ଓଟିପି ଭିତ୍ତିକ ରିଫଣ୍ଡ ସିଷ୍ଟମ ଆଣିଲା ରେଲଓ୍ବେ

ନୂଆଦିଲ୍ଲୀ,୩୦-୧୦: ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ୍‌ କର୍ପୋରେଶନ ଲିମିଟେଡ (ଆଇଆର୍‌ସିଟିସି) ପକ୍ଷରୁ ଓଟିପି ଆଧାରିତ ରିଫଣ୍ଡ ସିଷ୍ଟମ ଲାଗୁ ହୋଇଛି। ଏହା ଦ୍ୱାରା ଯାତ୍ରୀ ଟିକେଟ ବାତିଲ କରିବା ସହ ଦିଆଯାଇଥିବା ପାସ୍‌ଓ୍ବାର୍ଡ ବ୍ୟବହାର କରି ରିଫଣ୍ଡ ପାଇବାରେ ସୁବିଧା ପାଇପାରିବେ। ଏହି ପ୍ରଣାଳୀ ଆଇଆର୍‌ସିଟିସି ଅଧିକୃତ ଏଜେଣ୍ଟଙ୍କ ଦ୍ୱାରା ବୁକ୍‌ ହୋଇଥିବା ଟିକେଟ ଉପରେ ଲାଗୁ ହେବ। ଅଧିକୃତ ରେଳ ଏଜେଣ୍ଟଙ୍କ ଦ୍ୱାରା କ୍ରୟ କରାଯାଉଥିବା ଟିକେଟ ବୁକିଂ ପ୍ରକ୍ରିୟାରେ ପାରଦର୍ଶିତା ଆଣିବା ଲାଗି ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସୁବିଧାର ଲାଭ ନେବା ଲାଗି ଯାତ୍ରୀ କେବଳ ନିଜର ଫୋନ ନମ୍ବର ଦେବେ। ରେଲଓ୍ବେର ପ୍ରାୟ ୨୭% ଟିକେଟ ଅଧିକୃତ ବିକ୍ରେତାଙ୍କ ଦ୍ୱାରା ବୁକିଂ ହେଉଥିବା ରେଲଓ୍ବେର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ

ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ...

ରିଲିଫ ପାଣ୍ଠିକୁ ଓରିଏଣ୍ଟାଲ ଇନସ୍ୟୁରାନ୍ସର ୧ କୋଟି

ନୂଆଦିଲ୍ଲୀ,୮-୬: ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ଓରିଏଣ୍ଟାଲ ଇନସ୍ୟୁରାନ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ...

କେନ୍ଦ୍ରର ବଜାର ଋଣ ୭.୦୬ ଲକ୍ଷ କୋଟି

ନୂଆଦିଲ୍ଲୀ : ଚଳିତ ଆର୍ଥତ୍କ ବର୍ଷର ଅଦ୍ୟାବଧି କେନ୍ଦ୍ର ସରକାରଙ୍କ ବଜାର ଋଣ ୭.୦୬ ଲକ୍ଷ କୋଟି ଟଙ୍କା ଛୁଇଁଛି। ସରକାର ବର୍ତ୍ତମାନ ସୁଦ୍ଧା ୮୪,୦୨୩...

ରିଲାଏନ୍ସ ରିଟେଲ ଅଂଶଧନ ବିକିପାରନ୍ତି ମୁକେଶ

ନୂଆଦିଲ୍ଲୀ,୧।୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଂଶ ବିଶେଷ ରିଲାଏନ୍ସ ରିଟେଲରୁ ଅଂଶଧନ ବିକ୍ରି ହୋଇପାରେ। କମ୍ପାନୀ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏ ନେଇ ବିଚାର କରୁଥିବା ଏକ...

ଖୋଲା ରହିବ ଖାଦ୍ୟଶସ୍ୟ, ଔଷଧ ଦୋକାନ

ମୁମ୍ବାଇ,୨୬। ୩: ଲୋକମାନେ ଭୟଭୀତ ନ ହୋଇ ସାମଗ୍ରୀ କିଣିବାକୁ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ନିବେଦନ କରିଛନ୍ତି। ଲକ୍‌ଡାଉନ ସମୟରେ ଖାଦ୍ୟଶସ୍ୟ, ଔଷଧ ସମେତ ଅତି...

ପୁଞ୍ଜି ବଜାରରୁ ଉଠାଇ ନେଲେ ୩୭,୯୭୬ କୋଟି

ମୁମ୍ବାଇ,୧୬।୩: କରୋନା ଯୋଗୁ ବିଶ୍ୱ ସ୍ତରରେ ମାନ୍ଦାବସ୍ଥା ସ୍ଥିତି ଉପୁଜିବା ଆଶଙ୍କାରେ ବିଦେଶୀ ନିବେଶକ ଛାନିଆ ହୋଇ ପଡିଛନ୍ତି। ମାର୍ଚ୍ଚ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ଫରେନ ପୋର୍ଟଫୋଲିଓ...

ବନ୍ଦେ ଭାରତରେ ନିଯୁକ୍ତ ହେଲେ ଟ୍ରେନ ହୋଷ୍ଟେସ

ନୂଆଦିଲ୍ଲୀ,୬-୮: ଦିଲ୍ଲୀରୁ ବାରାଣସୀକୁ ଚାଲୁଥିବା ସେମି ହାଇସ୍ପିଡ୍‌ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ ଏଣିକି ଏୟାର ହୋଷ୍ଟେସ୍‌ଙ୍କ ଭଳି ଟ୍ରେନ ହୋଷ୍ଟେସ ଯାତ୍ରୀଙ୍କୁ ସେବା ଯୋଗାଇବେ।...

ପରିବର୍ତ୍ତିତ ମାର୍ଗରେ ଯିବ ସମ୍ବଲପୁର, ବିଶାଖାପାଟଣା-ନାନ୍ଦେଡ୍‌ ଏକ୍ସପ୍ରେସ

ଭୁବନେଶ୍ୱର,୧୮-୪:ସମ୍ବଲପୁର-ନାନ୍ଦେଡ-ସମ୍ବଲପୁର ଏବଂ ବିଶାଖାପାଟଣା-ନାନ୍ଦେଡ-ବିଶାଖାପାଟଣା ତ୍ରିସାପ୍ତାହିକ ଏକ୍ସପ୍ରେସ ଚଳିତ ମାସ ୪ର୍ଥ ସପ୍ତାହଠାରୁ ପରିବର୍ତ୍ତିତ ମାର୍ଗ ଦେଇ ଯିବ। ଏହା ବିଜୟଓ୍ବାଡା ପରିବର୍ତ୍ତେ ଗୁଣ୍ଡାଲା-ରାୟନାପଡୁ ମାର୍ଗ ଦେଇ...

Advertisement


Archives

Model This Week