ଓଏଏସ୍‌ ପରୀକ୍ଷା: ଶାରଦାପ୍ରସନ୍ନଙ୍କୁ ୧୫ ର଼୍ୟାଙ୍କ

ଓଡ଼ାପଡ଼ା,୭।୧(ଡି.ଏନ.ଏ.)

ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅଧୀନ ଓଡ଼ାପଡ଼ା ଗ୍ରାମର ଶାରଦା ପ୍ରସନ୍ନ ପଣ୍ଡା ସମଗ୍ର ରାଜ୍ୟରେ ୧୫ନଂ. ର଼୍ୟାଙ୍କରେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବାପରେ ଆଖପାଖ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।
ଜଣେ ମେଧାବୀ ଛାତ୍ର ଭାବେ ଶାରଦା ଅଞ୍ଚଳବାସୀଙ୍କ ମଧ୍ୟରେ ବେଶ୍‌ ପରିଚିତ। ପିଲାଟି ଦିନରୁ ସେ ପ୍ରଶାସନିକ ସେବାରେ ଯୋଗଦେବାକୁ ଲକ୍ଷ୍ୟ ରଖି ଆଗେଇ ଚାଲିଥିଲେ। ପରୀକ୍ଷାରେ ଭଲ ର଼୍ୟାଙ୍କ ରଖି ପାସ୍‌ ହୋଇଥିବା ଜଣାପଡ଼ିବା ପରେ ଶାରଦାଙ୍କ ନିକଟକୁ ଛୁଟିଛି ପ୍ରଶଂସାର ସୁଅ। ଉଲ୍ଲେଖଯୋଗ୍ୟ, ଶାରଦା ହେଉଛନ୍ତି ଓଡ଼ାପଡ଼ା ଗ୍ରାମର ସ୍ବର୍ଗତ ଶ୍ୱେତ କୁମାର ପଣ୍ଡା ଏବଂ ଜୟନ୍ତୀ ପଣ୍ଡାଙ୍କ ପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ପ୍ରସ୍ତୁତି : ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ

ଭୁବନେଶ୍ୱର, ୨୧।୭: ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri