Posted inଜାତୀୟ

ଏ ଯୁଗର ଶ୍ରବଣ କୁମାର: ସ୍କୁଟରରେ କରାଇଲେ ମା’ଙ୍କର ତୀର୍ଥଯାତ୍ରା

ରାୟପୁର,୨୮।୪: ଛତିଶଗଡ଼ରେ ବାସ କରୁଛନ୍ତି କର୍ନାଟକର ମୈସୁରଓ୍ବାଲୀ ଗ୍ରାମ ନିବାସୀ ଡି. କୃଷ୍ଣ କୁମାର। ଗତ ୪ ବର୍ଷ ତଳେ ତାଙ୍କ ପିତାଙ୍କ ମୃତ୍ୟୁ ହୋଇଥିଲା। ଏବେ କୃଷ୍ଣ କୁମାର ୪୦ ବର୍ଷ ପୁରୁଣା ସ୍କୁଟରେ ମା’ଙ୍କୁ ବସାଇ ତୀର୍ଥ ଯାତ୍ରା କରାଇଛନ୍ତି। ଇତିମଧ୍ୟରେ ସେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଗୋଆ, ପଣ୍ଡିଚେରୀ ଆଦି ଯାତ୍ରା କରି ଦନ୍ତଓ୍ବାଡାରେ ପହଞ୍ଚି ମା’ ଦନ୍ତେଶ୍ୱରୀଙ୍କୁ ଦର୍ଶନ କରିଛନ୍ତି। ଏପର୍ଯ୍ୟନ୍ତ କୃଷ୍ଣ କୁମାର ବିବାହ କରି ନାହାଁନ୍ତି। ମା’ଙ୍କ ସେବା କରିବା ପାଇଁ କୃଷ୍ଣ କୁମାର ଏଭଳି କରିଥିବା ମା’ କୁଣ୍ଡା ରତ୍ନା କହିଛନ୍ତି। ସ୍ଥାନୀୟ ଅଞ୍ଚଳରେ କୃଷ୍ଣ କୁମାରଙ୍କୁ ଏ ଯୁଗର ଶ୍ରବଣ କୁମାର କୁହାଯାଉଛି। କୃଷ୍ଣ କୁମାରଙ୍କ ଏଭଳି କାର୍ଯ୍ୟ ନେଇ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri