Posted inରାଜ୍ୟ

ଏ ବର୍ଷ ଚାଷୀଙ୍କୁ ୯ ହଜାର କୋଟି ଋଣ ପ୍ରଦାନ ଲକ୍ଷ୍ୟ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ବିନା ସୁଧ ହାରରେ ଚାଷୀଙ୍କୁ ୫୦ହଜାର ଯାଏ କୃଷି ଋଣ ଯୋଗାଇ ଦିଆଯାଉଛି। ସେହିଭଳି ୫୦ହଜାରରୁ ୩ ଲକ୍ଷ ଯାଏ ଋଣ ୨% ସୁଧରେ ଦିଆଯାଉଛି। ଏପ୍ରିଲ ୨୫ରୁ ଚାଷୀମାନଙ୍କୁ ଋଣ ବଣ୍ଟନ କରାଯାଉଛି। ମେ ୩୧ ମଧ୍ୟରେ ୨୬୪୯ କୋଟି ଟଙ୍କାର ଋଣ ବଣ୍ଟନ ହୋଇଥିବା ଜଣାପଡ଼ିଛି। ଏଯାବତ୍‌ ସରକାର ୬ ଲକ୍ଷ ୧୯ହଜାର ଚାଷୀଙ୍କୁ ଋଣ ଯୋଗାଇ ଦେଇଛନ୍ତି। ତେବେ ଚଳିତ ବର୍ଷ ୯ହଜାର କୋଟି ଟଙ୍କା ଋଣ ବଣ୍ଟନ ଲକ୍ଷ୍ୟ ରହିଛି ବୋଲି ଗୀତଗୋବିନ୍ଦ ସଦନରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମବାୟ ସଚିବ ଭିଭି ଯାଦବ ଏ ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସର ୩ ବିଦ୍ୟୁତ୍‌ ବିତରଣ କମ୍ପାନୀ ବକେୟା ୪୨୩୪ କୋଟି

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ବିଦ୍ୟୁତ୍‌ ଦର ବୃଦ୍ଧି ପାଇଁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି)ରେ ଶୁଣାଣି ଚାଲିଥିବା ବେଳେ ଖାଉଟି ଏହାର ପ୍ରବଳ ବିରୋଧ କରୁଛନ୍ତି।...

ହକି ବିଶ୍ୱ କପ୍‌ ପାଇଁ ୬୭ କୋଟି ଖର୍ଚ୍ଚ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାରେ ପୁରୁଷ ହକି ବିଶ୍ୱ କପ୍‌ ଆୟୋଜନ କରି ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରୁ ପ୍ରଶଂସା ସାଉଁଟିଲେ। ୨୦୧୮ ନଭେମ୍ବର...

ଓଡ଼ିଶାରେ ୨ ନକଲି ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ୱର, ୭।୧୦(ବ୍ୟୁରୋ)- ୟୁଜିସି ପକ୍ଷରୁ ବୁଧବାର ନକଲି ବିଶ୍ୱବିଦ୍ୟାଳୟର ତାଲିକା ପ୍ରକାଶ ପାଇଛି। ସମଗ୍ର ଦେଶରେ ସରକାରଙ୍କୁ ଭୂଆଁ ବୁଲାଇ ୨୪ଟି ‘ଆତ୍ମଘୋଷିତ’ ଓ ‘ଅଣସ୍ବୀକୃତ’...

ବାପାଙ୍କୁ ହତ୍ୟା କରି ଘରେ ପୋତି ଥିଲା ପୁଅ

ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କାଡମ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାପାଙ୍କୁ ହତ୍ୟା କରି ଏକ ଭଙ୍ଗା...

ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍‌ମେଲ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ...

ଧାମନଗର:ଛିଡୁନି ଅଙ୍କକଷା

ଭଦ୍ରକ ଅଫିସ/ ଧାମନଗର,୯।୧୦ (ଡି.ଏନ.ଏ): ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜନୈତିକ ପାଣିପାଗ ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ...

୪,୫୦୦ କୋଟି ଟଙ୍କାର ପ୍ରକଳ୍ପକୁ ଏଚ୍‌ପିସି ଅନୁମୋଦନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଗ୍ରାମ୍ୟ ରାସ୍ତା, ପୋଲ, ବିଦ୍ୟୁତୀକରଣ, ପାନୀୟଜଳ, ଆଡ଼ିବନ୍ଧ, ବ୍ୟାରେଜ ନିର୍ମାଣ, ଗ୍ରାମାଞ୍ଚଳ ଜୀବନଜୀବିକା ଉନ୍ନତୀକରଣ ଆଦି ୪,୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ରାଜ୍ୟ...

ଦଧିବାମନଜୀଉ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି: ବର୍ଷକ ତଳେ ମୁଖ୍ୟ ମନ୍ଦିରରୁ ଚୋରି ସୁନା ଚିତାର ଟେର ପାଇନି ପୋଲିସ

ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍‌...

Advertisement
Archives

Model This Week