ଓକିଲ, ମୋହରିର, ଅଭିଯୁକ୍ତଙ୍କଠାରେ କରୋନା ପଜିଟିଭ୍‌: ପୁରୀ କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ ବିଶୋଧନ

ପୁରୀ ଅଫିସ,୧୮ା୬ : ପୁରୀ ଜିଲା ସିଭିଲ୍‌ କୋର୍ଟ ପରିସରରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ବୁଧବାର କୋର୍ଟ ସମେତ ଜିଲାପାଳଙ୍କ କାର୍ଯ୍ୟାଳୟ ଏବଂ ଏହାର ଆଖପାଖ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଗୁରୁବାର ସମ୍ପୃକ୍ତ ଅଞ୍ଚଳରେ ବିଶୋଧନ କାର୍ଯ୍ୟ ଜୋରଦାର ଚାଲିଛି। ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ବିଭିନ୍ନ ସରକାରୀ ଅଟ୍ଟାଳିକାକୁ ବିଶୋଧନ କରାଯାଉଛି। ଜିଲା ଅଗ୍ନିଶମ କର୍ମଚାରୀମାନେ ଏହି କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଅଞ୍ଚଳରେ ରାସାୟନିକ ସ୍ପ୍ରେ କରୁଛନ୍ତି।
ସୂଚନାଯୋଗ୍ୟ, କୋର୍ଟର ଜଣେ ଓକିଲ, ମୋହରିର ଏବଂ ହାଜର ହେବାକୁ ଆସିଥିବା ୩ ଅଭିଯୁକ୍ତଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଟ୍‌ଖା କାରଖାନାରେ ଚଢ଼ାଉ

ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍‌ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର...

ବିଭିନ୍ନ ଦାବି ନେଇ ଏଲଆଇସିର ଏଜେଣ୍ଟଙ୍କ ଧାରଣା

ରାୟଗଡ଼ା ଅଫିସ,୨୧।୧: ରାୟଗଡ଼ାର କସ୍ତୁରୀନଗରଠାରେ ଥିବା ଏଲଆଇସିର ମୁଖ୍ୟଶାଖାରେ ଏଲଆଇସିର ଏଜେଣ୍ଟଙ୍କ ପକ୍ଷରୁ ଲାଇଫ ଇନସ୍ୟୁରାନ୍ସ ଅଫ ଫେଡ଼େରେଶନ ଅଫ ଇଣ୍ଡିଆର ନିର୍ଦ୍ଦେଶ କ୍ରମେ ଏଲଆଇସିର...

ଗୁରୁତର କୁକୁର ସୁସ୍ଥ ପରେ ଫେରିଲା

ଜଗତ୍‌ସିଂହପୁର ଅଫିସ, ୨୧ା୭: ଜଗତ୍‌ସିଂହପୁର ଜିଲା ବାଲିକୁଦା ମେଡିକାଲ ରାସ୍ତାରେ ୨୪ା୫ା୨୨ରେ ଏକ ବୁଲା କୁକୁର ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିଲା। ପିପୁଲ ଫର୍‌ ଆନିମଲ...

ପୁଣି ଆତଙ୍କ ଘନେଇଲା, ୪ ରାଜ୍ୟରେ ସ୍ଥିତି ସଙ୍କଟ ଜନକ…

ନୂଆଦିଲ୍ଲୀ, ୧୨।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଛତ୍ରପୁର ହସ୍ପିଟାଲରେ ଜୀବାଣୁ ନାଶକ ସ୍ପ୍ରେ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଛତ୍ରପୁର ହସ୍ପିଟାଲ ପରିସରରେ ଶୁକ୍ରବାର ଅଗ୍ନିଶମ ବିଭାଗ ପକ୍ଷରୁ ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। ପରେ ଛତ୍ରପୁର ଏନ୍‌ଏସିର ବିଭିନ୍ନ ଛକରେ ମଧ୍ୟ ଏହାକୁ...

ଓଟିଏମ୍‌ ବଞ୍ଚାଓ ଶ୍ରମିକ ଆନ୍ଦୋଳନକୁ ୧୫ବର୍ଷ

ଚୌଦ୍ୱାର,୨।୯(ଡି.ଏନ୍‌.ଏ.): ୨୦୦୧ରୁ ବନ୍ଦ ହୋଇଯାଇଥିବା ସର୍ବବୃହତ୍‌ କମ୍ପୋଜିଟ ଲୁଗାକଳ ଓଡ଼ିଶା ଟେକ୍ସଟାଇଲ ମିଲ୍‌ (ଓଟିଏମ୍‌)ର ଶ୍ରମିକମାନେ ଚଳାଇଥିବା ଆନ୍ଦୋଳନ ୧୫ବର୍ଷ ପୂରଣ କରି ମଙ୍ଗଳବାରଠାରୁ ୧୬ବର୍ଷରେ...

ପ୍ରାଥମିକ ଶିକ୍ଷକଙ୍କ ନାମରେ ୨ଟି ଦୁଇ ମହଲା କୋଠା, ମାର୍କେଟ କମ୍ପ୍ଲେକ୍ସ

ଅମରପାଲି,୩।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଜଣେ ଶିକ୍ଷକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ସେ ହେଲେ ସେ ବୀରମହାରାଜପୁର ବ୍ଳକ ପଥରଘାଟ ୟୁପି ସ୍କୁଲରେ...

ଚୈତନ୍ୟଙ୍କ ମୂର୍ତ୍ତି ଅନାବରଣ କଲେ ରାଜ୍ୟପାଳ

ପୁରୀ ଅଫିସ,୧୬।୩: ସ୍ଥାନୀୟ ମାତାମଠସ୍ଥିତ ଶ୍ରୀଚୈତନ୍ୟଙ୍କ ୩୫ ଫୁଟ ମୂର୍ତ୍ତି ଅନାବରଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଶ୍ରୀଗୌରବିହାର ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ମାତାମଠ...

Advertisement
Archives

Model This Week