ଏ.ଆର୍‌. ରହମାନ୍‌ଙ୍କୁ ପୂରିଲା ୫୩: ଅସଫଳ ହୋଇ ଆତ୍ମହତ୍ୟା କରିବାକୁ ବହୁଥର କରିଥିଲେ ଉଦ୍ୟମ…

ମୁମ୍ବାଇ: ସଙ୍ଗୀତକାର ଏ.ଆର୍‌.ରହମାନ୍‌ ସୋମବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୬ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଏ.ଏସ୍‌. ଦିଲ୍ଲୀପ୍‌ କୁମାର ମୁଦଲିଆର ଥିଲା। ତାଙ୍କ ଭଉଣୀ ୧୯୮୬ରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ଏହି ସମୟରେ ତାଙ୍କର ସାକ୍ଷାତ୍‌ ଜଣେ ସୁଫି ସନ୍ଥଙ୍କ ସହିତ ହୋଇଥିଲା। ଏହାପରେ ସେ ୧୯୮୯ରେ ୨୩ ବର୍ଷ ବୟସରେ ଇସଲାମ୍‌ ଧର୍ମରେ ଦୀକ୍ଷିତ ହୋଇଥିଲେ। ଜୀବନରେ ଅସଫଳ ହେଉଥିବାରୁ ୨୫ ବର୍ଷ ବୟସ ପର୍ଯ୍ୟନ୍ତ ସେ ପ୍ରତିଦିନ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ। ଏହାପରେ ସେ ସାୟାରା ବାନୋଙ୍କୁ ବିବାହ କରିଥିଲେ। ସାୟାରାଙ୍କ ସହିତ ପ୍ରଥମ ଦେଖାରେ ସେ କହିଥିଲେ ଯେ, ମତେ ହଠାତ୍‌ ସଙ୍ଗୀତ ସ୍ବର ମନେ ପଡ଼ିଲେ ମତେ ଖାଇବା ଥାଳିରୁ ମଧ୍ୟ ଉଠିବାକୁ ପଡ଼ିବ, ତୁମେ ଏଥିରେ ରାଜି ତ? ଏଥିରେ ସାୟାରା ନିଜର ସମ୍ମତି ପ୍ରକାଶ କରିଥିଲେ। ଏବେ ସେ ନିଜର ୩ ସନ୍ତାନ ଖଦିଜା, ରହିମ୍‌ ଏବଂ ଅମନ୍‌ଙ୍କ ସହିତ ବେଶ୍‌ ଆନନ୍ଦିତ ରହିଥିବା କୁହନ୍ତି। ରୋଜା ଫିଲ୍ମରେ ରହମାନ୍‌ଙ୍କ ସଙ୍ଗୀତର ଯାଦୁ ଲୋକଙ୍କୁ ପାଗଳ କରିଥିଲା। ଏହାପରେ ସେ ଅନେକ ଫିଲ୍ମରେ ନିଜର ପ୍ରତିଭା ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁ ରାଜନୀତିରେ ମଙ୍ଗଳବାର ସକାଳେ ହଠାତ୍‌ ବଡ଼ ରାଜନୈତିକ ହଙ୍ଗାମା ଦେଖିବାକୁ ମିଳିଛି। ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନଙ୍କୁ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri