Posted inଜାତୀୟ

ଓଓ୍ବେସିଙ୍କ ଦଳକୁ ଭାଜପାର ବି ଟିମ୍‌ କହିଲେ ମମତା

କୋଲକାତା,୧୯।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅସଦୁଦ୍ଦିନ୍‌ ଓଓ୍ବେସିଙ୍କ ରାଜନୈତିକ ଦଳ ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ୍‌ ମୁସ୍ଲିମିନ୍‌କୁ ଭାଜପାର ବି ଟିମ୍‌ ବୋଲି କହିଛନ୍ତି। ସେ ଓଓ୍ବେସିଙ୍କ ନାମ ନନେଇ କହିଛନ୍ତି ଯେ, କିଛି ଅଳ୍ପସଂଖ୍ୟକ କଟ୍ଟର ପନ୍ଥୀନେତା ଯେଉଁମାନେ ହାଇଦ୍ରାବାଦ୍‌ରେ ରହି ବିଭିନ୍ନ ମନ୍ତବ୍ୟ ଦେଉଛନ୍ତି। ସେମାନଙ୍କ ପ୍ରତି ଦୃଷ୍ଟି ନ ଦେବାକୁ ମମତା ଦଳୀୟ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି। ଓଓ୍ବେସି ପଶ୍ଚିମବଙ୍ଗରେ ତାଙ୍କ ଦଳ ବିଧାନସଭା ନିର୍ବାଚନ ଲଢ଼ିବା ଘୋଷଣା କରିବା ପରେ ମମତା ଏଭଳି ମନ୍ତବ୍ୟ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍କନ ମନ୍ଦିର ଆସିଲେ ଦେବାକୁ ପଡିବ ସ୍ବାସ୍ଥ୍ୟ ପ୍ରମାଣପତ୍ର

ମଥୁରା,୫।୩: ଦିଲ୍ଲୀର ମଥୁରାରେ ଥିବା ବୃନ୍ଦାବନ ଇସ୍କନ ମନ୍ଦିରର ପିଆର୍‌ଓ ସୌରଭ ଦାସ ଗୁରୁବାର କହିଛନ୍ତି, ଆସନ୍ତା ଦୁଇ ମାସ ପର୍ଯ୍ୟନ୍ତ ଇସ୍କନ ମନ୍ଦିର ନ...

ମାଗଣାରେ କୃଷକଙ୍କ ଚୁଟି, ଦାଢ଼ି କାଟୁଛନ୍ତି ସେଲୁନ ମାଲିକ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ ୩ ସପ୍ତାହରୁ ଅଧିକ ଦିନ ହେଲା ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନ କରୁଛନ୍ତି କୃଷକମାନେ। ଏହି ଆନ୍ଦୋଳନକୁ ବିଭିନ୍ନ...

ରାଜଧାନୀ ଛାଡିବାକୁ ଚାହୁଁଛନ୍ତି ଲୋକେ

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଏବେ ଅଧିକ ହୋଇଯାଇଛି ଯେ ଏଠାରେ ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ନେଇ ବିଭିନ୍ନ...

କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଗୋଟିଏ ସ୍ଥାନରେ ଏଭଳି ପୋତାଯାଉଛି: ଭିଡିଓ ଭାଇରାଲ

ବେଲାରୀ,୧।୭: କର୍ନାଟକର ବେଲାରୀରେ କରୋନା ଯୁଦ୍ଧରେ ହାରିଯାଇଥିବା ଲୋକଙ୍କ ମୃତଦେହ ସହିତ ଦୁର୍ବ୍ୟବହାର ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି। ମୃତଦେହକୁ ପୋତିବା ପାଇଁ କିଛି...

ପର୍ନ ଫିଲ୍ମ ମାମଲା: ରାଜ କୁନ୍ଦ୍ରା ଗିରଫ

ମୁମ୍ବାଇ,୧୯।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବିଶିଷ୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ ପୋଲିସ ସୋମବାର ରାତିରେ ଗିରଫ କରିଛି। ସେ ଅଶ୍ଳୀଳ...

ଆମ୍ବେଦକରଙ୍କୁ ମନେପକାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୪: ଆଜି ଦେଶର ସମ୍ବିଧାନ ରଚୟତା ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ୧୩୦ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ...

ହାଥରସରେ ଗଣବଳାତ୍କାର ମାମଲା: ନିଲମ୍ବିତ ହେଲେ ଏସପି, ଡିଏସ୍‌ପି

ଲକ୍ଷ୍ନୌ, ୨।୧୦-ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣବଳାତ୍କାର ମାମଲାରେ ଯୋଗୀ ସରକାର ଡିଏସପି ଏବଂ ଏସପିଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହିତ ଇନ୍ସପେକ୍ଟରଙ୍କ ସହ କିଛି ପୋଲିସ କର୍ମଚାରୀ...

ସିବିଏସ୍‌ଇ ବଢାଇଲା ପରୀକ୍ଷା ଫି’

ନୂଆଦିଲ୍ଲୀ,୧୧।୮: ସିବିଏସଇ ବଢାଇଲା ପରୀକ୍ଷା ଫି’। ସିବିିଏସ୍‌ଇ ଅଧିନରେ ପଢୁଥିବା ଅନୁସୂଚିତ ଜାତି ଏବଂ ଜନଜାତି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’କୁ ୨୪ ଗୁଣା ବଢାଇ ଦିଆଯାଇଛି।...

Advertisement


Archives

Model This Week

Why Dharitri