ଓଜନ କମ୍‌ କରିବାକୁ ଚାହୁଁଥିଲେ ଖାଆନ୍ତୁ କାକୁଡି

ସ୍ବାସ୍ଥ୍ୟ ଓ ସୌନ୍ଦର୍ଯ୍ୟ ପାଇଁ କାକୁଡ଼ି ବହୁତ ଲାଭକାରୀ ଏଥିରେ ସନ୍ଦେହ ନାହିଁ। ଏହାର ଲାଭକାରୀ ଗୁଣ ଅନେକ କିଛି ରହିଛି । ସୁନ୍ଦର ସ୍ବାସ୍ଥ୍ୟ ଓ ଉଜ୍ଜ୍ୱଳ ତ୍ୱଚା ପାଇଁ ଏହା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଜାଣନ୍ତୁ ଏହାର ଲାଭ ବିଷୟରେ..
ଏହାର ସବୁଠାରୁ ଭଲଗୁଣ ହେଲା, ଏହା ଭିତରେ ୮୦ ପ୍ରତିଶତ ପାଣି ଅଛି। କାକୁଡ଼ି ପାଣିର ଅଭାବକୁ ପୂରଣ କରେ ଏହାକୁ ଖୋଇଲା ପରେ ଏହା ଶରୀରକୁ ପର୍ଯ୍ୟାପ୍ତ ପରିମାଣରେ ପାଣି ଦେଇଥାଏ। ଏହା ଶରୀରର ଆଭ୍ୟନ୍ତରୀଣ ଅଙ୍ଗ ଓ ସ୍କିନ୍‌ର ମଇଳାକୁ ସଫା କରିଥାଏ। ଖରାରେ ସ୍କିନ୍‌ ଉପରେ ପଡ଼ିଥିବା ପ୍ରଭାବକୁ ଯଥା ସ୍କିନ୍‌ ଜଳିଯିବା ଓ ଟୋନିଙ୍ଗକୁ ମଧ୍ୟ କମ୍‌ କରିଥାଏ। କାକୁଡ଼ି ଖାଇବା ଦ୍ୱାରା ଶରୀରର ବିଷାକ୍ତ ପଦାର୍ଥ ବାହାରକୁ ବାହାରି ଥାଏ। ଏହା ଭିତରର ଅଙ୍ଗମାନଙ୍କୁ ମଧ୍ୟ ସଫା କରିବାରେ ସାହାଯ୍ୟ କରେ। କାକୁଡ଼ି ଦ୍ୱାରା ଆମ ଶରୀରକୁ ଭିଟାମିନ୍‌ ଏ, ବି ଓ ସି ମିଳିଥାଏ। ଏହାର ଚୋପାରେ ଭିଟାମିନ୍‌ ସି ରହିଥାଏ। ଏଥିରୁ ପୋଟାସିୟମ, ମ୍ୟାଗ୍ନେସିୟମ ଓ ସିଲିକନ୍‌ ଅତ୍ୟଧିକ ମାତ୍ରାରେ ଥାଏ। ଏହା ଖାଇବା ଦ୍ୱାରା ଚମକପ୍ରଦ ଓ ଚିକ୍କଣ ସ୍କିନ୍‌ ମିଳିଥାଏ। ଏହା ଓଜନ ମଧ୍ୟ କମ୍‌ କରାଇଥାଏ। ଯେଉଁ ଲୋକମାନେ ଓଜନ କମ୍‌ କରିବାକୁ ଚାହୁଁଛନ୍ତି ସେମାନେ ଏହାକୁ ସୁପ୍‌ ଓ ସାଲାଡ଼ କରି ଖାଆନ୍ତୁ। ଏଥିରେ ଜଳର ତାପମାତ୍ରା ଅଧିକ ଓ କ୍ୟାଲୋରୀ ମଧ୍ୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌: ସେମିଫାଇନାଲରେ ପହଞ୍ଚିଲା ଚାଇନା

ପର୍ଥ,୧୪ା୩: ତାଇଓ୍ବାନକୁ ୨-୦ ଗୋଲ୍‌ରେ ପରାସ୍ତ କରି ଗତଥରର ଚାମ୍ପିୟନ ଚାଇନା ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌ ସେମିଫାଇନାଲରେ ପ୍ରବେଶ କରିବା ସହ ୨୦୨୭ ବିଶ୍ୱକପ୍‌ ପାଇଁ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ,…

କଲ୍ୟାଣସିଂହପୁର ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୪୪,୧୧୦ ଟଙ୍କା

କଲ୍ୟାଣସିଂହପୁର,୧୪।୩ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିରର ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣନା କରାଯାଇଛି। ତହସିଲଦାର ରଞ୍ଜନ କୁମାର ମନସେଠ ଉପସ୍ଥିତିରେ ମନ୍ଦିରର…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ…

୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି…

ଶୁଭମନ ଗିଲଙ୍କୁ ସବୁଠାରୁ ବଡ଼ ପୁରସ୍କାର; ଘୋଷଣା କଲା ବିସିସିଆଇ – ବିରାଟ, ରୋହିତ, ବୁମରାଙ୍କୁ କିଛି ନାହିଁ

ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁବମନ ଗିଲଙ୍କୁ ପୁରୁଷ କ୍ରିକେଟର ଅଫ ଦି ଇୟର ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। BCCI ନମନ ପୁରସ୍କାର…

ସଞ୍ଜୁ ସାମସନ, ଇଶାନ କିଶାନଙ୍କୁ ନେଇ ବଡ଼ ବୟାନ ଦେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ସଞ୍ଜୁ ସାମସନ ଏବଂ ଇଶାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri