‘ଏ’ ବ୍ଲଡ୍‌ ଗ୍ରୁପ୍‌ଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ: ଚାଇନା ରିପୋର୍ଟ !

ବେଜିଂ,୧୮।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ବହୁ ଲୋକଙ୍କ ମୃତ୍ୟୁ ଘଟିଛି। ସମ୍ପ୍ରତି ଚାଇନାର ଉହାନ ଏବଂ ଶେନଜେନ୍‌ ସହରରେ କରାଯାଇଥିବା ଏକ ଗବେଷଣା ରିପୋର୍ଟରେ ଦର୍ଶାଯାଇଛି ଯେ, ‘ଏ’ ବ୍ଲଡ୍‌ ଗ୍ରୁପ୍‌ଙ୍କୁ କେରୋନା ସଂକ୍ରମଣ ଆଶଙ୍କା ଅନ୍ୟ ବ୍ଲଡ୍‌ ଗ୍ରୁପ୍‌ ତୁଳନାରେ ଅଧିକ ରହିଛି। ସେହିପରି ‘ଓ’ ବ୍ଲଡ୍‌ ଗ୍ରୁପ୍‌ ଲୋକଙ୍କ ଶରୀର ସହଜରେ କରୋନା ସଂକ୍ରମଣର ମୁକାବିଲା କରିପାରିଥାଏ। ଚାଇନାରେ କରୋନା ସଂକ୍ରମିତଙ୍କ ମଧ୍ୟରେ ୩୮ ପ୍ରତିଶତ ‘ଏ’ ବ୍ଲଡ୍‌ ଗ୍ରୁପ ଲୋକେ ଥିବାବେଳେ ୨୬ ପ୍ରତିଶତ ‘ଓ’ ବ୍ଲଡ୍‌ ଗ୍ରୁପ ରହିଛନ୍ତି। ଉହାନ ନିକଟରେ ଥିବା ସେଣ୍ଟର ଫର ଏଭିଡେନ୍ସ୍‌ ବେସଡ୍‌ ଆଣ୍ଡ ଟ୍ରାନ୍ସଲେଶନାଲ ମେଡିସିନ୍‌ଠାରେ ଏନେଇ ଅଧିକ ଗବେଷଣା ଜାରି ରହିଛି। କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ୨୦୬ ଜଣ ଲୋକଙ୍କ ଉପରେ ଏହି ଅଧ୍ୟୟନ କରାଯାଇଛି। ସେମାନଙ୍କ ମଧ୍ୟରେ ୮୫ ଜଣ ଅର୍ଥାତ୍‌ ୪୧.୨୬ ପ୍ରତିଶତଙ୍କର ‘ଏ’ ବ୍ଲଡ୍‌ ଗ୍ରୁପ ରହିଛି। ଅପରପକ୍ଷରେ ୫୨ ଲୋକଙ୍କର ବ୍ଲଡ୍‌ ଗ୍ରୁପ ‘ଓ’ ରହିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri