ଓଡ଼ିଆ ପ୍ରଯୋଜକ ରାଜେଶଙ୍କୁ ‘ମିଡ୍‌ ଡେ ଶୋ’ବିଜ୍‌ ପୁରସ୍କାର

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଓଡ଼ିଆ ପ୍ରଯୋଜକ ରାଜେଶ କୁମାର ମହାନ୍ତି ମୁମ୍ବାଇଠାରେ ଅନୁଷ୍ଠିତ ‘ମିଡ୍‌ ଡେ ଶୋ ବିଜ୍‌’ରେ ‘ଆଇକନିକ୍‌ ଡେବ୍ୟୁ ପ୍ରଡ୍ୟୁସର’ ଭାବେ ସମ୍ମାନିତ ହୋଇଛନ୍ତି। ଖବରକାଗର ‘ମିଡ୍‌ ଡେ’ ପକ୍ଷରୁ ଦିଆଯାଉଥିବା ଏହି ପୁରସ୍କାର ପାଇବାରେ ସେ ପ୍ରଥମ ଓଡ଼ିଆ। ମହାନ୍ତି ନିଜ ବହୁଚର୍ଚ୍ଚିତ ଫିଲ୍ମ ‘ଅନ୍ତଃଧ୍ୱନି-ଦ ଇନର୍‌ ଭଏସ୍‌’ ପାଇଁ ଏହି ପୁରସ୍କାର ପାଇଛନ୍ତି। ଏହା ତାଙ୍କର ପ୍ରଥମ ଫିଚର ଫିଲ୍ମ ହୋଇଥିବାବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଏହାକୁ ବହୁ ସମ୍ମାନ ଓ ସ୍ବୀକୃତି ମିଳିଛି। ୯ଥର ରାଷ୍ଟ୍ରୀୟ ପୁରସ୍କାର ହାସଲ କରିଥିବା ନିର୍ଦ୍ଦେଶକ ଅପୂର୍ବ କିଶୋର ବୀର ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି। ଚଳିତ ବର୍ଷ କାନ୍‌ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଏହା ପ୍ରଦର୍ଶିତ ହେବାସହ ପ୍ରଶଂସିତ ହୋଇଥିଲା। ଏହାସହ ଫିଲ୍ମର ନାୟିକା ସ୍ବପ୍ନା ପତିଙ୍କ ସମେତ ପ୍ରଯୋଜକ ରାଜେଶ ଓ ନିର୍ଦ୍ଦେଶକ ଅପୂର୍ବ କାନ୍‌ସ ରେଡ୍‌ କାର୍ପେଟରେ ଚାଲିବାର ସୌଭାଗ୍ୟ ମଧ୍ୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରୁ ଆଉଜଣେ ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଘଟଣାରେ ଆଉ ଜଣେ...

ଇଥିଓପିଆରେ ଥିଲେ ଅଧ୍ୟାପିକା, ଏବେ ଅସହାୟ

ପୁରୀ ଅଫିସ, ୩ା୩: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସମେତ ପୁରୀ ସହର ହେବ ଭିକାରିମୁକ୍ତ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ୩ତାରିଖ ମଙ୍ଗଳବାରଠାରୁ...

ଫେଲ୍‌ ମାରିଛି କଂକ୍ରିଟ ଖଳା ଯୋଜନା

କେନ୍ଦ୍ରାପଡ଼ା ଅଫିସ,୧୮ା୧୧: କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରରେ ଚାଷୀ...

ଜାତିସଂଘ ପକ୍ଷରୁ ମନୋନୀତ ୬ ଯୁବ ଅଧିବକ୍ତାଙ୍କ ମଧ୍ୟରେ ଓଡ଼ିଶାର ସୌମ୍ୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଯୁବ ଦିବସ ଅବସରରେ ଶୁକ୍ରବାର ଜାତିସଂଘ ଭାରତ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଭାରତର ୬ଜଣ ଯୁବ ଅଧିବକ୍ତାଙ୍କୁ...

ଦଳୀୟ ପାର୍ଥିନୀଙ୍କ ସହ ପ୍ରଚାରରେ ବାହାରିଲେ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ...

ସୁରକ୍ଷା ଦେଇପାରୁନାହାନ୍ତି ସରକାର

ବଇଣ୍ଡା,୧୨।୬(ଡି.ଏନ.ଏ.) ଗଛ କଟା ବିରୋଧରେ ଏବେ ସବୁଠି ଶାଣିତ ହେଉଛି ସ୍ବର। ପରିବେଶ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ସମସ୍ତେ କରୁଛନ୍ତି ଦାବି। ଚାରା ରୋପଣରେ ଅଟକି...

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ...

ବିଜେଡି, କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ଭାଜପା ନିଜର ଷ୍ଟାର କ୍ୟାମ୍ପେନର...

Advertisement
Archives

Model This Week