ଓଡଗାଁ, ୨୪।୩(ସ୍ବ. ପ୍ର.): ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଲୋକେ କରୋନାର ଭୟାବହତାକୁ ଗୁରୁତ୍ୱର ସହିତ ନେଉ ନ ଥିବାରୁ ସ୍ଥାନୀୟ ପ୍ରଶାସନ ଏନେଇ ଚିନ୍ତା ପ୍ରକଟ କରିଥିଲା। ଛକ ବଜାରରେ ଲୋକମାନେ ଏକାଠି ହୋଇ ଗୁଲିଖଟି କରୁଥିବା ବେଳେ ପରିବା କିଣିବା ବାହାନାରେ ଅଯଥା ଗହଳି କରିଥିଲେ। ଏପରି କି କେତେକ ପରିବା ଦୋକାନୀ ପରିବା ବଜାର ବଦଳରେ ସ୍ଥାନୀୟ ଡାକ୍ତରଖାନା ସାମ୍ନାରେ ବଜାର ଖୋଲିଥିଲେ। ଏ ନେଇ ପ୍ରଶାସନ ପକ୍ଷରୁ ତହସିଲଦାର ଓ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମଙ୍ଗଳବାର କେବଳ ଗ୍ରୋସରୀ ଓ ପନିପରିବା ଦୋକାନ ବ୍ୟତୀତ ସମସ୍ତ ଦୋକାନକୁ ପୋଲିସ ବନ୍ଦ କରିଛି। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ନ ଥାଇ ବୁଲୁଥିବା ବାଇକ ଆରୋହୀଙ୍କୁ ପୋଲିସ ଘଉଡାଇ ଦେଇଛନ୍ତି ଏବଂ ଏ ନେଇ ପ୍ରଶାସନ ଜନ ସାଧାରଣଙ୍କ ସହଯୋଗ ଲୋଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ୨ କେନ୍ଦ୍ରରେ ମାଟ୍ରିକ୍‌ ଖାତା ଦେଖା

କେନ୍ଦ୍ରାପଡ଼ା ଅଫିସ, ୨୧ା୫: ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଖାତା ଦେଖା ଶନିବାରଠାରୁ ଆରମ୍ଭ ହେଉଛି। କେନ୍ଦ୍ରାପଡ଼ା ଜିଲାର ୨ଟି କେନ୍ଦ୍ରରେ ଖାତା ଦେଖାଯିବା...

ବୁଲିଲା ମା’ଙ୍କ ବିଜୟ ଛତର ଯାତ୍ରା: ଦର୍ଶନ କରି ଶୁଭ ମନାସିଲେ ଶ୍ରଦ୍ଧାଳୁ

କୋକସରା,୫।୧୦(ଡି.ଏନ.ଏ): ପାର୍ବଣରେ ଶାରଦୀୟ ଦୁର୍ଗାପୂଜା ଅବସରରେ ଦେବଦେବୀଙ୍କ ପୂଜାରେ ପୁରପଲ୍ଲୀ ଉତ୍ସବ ମୁଖର ହୋଇପଡ଼ିଛି। କଳାହାଣ୍ଡି ଜିଲାର ବିଭିନ୍ନ ଶକ୍ତିପୀଠରେ ମା’ଙ୍କ ରକ୍ତଭୋଗ ଲାଗି ହେଉଥିବା...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରସଙ୍ଗ : ୫ ମୌଜାରେ ଲାଗିଲା ନୋଟିସ

ପୁରୀ ଅଫିସ,୨୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ସୁରକ୍ଷା ଜୋନରେ ସର୍ଭେ କରାଯିବ। ରାଜ୍ୟ ସରକାର ଏହି ସର୍ଭେ...

ଶଟ୍‌ଡାଉନ୍‌ରେ ଚାଲିଛି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ

ଗଞ୍ଜାମ,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜ଼ାର ଯାଏ ସୌନ୍ଦର୍ଯ୍ୟ କରଣ ନିମନ୍ତେ ରାସ୍ତା ନିର୍ମାଣ କାର୍ଯ୍ୟ ଗତ କିଛି ଦିନ ହେବ...

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଭିସୁଟ୍‌ର ୧୧ ହଷ୍ଟେଲ

ସମ୍ବଲପୁର,୧।୩ (ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ...

ଡେରାବିଶରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଡେରାବିଶ, ୨୬।୫(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାରେ ସୋମବାର ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ଡେରାବିଶ ବ୍ଲକର ବୋଲି ଜଣାପଡିଛି। ଡେରାବିଶ ବ୍ଲକ୍‌ରେ...

ଗାଁ ପାଲଟୁଛି କରୋନା ହଟ୍‌ସ୍ପଟ୍‌: ସଚେତନତା ଅଭାବରୁ ବଢୁଛି ସଂକ୍ରମଣ…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ସଙ୍କଟ ସୃଷ୍ଟି କରିଛି। ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ଧୀରେଧୀରେ...

ଜିଲାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

କେନ୍ଦ୍ରାପଡା ଅଫିସ, ୨୭ା୫ : ଆସନ୍ତା ଜୁନ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବାହିତ ହେବ ବୋଲି ପାଣି ବିଭାଗ ପୂର୍ବନୁମାନ କରିଛି। ମାତ୍ର ଏହି...

Advertisement
Archives

Model This Week