ଓଏଏସ୍‌ସ୍ତରରେ ଅଦଳବଦଳ,ପକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ହେଲେ ଇନ୍ଦ୍ରମଣୀ ତ୍ରିପାଠୀ, ବିଶ୍ୱନାଥ ସାହୁ, ତୁଷାରକାନ୍ତ ମହାନ୍ତି, ପ୍ରଦୀପ କୁମାର ଗରଡ଼ିଆ, ଚିତ୍ତରଞ୍ଜନ ପାତ୍ର, ପ୍ରତାପ କୁମାର ମିଶ୍ର, ଶୁଭେନ୍ଦୁ କୁମାର ନାୟକ, ଶିବ ନାରାୟଣ ସାହୁ, ଲିନା କୁମାରୀ ଜେସ୍‌, ସୁବ୍ରତ କୁମାର ନାୟକ, ଲଗ୍ନଜିତ୍‌ ରାଉତ, ଅରୁଣ କୁମାର ମଲ୍ଲିକ, ସରୋଜ କୁମାର ବେହେରା, ଅଞ୍ଜଲିନା ପ୍ରଧାନ ଏବଂ ସୁଧାଂଶୁ କୁମାର ମହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଚିହ୍ନିବା କଷ୍ଟକର

ଭୁବନେଶ୍ୱର,୬।୬ (ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାକୁ ସୋମବାର ୪ ଦିନ ପୂରିଛି। ଘଟଣାସ୍ଥଳରୁ ଆହତ ଏବଂ ମୃତକଙ୍କ ଉଦ୍ଧାର କାର୍ଯ୍ୟ ସରିଥିବାବେଳେ ଏବେ...

ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ସମଗ୍ର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ...

କୋଇଲା ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଗିରଫ

ତିହିଡ଼ି, ୬।୯ (ଡି.ଏନ.ଏ.): ଭଦ୍ରକ-ଚାନ୍ଦବାଲି ରାସ୍ତାର ଦୋଳସାହି ଗୋରୁହାଟ ନିକଟରୁ ଶୁକ୍ରବାର ତିହିଡ଼ି ଥାନା ପୋଲିସ କୋଇଲା ବେଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛି।...

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ବାଲିଗୁଡା,୬ା୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ୨୦୦୮, ଅଗଷ୍ଟ ୨୩ରେ ହତ୍ୟା କରାଯାଇଥିଲା। ଏହି...

ପ୍ରବଳ ଗାଳିବ ବର୍ଷା: ୭ ଜିଲାକୁ ରେଡ୍‌ ଓ୍ବର୍ନିଂ

ଭୁବନେଶ୍ବର,୧୨।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼...

ସମ୍ବଲପୁର ଯାଉଥିବା ବେଳେ ଭାଜପା ନେତାଙ୍କୁ ଅଟକାଇଲା ପୋଲିସ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ହିଂସାକାଣ୍ଡ ପରେ ସହରରେ କର୍ଫ୍ୟୁ ଜାରି ହୋଇଛି। ତେବେ ମଙ୍ଗଳବାର ସକାଳେ କର୍ଫ୍ୟୁ କୋହଳ ଥିବା ବେଳେ ଦଙ୍ଗାରେ...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୪ ହଜାର ମୁହାଁହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରବିବାର ରାଜ୍ୟରେ ୩,୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ପ୍ରାକୃତିକ ବାଲିସ୍ତୁପ ଉଭାନ୍‌: ମାଡ଼ିଆସୁଛି ଅଶାନ୍ତ ସମୁଦ୍ର; ଧ୍ୱଂସ ହେଉଛି ଝାଉଁ ଜଙ୍ଗଲ, କିଆବାଡ଼

କାକଟପୁର, ୬।୮(ଡି.ଏନ୍‌.ଏ.)-ବିସ୍ତୀର୍ଣ୍ଣ ସମୁଦ୍ର ତଟ ପାଇଁ ପୁରୀ ଜିଲା ପର୍ଯ୍ୟଟନ ମାନଚିତ୍ରରେ ବିଶେଷ ସ୍ଥାନ ଅଧିକାର କରିଛି। ମାତ୍ର ଗତ କେତେ ବର୍ଷ ଧରି ପୁରୀ...

Advertisement
Archives

Model This Week