ଐଶ୍ଚର୍ଯ୍ୟାଙ୍କୁ ଧରି କାନ୍ଦିଲେ କାଜୋଲ

ଅଭିନେତା ଅଜୟ ଦେବଗନଙ୍କ ପିତା ବୀରୁ ଦେବଗନଙ୍କ ଦେହାନ୍ତରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ସୋମବାର ବୀରୁଙ୍କ ଶେଷଦର୍ଶନ ପାଇଁ ବଲିଉଡ ଷ୍ଟାର୍ସମାନେ ଅଜୟଙ୍କ ମୁମ୍ବାଇସ୍ଥିତ ବାସଭବନରେ ଭିଡ ଜମାଇଥିଲେ। ମହାନାୟକ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ, ଐଶ୍ଚର୍ଯ୍ୟା ରାୟ, ସଲମାନ ଖାନ୍‌, ଅମିର ଖାନ୍‌ ପ୍ରମୁଖ ବୀରୁ ଦେବଗନଙ୍କ ଶେଷଦର୍ଶନ କରିଥିଲେ। ବୀରୁଙ୍କ ବୋହୂ ତଥା ଅଭିନେତ୍ରୀ ଶ୍ୱଶୂ୍‌ରଙ୍କ ଦେହାନ୍ତ ସମ୍ପୂର୍ଣ୍ଣ ଭାଙ୍ଗିପଡିଥିବାର ଦେଖାଯାଇଥିଲା। ଐଶ୍ଚର୍ଯ୍ୟାଙ୍କୁ ଧରି ସେ କାନ୍ଦୁଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନାଯୋଗ୍ୟ, ବୀରୁ ଦେବଗନ ବଲିଉଡରେ ଜଣେ ଆକ୍ସନ କୋରିଓଗ୍ରାଫର ଏବଂ ନିର୍ଦ୍ଦେଶକ ଭାବେ ଖ୍ୟାତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ୍‌ ପୂର୍ବରୁ ସୁପରହିଟ୍‌ ହେଲା ଫିଲ୍ମ ‘ସାହୋ: ୨୪ ଘଣ୍ଟାରେ ୧ କୋଟିରୁ ଉର୍ଦ୍ଧ୍ୱ ଦର୍ଶକ ଦେଖିଲେଣି ଟ୍ରେଲର

ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ଷ୍ଟାରର ଫିଲ୍ମ ’ସାହୋ’ର ଜବରଦସ୍ତ ଟ୍ରେଲର ରିଲିଜ ହୋଇଛି। ଫିଲ୍ମର ଟିଜର୍‌ ଏବଂ ଗୀତ...

ଦୁଇ ଭଉଣୀଙ୍କ ପାଇଁ ଟାଟୁ କଲେ ହର୍ଷବର୍ଦ୍ଧନ

ବଲିଉଡ୍‌ ଅଭିନେତା ଅନିଲ କପୁରଙ୍କ ପୁଅ ତଥା ଅଭିନେତା ହର୍ଷବର୍ଦ୍ଧନ ଦୁଇ ଭଉଣୀଙ୍କ ନାଁରେ ଟାଟୁ କରିଛନ୍ତି। ନିଜ ଇନଷ୍ଟାଗ୍ରାମରେ ସେ ଏକ ଫଟୋ ଶେୟାର୍‌...

ରିଲିଜ ହେବ ‘କ୍ରେଜି-୪ : ଆମେ ଓଡିଆ ଟୋକା’: ଆଶାରେ ଅଭିଷେକ

ଅଭିଷେକ ରଥ ଏବେ ଠାରୁ ଦିନ ଗଣିବା ଆରମ୍ଭ କଲେଣି। କାରଣ ତାଙ୍କ ଅଭିନୀତ ‘କ୍ରେଜି-୪ : ଆମେ ଓଡିଆ ଟୋକା’ ଖୁବ୍‌ ଶୀଘ୍ର ରିଲିଜ...

ସୀତା ଲୋ…ଗୀତକୁ ଲଗାତର ୪ ଥର ଗାଇଥିଲି

କଣ୍ଠଶିଳ୍ପୀ ଟି. ସୌରୀ ଓଡ଼ିଆ ସିନେମା, ଆଲ୍‌ବମ, ଭଜନ କ୍ଷେତ୍ରରେ ଅନେକ ଗୀତରେ କଣ୍ଠଦାନ କରିଛନ୍ତି। ଏବେ ଏକ ମ୍ୟୁଜିକ ଇନଷ୍ଟିଚ୍ୟୁଟ ଖୋଲି କୁନି କୁନି...

ଅଭିଷେକଙ୍କ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପ୍ରସ୍ତୁତ ଏହି ଅଭିନେତା

ମୁମ୍ବାଇ: କରୋନା କବଳରେ ଏବେ ବଲିଉଡ୍‌। ବଲିଉଡ୍‌ ଇଣ୍ଡଷ୍ଟ୍ରି ଓ ଟେଲି ଜଗତର କେତେକ କଳାକାର କରୋନାରେ ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ବେଳେ ଆଉ...

ସୁଶାନ୍ତଙ୍କ ମୃତ୍ୟୁ ପୂର୍ବରୁ ଓ୍ବିକିପିଡିଆ ହୋଇଥିଲା ଅପଡେଟ୍‌, ଜାଣନ୍ତୁ ଏଥିରେ କ’ଣ ରହିଛି ସତ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ପରେ ଦିନକୁ ଦିନ କିଛି ନା କିଛି ନୂଆ କଥା ସାମ୍ନାକୁ ଆସୁଛି। ଏବେ...

ତାପସଙ୍କ ସଜବାଜ

ଜଲିଉଡ୍‌ର ଆଗଧାଡିର ନିର୍ଦ୍ଦେଶକ ତାପସ ସ୍ବାଇଁ। ଚଳିତବର୍ଷ ତାଙ୍କ ନିର୍ଦ୍ଦେଶିତ ନାଟକ ‘ମୁଁ ସେହି ଭଦ୍ରକିଆ ଟୋକା (ରଙ୍ଗମହଲ) ଖଣ୍ଡଗିରି ଅପେରା ମେଳାରେ ବାଜିମାତ କରିଛି।...

ରବିନା ନାତିଙ୍କୁ ଦେଲେ ସ୍ପେଶାଲ ଉପହାର

ମୁମ୍ବାଇ: ବଲିଉଡ୍‌ ନାୟିକା ରବିନା ଟଣ୍ଡନ ନିକଟରେ ଜେଜେମା’ ହୋଇଥିଲେ। ରବିନାଙ୍କ ଝିଅ ଛାୟା ନିକଟରେ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଏବେ ସେ ତାଙ୍କ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *