Posted inଖେଳ

ଓଜନ କୁଇଣ୍ଟାଲରୁ ଅଧିକ, କିନ୍ତୁ ପଡିଆରେ ଫିଟ୍‌ ଖେଳାଳିଙ୍କୁ ପଛରେ ପକାଇଦିଅନ୍ତି

ସାଧାରଣତଃ ଖେଳାଳିମାନେ ଶରୀରକୁ ଫିଟ ରଖିବା ଆବଶ୍ୟକ। ଶରୀର ଫିଟ୍‌ ନ ଥିଲେ ଖେଳରେ କ୍ୟାରିୟର ଗଢିବା ଯେପରି ଅସମ୍ଭବ ହୋଇପଡେ। କ୍ରିକେଟରେ ଏମିତି କିଛି ମୋଟା ଖେଳାଳି ଅଛନ୍ତିି, ଯେଉଁମାନେ ପଡ଼ିଆରେ ଫିଟ ଥିବା ଖେଳାଳିଠାରୁ ମଧ୍ୟ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି।

ଓ୍ବାରବିକ ଆର୍ମଷ୍ଟ୍ରଙ୍ଗ

ଅଷ୍ଟ୍ରେଲିଆ ପାଇଁ ୫୦ଟି ଟେଷ୍ଟ ମ୍ୟାଚ ଖେଳିଥିବା ଓ୍ବାରବିକ ମଧ୍ୟ ଅଧିକ ମୋଟା ଖେଳାଳିଙ୍କ ମଧ୍ୟରୁ ଜଣେ। ଓ୍ବାରବିକଙ୍କ ଓଜନ ୧୩୩ କିଲୋ ହୋଇଥିବାରୁ ସାଥୀ ଖେଳାଳିମାନେ ତାଙ୍କୁ ବିଗ ସିପ୍‌ ବୋଲି ଡାକନ୍ତି।

ଡ୍ବେନ ଲିଭରରକ୍‌

ବରମୁଡା କ୍ରିକେଟର ଡ୍ବେନ ଲିଭରରକ୍‌ ବିଶ୍ୱର ମୋଟା ଖେଳାଳିଙ୍କ ମଧ୍ୟରୁ ଅନ୍ୟତମ। ଡିବେନଙ୍କ ଓଜନ ପାଖାପାଖି ୧୩୬ କିଲୋ।

ମହମ୍ମଦ ଶାହାଜାଦ

ଆଫଗାନିସ୍ତାନ କ୍ରିକେଟର ମହମ୍ମଦଙ୍କୁ ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହଙ୍କ ନାଁରେ ସବୁ ଜାଣନ୍ତି। ଧୋନୀଙ୍କ ଭଳି ହେଲିକ୍ୟାପ୍ଟର ସଟ ଖେଳିବାରେ ମାହିର ମହମ୍ମଦ ଶାହାଜାଦ। ତାଙ୍କର ଓଜନ ୯୦ କେଜିରୁ ଅଧିକ।

ରହକିମ କର୍ନଓ୍ବାଲ

ରହକିମ କର୍ନଓ୍ବାଲଙ୍କ ଲମ୍ବା ୬.୫ ଫୁଟ ଓ ଓଜନ ୧୪୦ କେଜିରୁ ଅଧିକ। ଏଣ୍ଟିଙ୍ଗା ଜନ୍ମ ହୋଇଥିବା ରହକିମ ଜଣେ ଅଲରାଉଣ୍ଡର ଭାବେ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri