲେ ମନ କଥା

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ଗୋଟିଏ ପଟେ ପ୍ରଶଂସକମାନେ ତାଙ୍କ ନିଧନକୁ ଗ୍ରହଣ କରିପାରୁ...

ପିଲା ବେଳର ଫଟୋ ଶେୟାର କରି ରିଷିଙ୍କୁ ମନେପକାଇଲେ ସୁର ସାମ୍ରାଜ୍ଞୀ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିକୁ ଲଗାତର ଦ୍ୱିତୀୟ ଦିନରେ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଅଭିନେତା ଇର୍ଫାନ ଖାଁଙ୍କ ବିୟୋଗର ଦୁଃଖ ମନରୁ ଲିଭି ନ...

ହୋମ ଆଇସୋଲେଶନରେ ଐଶ୍ଚର୍ଯ୍ୟା, ଆରାଧ୍ୟା

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ଚର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନା ହୋଇଥିବା ଜଣାପଡିଛି। ଏହା ସହିତ ବଚ୍ଚନ ପରିବାରର...

ଫିଟ୍‌ନେସ୍‌ର ରାଜ୍‌ କହିଲେ ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ତାଙ୍କ ସୌନ୍ଦର୍ଯ୍ୟର ରାଜ୍‌ କହିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ତାଙ୍କୁ ଘରୋଇ ଖାଦ୍ୟ ଖାଇବାକୁ ଖୁବ୍‌ ଭଲ ଲାଗେ।...

ମୋଦିଙ୍କୁ ଟୁଇଟ୍‌ କରି ଚର୍ଚ୍ଚାରେ ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପର୍‌ଫେକ୍ସନିଷ୍ଟ ଆମିର ଖାଁ ସବୁବେଳେ ସାମାଜିକ ବିଷୟ ବସ୍ତୁକୁ ନେଇ ରିସର୍ଚ୍ଚ କରୁଥିବା ବେଳେ ଏହାକୁ ଠିକ୍‌ ଢଙ୍ଗରେ ଉପସ୍ଥାପନ କରିବା...

ଐଶ୍ୱର୍ଯ୍ୟାଙ୍କୁ ଏମିତି ପ୍ରପୋଜ୍‌ କରିଥିଲେ ଅଭିଷେକ

ଅଭିଷେକ୍‌ ଏବଂ ଐଶ୍ୱର୍ଯ୍ୟାଙ୍କୁ ବଲିଉଡ୍‌ର ମୋଷ୍ଟ ପାଓ୍ବାରଫୁଲ୍‌ କପଲ କୁହାଯାଏ। ୧୨ ବର୍ଷ ତଳେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆଜି ଅର୍ଥାତ୍‌ ବୁଧବାର...

କରୋନାକୁ ନେଇ ପିଟ୍‌ବୁଲଙ୍କ ନୂଆ ଗୀତ ରିଲିଜ୍‌

ଆମେରିକାନ ଫେମସ୍‌ ରାପର ପିଟ୍‌ବୁଲ ନିଜର ନୂଆ ସଙ୍ଗ୍‌ ରିଲିଜ୍‌ କରିଛନ୍ତି। ମହାମାରୀ କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଯେଉଁ ମୃତ୍ୟୁ ତାଣ୍ଡବ ସୃଷ୍ଟି କରିଛି,...

ପୁଣି ‘ଆକ୍ସନ’ ଅବତାରରେ କଙ୍ଗନା

‘ମଣିକର୍ଣ୍ଣିକା, ଦି କ୍ୱିନ୍‌ ଅଫ୍‌ ଝାନ୍‌ସୀ’ ହେଉ ବା ‘ଜଜ୍‌ମେଣ୍ଟାଲ ହେ କ୍ୟା’ ହେଉ, ଭଳି ଫିଲ୍ମରେ ଅଭିନୟ କରିଥିବା ବଲିଉଡର ହଟ୍‌କେ ଗାର୍ଲ କଙ୍ଗନା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *