ଓଏଏସ୍‌ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌:ଗୀତୁ ବଢ଼ାଇଲେ ଗୌରବ

ଢେଙ୍କାନାଳ ଅଫିସ, ୧୨।୧

ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର ସାହି ଅଞ୍ଚଳର ଗୀତୁ ବେହେରା। ପ୍ରଥମ ଥର ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବାରୁ ବେଶ୍‌ ଆତ୍ମସନ୍ତୁଷ୍ଟି ଲାଭ କରିଛନ୍ତି ଏହି ବିଟେକ୍‌ ଇଞ୍ଜିନିୟରିଂ ଛାତ୍ରୀ।
ବିଶିଷ୍ଟ ଫଟୋଗ୍ରାଫର ବସନ୍ତ ବେହେରା ଏବଂ ସରୋଜିନୀ ବେହେରାଙ୍କ ଦୁଇ ପୁଅ ଏବଂ ଏକମାତ୍ର ଝିଅ ମଧ୍ୟରେ ଗୀତୁ ହେଉଛନ୍ତି ସବୁଠାରୁ ସାନ। ନିଜ ସଫଳତା ସମ୍ପର୍କରେ ସେ କୁହନ୍ତି, ରାଜ୍ୟ ସରକାରଙ୍କ ପ୍ରଶାସନିକ ସେବାରେ ଯୋଗଦେବା ପରେ ‘୫-ଟି’ ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱ ରହିବ। ଏଥିସହ ସରକାରୀ ଯୋଜନାରୁ ବଞ୍ଚତ୍ତ ଜନସାଧାରଣ କିପରି ନ୍ୟାୟ ପାଇପାରିବେ ସେଥିଲାଗି ପ୍ରାଥମିକତା ଦେବା ମୂଳଲକ୍ଷ୍ୟ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗୀତୁ ସରାଙ୍ଗସ୍ଥିତ ଆଇଜିଆଇଟିରୁ ବି-ଟେକ୍‌ କରିଛନ୍ତି। ଏହି ସଫଳତା ହାସଲ ପରେ ବିଭିନ୍ନ ମହଲରେ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଶନିବାର ଗୋପାଳସାଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥାୟୀ କର୍ମଚାରୀଙ୍କୁ ପିଏଚ୍‌ଡି ଦେଉଛି ଦୈନିକ ୭୪ ଟଙ୍କା ମଜୁରି : ଚାକିରି ୧୭ ବର୍ଷ, ଦରମା ୨ ହଜାର

ତାଳଚେର,୧୨ା୧(ମନୋଜ ନନ୍ଦ) ସରକାର ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ୨୯୮ ଟଙ୍କା ଧାର୍ଯ୍ୟ କରିଛନ୍ତି। ହେଲେ ତାଳଚେର ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡି) ନିଜ ଅସ୍ଥାୟୀ କର୍ମଚାରୀଙ୍କୁ...

୪ ଦିନିଆ ରିମାଣ୍ଡରେ ଗଲେ ବିରଞ୍ଚି: ଖୋଲିବ ଗୁମର

ଭୁବନେଶ୍ୱର,୩।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌)...

ଆଇଏଫ୍‌ଏସ୍‌ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ତଥା ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଓଡ଼ିଶା ସମେତ ୪...

୧୦ରୁ ଉତ୍ସବ ପ୍ରଧାନପାଟ : ଅଂଶଗ୍ରହଣ କରିବେ ୭୫୦ରୁ ଊଦ୍ଧ୍ୱର୍ର୍ କଳାକାର

ଦେବଗଡ଼, ୯।୨(ଡି.ଏନ.ଏ.)- ଆଗାମୀ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ଦିନ ଧରି ପ୍ରଧାନପାଟ ଜଳପ୍ରପାତ ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ପାଳିତ ହେବାକୁ ଥିବା...

ଡ୍ୟୁଟିରେ ଥାଇ ଜୀବନ ଗଲେ ମିଳିବ ଭତ୍ତା

ଭୁବନେଶ୍ୱର,୧୭।୭(ବ୍ୟୁରୋ): କୋଭିଡ ଯୋଦ୍ଧା ଅଙ୍ଗନଓ୍ବାଡି ଓ ଆଶା କର୍ମଙ୍କ ପରିବାର ପାଇଁ ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି। ଡ୍ୟୁଟିରେ ଥାଇ ଅଙ୍ଗନଓ୍ବାଡି, ଆଶା କର୍ମୀଙ୍କ...

ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୯(ବ୍ୟୁରୋ): କଟକ ଓ ଭୁବନେଶ୍ୱର ମହାନଗର ନିଗମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। କେତେକ ବ୍ୟକ୍ତି କୋଭିଡ ଗାଇଡ ଲାଇନରେ ଥିବା...

ଫନୀକୁ ବିତିଲା ୨ମାସ, ସଳଖିହେଉନି ସୂଚନାଫଳକ

ନରାଜ,୨୦ା୭(ଡି.ଏନ୍‌.ଏ.): ବାରଙ୍ଗ ଅଞ୍ଚଳରେ ବିିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱ ହୋଇଯାଇଥିଲେ...

ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ...

Advertisement


Archives

Model This Week