ଓଜନ କମ୍‌ ସାଙ୍ଗକୁ ଚିନ୍ତା ଦୂର କରିଥାଏ ନୃତ୍ୟ

ଓଜନ କମ୍‌ କରିବା ପାଇଁ ନୃତ୍ୟ ସବୁଠାରୁ ଭଲ ଥେରାପି, ଏ କଥା ଅଧିକାଂଶ ଲୋକେ ଜାଣନ୍ତି। ଏଥିସହିତ ରକ୍ତସଞ୍ଚାଳନ ମଧ୍ୟ ଠିକ୍‌ ହୋଇଥାଏ। ଏହା ଏପରି ଏକ ବ୍ୟାୟାମ ଯାହାକି ଜଣେ ବ୍ୟକ୍ତିକୁ ଶାରୀରିକ ଓ ମାନସିକ ଭାବେ ଫିଟ୍‌ ରଖିଥାଏ।

ନୃତ୍ୟ କରିବାର ଉପକାରିତା:
ଚିନ୍ତା ଦୂର କରେ: ନୃତ୍ୟ ଚିନ୍ତା ଦୂର କରିବା ସାଙ୍ଗକୁ ଜଣେ ବ୍ୟକ୍ତିକୁ ଫିଟ୍‌ ରଖିବାରେ ସହାୟକ ହୋଇଥାଏ। ଏହା ଦ୍ୱାରା ମସ୍ତିଷ୍କ ମଧ୍ୟ ସକ୍ରିୟ ହୋଇଥାଏ।
ହାଡ଼ ଶକ୍ତ ରଖେ: ନୃତ୍ୟ କରିବା ଦ୍ୱାରା ହାଡ଼ରେ କ୍ୟାଲସିୟମ୍‌ ଠିକ୍‌ ଭାବେ ପ୍ରବାହିତ ହୋଇଥାଏ। ଫଳରେ ଗଣ୍ଠି ରୋଗ ହେବାର ସମ୍ଭାବନା କମ୍‌ ଥାଏ।
ଭଲ ନିଦ ହୁଏ: ନୃତ୍ୟ କରିବା ଦ୍ୱାରା କ୍ଳାନ୍ତ ଲାଗେ, ଯଦ୍ଦ୍ବାରା ରାତିରେ ଭଲ ନିଦ ହୋଇଥାଏ।
ସୁନ୍ଦର ତ୍ୱଚା: ନୃତ୍ୟ କରିବା ଦ୍ୱାରା ଶରୀରରୁ ଭୂତାଣୁ ନଷ୍ଟ ହୋଇ ତ୍ୱଚାରେ ଚମକ ଆସିଥାଏ।
ସୁନ୍ଦର ଶରୀର ଗଠନରେ ସହାୟକ: ଶରୀରକୁ ସୁନ୍ଦର ଓ ସୁଢ଼ଳ ଆକୃତି ଦେବାରେ ନୃତ୍ୟ ସବୁଠାରୁ ଭଲ ମାଧ୍ୟମ।
ରକ୍ତ ସଞ୍ଚାଳନ ଠିକ୍‌ ହୋଇଥାଏ: ନୃତ୍ୟ କରିବା ଦ୍ୱାରା ରକ୍ତ ସଞ୍ଚାଳନ ଠିକ୍‌ ହୋଇଥାଏ। ଫଳରେ ଶରୀର ସୁସ୍ଥ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri