ଏ ମନ ଖୋଜୁଥାଏ ଯାହା…

କଥାରେ ଅଛି ଏମନ ଖୋଜୁ ଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି, ଏପରି ଏକ ଦମ୍‌ଦାର ଭୂମିକା ପାଇବା ପରେ ସେ କେମିତି ଖୁସିରେ ଉଛୁଳୁଛନ୍ତି। କଥା କ’ଣ କି ପ୍ରସନ୍ନ ପୃଷ୍ଟିଙ୍କ ଆଗାମୀ ଅନଟାଇଟଲ୍‌ଡ ଫିଲ୍ମରେ ତାଙ୍କୁ ଏଭଳି ଏକ ମନଲାଖି ଭୂମିକା ମିଳିଛି। ସେ ହେଲେ ଅଂଶୁମାନ ସାମନ୍ତରାୟ। ଏ ସମ୍ପର୍କରେ ସେ କହନ୍ତି, ‘ଏହି ଫିଲ୍ମର ମୁଖ୍ୟ ଖଳନାୟକ ଭାବରେ ମୁଁ ଦେଖାଦେବି। କାହାଣୀ ଏବଂ ଭୂମିକା ବିଷୟରେ ଜାଣିବା ପରେ ନିଜକୁ ଏ ନେଇ ମାନସିକ ସ୍ତରରେ ପ୍ରସ୍ତୁତ କରିସାରିଛି। ଏ ପର୍ଯ୍ୟନ୍ତ ମୁଁ ୮ଟି ଓଡ଼ିଆ ସିନେମାରେ ଭିନ୍ନ ଭିନ୍ନ ରୋଲ୍‌ରେ ଅଭିନୟ କରିଛି। ହେଲେ ଏହି ଫିଲ୍ମର ଭୂମିକା ସମ୍ପୂର୍ଣ୍ଣ ଭିନ୍ନ। ମୋ ବାପା ଆର.କେ. ସାହୁ, ମା’ ନିରୁପମା ସାମନ୍ତରାୟ, ସ୍ତ୍ରୀ ରୋଜାଲିନା ଏବଂ ଝିଅ ସିଲ୍‌ଭି ଶ୍ୱେତାଲିନାଙ୍କ ପ୍ରେରଣା ମୋତେ ଆକ୍ଟିଂ ଲାଇନ୍‌ରେ ଆଗେଇବାରେ ବେଶ୍‌ ସହାୟକ ହୋଇଛି।’ ତେବେ ଏଥର ଅଂଶୁମାନ ବଡ଼ ପରଦାରେ କି କମାଲ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri