ଏ ସବୁ ସମସ୍ୟାରୁ ମୁକ୍ତିଦିଏ କର୍ପୂରତେଲ

ଘରେ ବିଭିନ୍ନ ପୂଜାପାର୍ବଣ ବା ଆଳତି ସମୟରେ କର୍ପୂରର ବ୍ୟବହାର କରାଯାଇଥାଏ। ଏହା ପରେ ମଧ୍ୟ କର୍ପୂରକୁ ବିଭିନ୍ନ କାର୍ଯ୍ୟ ପାଇଁ ବ୍ୟବହାର କରାଯାଇଥାଏ। ଏଥିରୁ ଆଣ୍ଟିବାୟୋଟିକ୍‌ ଓ ଆଣ୍ଟି ଫଙ୍ଗାଲ ଗୁଣ ମିଳିଥାଏ। ଏହା ସ୍ବାସ୍ଥ୍ୟ ଓ ସୌନ୍ଦର୍ଯ୍ୟ ଲାଗି ମଧ୍ୟ ବ୍ୟବହାର କରାଯାଏ। ତେବେ ଉଭୟ କର୍ପୂର ଓ କର୍ପୂରତେଲ ଅନେକ କାର୍ଯ୍ୟରେ ଲାଗିଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ।

-କର୍ପୂରତେଲକୁ ମୁହଁରେ ଲଗାଇଲେ ବ୍ରଣ ସହ କଳାଦାଗ ସମସ୍ୟା ଦୂରହୋଇଥାଏ। ଏହାକୁ କପାଳରେ ଲଗାଇ ମାଲିସ କଲେ ଚିନ୍ତାରୁ ମୁକ୍ତି ମିଳିଥାଏ।

– ଏହି ତେଲକୁ କେଶରେ ଲଗାଇବା ଫଳରେ କେଶ ଝଡ଼ିବା, ରୁପି ଓ ଚନ୍ଦାପଣ ସମସ୍ୟା ଦୂରହୋଇଥାଏ। ମୁହଁ ସଫା କରିବାର ଏକଘଣ୍ଟା ପୂର୍ବରୁ ଏହାକୁ ଦହିରେ ମିଶାଇ ଲଗାଇ ଧୋଇଦିଅନ୍ତୁ। କେଶ ସମସ୍ୟା ଦୂରହେବ।

– ଗରମପାଣିରେ ଅଳ୍ପ କର୍ପୂରତେଲ ମିଶାଇ ସେଥିରେ ପାଦ ବୁଡ଼ାଇଲେ ଗୋଡ଼ ଫଟା ସମସ୍ୟାରୁ ମୁକ୍ତି ମିଳିଥାଏ।

-ଶରୀରରେ କଟାଦାଗ କି କଳାଦାଗ ଯଦି ରହିଥାଏ ତେବେ କର୍ପୂରତେଲ ଲଗାଇବା ଫଳରେ ତାହା ଦୂରହୋଇଥାଏ।

-ଏହାକୁ ଶରୀରରେ ମାଲିସ କରିବା ଫଳରେ ଦରଜ କମିଥାଏ।

ଏହି ତେଲ ବଜାରରେ ଉପଲବ୍ଧ ହେଉଥିଲେ ମଧ୍ୟ ଏହାକୁ ଘରେ ପ୍ରସ୍ତୁତ କରିପାରିବେ। ଏଥିପାଇଁ ଅଳ୍ପ ନଡ଼ିଆ ତେଲରେ କର୍ପୂରଗୁଣ୍ଡ ମିଶାଇ ଏକ ବନ୍ଦ ପାତ୍ରରେ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri