ବ୍ରହ୍ମପୁର ଅଫିସ୍,୮ା୧୧-ଦିଲ୍ଲୀର ତିସ୍ହଜାରୀ କୋର୍ଟ ପରିସରରେ ଜଣେ କାର୍ଯ୍ୟରତ ଓକିଲଙ୍କ ଉପରକୁ ଦିଲ୍ଲୀ ପୋଲିସର ଗୁଳିଚାଳନାକୁ ନେଇ ଗଞ୍ଜାମ ଓକିଲ ସଂଘ ବରିଷ୍ଠ ସଦସ୍ୟମାନେ ନିନ୍ଦା କରିଛନ୍ତି। ସାମାନ୍ୟ ପାର୍କିଂକୁ ନେଇ ପୋଲିସ ସଞ୍ଜମତା ଆଚରଣ କରିବା ପରିବର୍ତ୍ତେ କାର୍ଯ୍ୟରତ ଓକିଲଙ୍କ ଉପରକୁ ଗୁଳି ଚଳାଇବା ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ। ଏହି ପରିପ୍ରେକ୍ଷୀରେ ପୋଲିସ କ୍ଷମା ମାଗିବା ପ୍ରତିବଦଳରେ ଆନ୍ଦୋଳନ କରିବା ଗ୍ରହଣୀୟ ନୁହେଁ। ଆଇନ୍ର ରକ୍ଷା ଓ ଲୋକଙ୍କ ଧନଜୀବନର ସୁରକ୍ଷା ପାଇଁ ଶପଥ ନେଇଥିବା ପୋଲିସ କଥା କଥାକେ ଉଗ୍ର ହେବାକୁ ସ୍ଥାନୀୟ ଓକିଲମାନେ ନିନ୍ଦା କରିଛନ୍ତି। ଗୁଳି ଚଳାଇଥିବା ପୋଲିସ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ଆଘାତପ୍ରାପ୍ତ ଆଇନଜୀବୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ ଏବଂ ଦୋଷୀ ପୋଲିସଙ୍କୁ ଦଣ୍ଡ ଦେବାକୁ ଆଇନଜୀବୀ ଭଗବାନ ସାହୁ, ମାଗୁଣି ଚରଣ ପଲାଇ, ପୀତବାସ ପଣ୍ଡା, ସୂର୍ଯ୍ୟନାରାୟଣ ପଟ୍ଟନାୟକ, ନିରଞ୍ଜନ ପ୍ରସାଦ ନାୟକ, ଶ୍ରୀକାନ୍ତ ପଟ୍ଟନାୟକ, ଶିଶିର କୁମାର ପାଣି, ନିରଞ୍ଜନ ପାଢୀ, ପ୍ରଦୀପ ଦାସ, ଏମ୍.ଏସ୍. ସାଦମାନୀ, ଅରୁଣ କୁମାର ରାଉତ, ଶରତ ଚନ୍ଦ୍ର ଦାଶ ଏବଂ ରଘୁନାଥ ପାଣିଗ୍ରାହୀ ପ୍ରମୁଖ ଦାବି କରିଛନ୍ତି ।
Posted inଆମ ଜିଲା ଖବର, ଗଞ୍ଜାମ View All
ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…
ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…
ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ
ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…
କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…
କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ…
ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ
ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…
ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ
ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…
ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ
ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…
ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା
ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍ଜୀବିତ କରିବା ଲକ୍ଷ୍ୟ…
ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର
ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍ସାରରେ ଭର୍ତ୍ତି…
Archives

