ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍‌ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି

ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି। ସେଥିପାଇଁ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି। ସ୍ବୀକୃତିଙ୍କ ବାପା ସୁବାଷ ଚନ୍ଦ୍ର ମହାପାତ୍ର ଠାକୁରାଣୀସ୍ଥିତ ଓଏମ୍‌ଡି କମ୍ପାନୀର ମ୍ୟାନେଜର ଭାବେ କାର୍ଯ୍ୟ କରନ୍ତି ଓ ମା’ ଗୃହିଣୀ। ବଡବିଲ ସେଣ୍ଟ ମେରୀଜ୍‌ ସ୍କୁଲରେ ମାଟ୍ରିକରେ କୃତିତ୍ୱ ଅର୍ଜନ କରିବା ପରେ ଜିନ୍ଦଲ ସ୍କୁଲରେ +୨ ବିଜ୍ଞାନରେ ୭୯ % ନମ୍ବର ସେ ରଖିଥିଲେ। ବାପା ଓ ମା’ଙ୍କ କଥାରେ ଅନୁପ୍ରାଣିତ ହୋଇ ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏ ଏଣ୍ଟ୍ରାନ୍ସ ଦେଇଥିଲେ ବୋଲି କହିଛନ୍ତି ସ୍ବୀକୃତି। ବାପା, ମା’, ଗୁରୁଜନ ଓ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେ ଏହି ସୌଭାଗ୍ୟ ଅର୍ଜନ କରିଥିବା କହିଛନ୍ତି। ଆଗାମୀ ଦିନରେ ସିଭିଲ ସର୍ଭିସେସ ପାଇଁ ସେ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଆଇ ତଦନ୍ତ ଦାବି କଲେ ଆଦିତ୍ୟଙ୍କ ମା

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ଏକ ମାସରୁ ଊର୍ଦ୍ଧ୍ୱ ବିତିଛି। ଏବେ ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଜିଆର୍‌ପି ଭଳି ସୁରାକ...

ବିଶ୍ୱସ୍ତରୀୟ ହେବ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ପୁରୀ ଜିଲାରେ ପ୍ରସ୍ତାବିତ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ ଏକ ବିଶ୍ୱସ୍ତରୀୟ ପ୍ରକଳ୍ପ ହେବ। ଏହି ପ୍ରକଳ୍ପ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ...

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି...

ମହିଳାଙ୍କ ପାଇଁ ୬୧୩ ଓ୍ବାର୍ଡ

ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସରଗରମ ରହିଥିବା ବେଳେ ପୌର ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଜୋରସୋରରେ ଚାଲିଛି। ବୁଧବାର ରାଜ୍ୟର ୧୦୭ ପୌରାଞ୍ଚଳ ପାଇଁ...

ଖାଦ୍ୟ ସୁରକ୍ଷା ଯୋଜନାରେ ଅନିୟମିତତା ଅଭିଯୋଗ: ରାଶନ କାର୍ଡ ତାଲିକାରୁ ବଞ୍ଚିତ ବୃଦ୍ଧ

ନୂଆଗାଁ,୪ା୭(ଡି.ଏନ୍‌.ଏ.): ଦେଶର ପ୍ରତି ଗରିବଙ୍କୁ ଆହାର ଦେବା ପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଅନୁସାରେ ଚାଉଳ, ଗହମ ଆଦି ଯୋଗାଇ ଦେବାର ନିୟମ ରହିଛି।...

୮୦ଦିନ ଧରି ମହିଳାଙ୍କୁ ବଳାତ୍କାର

ଜଳେଶ୍ୱର, ୭ା୫(ଡି.ଏନ.ଏ.): ଶାଶୁଘର ଲୋକଙ୍କ ଚକ୍ରାନ୍ତରେ ଫଶିଯାଇଛନ୍ତି ଜଣେ ମହିଳା। ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ତାନ୍ତ୍ରିକଙ୍କ ଦ୍ୱାରା ମହିଳାଙ୍କୁ ଅପହରଣ କରାଯାଇ ଏକ ପରିତ୍ୟକ୍ତ ଘରେ...

CORONAVIRUS UPDATE: ରାଜ୍ୟରେ ଆଉ ୮ ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୧୬୬କୁ ବୃଦ୍ଧି

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ଶୁକ୍ରବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଯାଜପୁରର ୪ଜଣ, ଭଦ୍ରକରୁ ୨ ଏବଂ ବାଲେଶ୍ୱର ଓ କେନ୍ଦୁଝର...

ନିରାମିଷ ଭୋଜନ ସହ ରସଗୋଲା ଖାଇଲେ ରାଷ୍ଟ୍ରପତି

ପୁରୀ ଅଫିସ,୨୦।୨: ପୁରୀ ରାଜଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ରାତ୍ରିଯାପନ କରିଛନ୍ତି। ରାତ୍ରଭୋଜନରେ ରାଷ୍ଟ୍ରପତି ନିରାମିଷ ଆହାର ଗ୍ରହଣ କରିଥିବା ବେଳେ ପରିବାରର ସଦସ୍ୟ...

Advertisement
Archives

Model This Week