ଓଡ଼ାପଡ଼ା, ୩୦।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ହିନ୍ଦୋଳରୋଡ୍ ଫାଣ୍ଡି ଅଧୀନ ଓଡ଼ାପଡ଼ା ଗ୍ରାମରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ବିବାହ କରାଇ ଦିଆଯାଇଥିବା ମଙ୍ଗଳବାର ଶିଶୁ ମଙ୍ଗଳ କମିଟି ଓ ଚାଇଲ୍ଡ ଲାଇନ୍ ନିକଟରେ ଅଭିଯୋଗ ହୋଇଛି। ଚାଇଲ୍ଡ ଲାଇନର ସନତ କୁମାର ବେହେରା, ସମନ୍ବିତ ଶିଶୁ ବିକାଶ ବିଭାଗର ସୁପରଭାଇଜର ପ୍ରଭାସିନୀ ଷଡ଼ଙ୍ଗୀ, ଫାଣ୍ଡି ପୋଲିସ ଅପରାହ୍ନରେ ଗ୍ରାମରେ ପହଞ୍ଚତ୍ ଛାନ୍ଭିନ୍ କରିଛନ୍ତି। ତେବେ ସେତେବେଳକୁ ବାହାଘର, ଭୋଜିଭାତ ଖିଆପିଆ ସରିଥିବାବେଳେ ନାବାଳିକା କନ୍ୟାକୁ ଧରି ବରପକ୍ଷ ଲୋକେ ଛୁ’ ମାରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଢେଙ୍କାନାଳ View All
![](https://www.dharitri.com/wp-content/uploads/2024/07/5-36.jpg)
ଜୀବିକା ଦେଇଛି ବାଉଁଶ କାରିଗରୀ
କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...
![](https://www.dharitri.com/wp-content/uploads/2024/07/897.jpg)
ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…
ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...
![](https://www.dharitri.com/wp-content/uploads/2024/07/75-1.jpg)
ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ
ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...
![](https://www.dharitri.com/wp-content/uploads/2024/07/3-56.jpg)
ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି
ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...
![](https://www.dharitri.com/wp-content/uploads/2024/07/50.jpg)
ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର
କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...
![](https://www.dharitri.com/wp-content/uploads/2024/07/51-2.jpeg)
ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍
ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ...
![](https://www.dharitri.com/wp-content/uploads/2024/07/WhatsApp-Image-2024-07-26-at-3.07.00-PM.jpeg)
ଲକ୍ଷ୍ମୀବସ୍ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍ ମାଲିକ ସଂଘ
ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍ ମାଲିକ ସଂଘ ବିରୋଧ କରିଛନ୍ତି।...
![](https://www.dharitri.com/wp-content/uploads/2024/07/40-1.jpg)
ଗଞ୍ଜେଇ କାରବାରରେ ଶିକ୍ଷକ
ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)